ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଶେଷ ହୋଇନାହିଁ। ସେହିପରି…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ ଏମପି କହିଛନ୍ତି ଯେ ଏହା ସାମ୍ପ୍ରତିକ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ କୋମନା ବ୍ଲକ ସୁନାବେଡା ପଞ୍ଚାୟତ ଦାତୁନାମା…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ ଏହାର ସମାଧାନ ଲାଗି ରାଜ୍ୟ ସରକାରଙ୍କ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ ଡାକ୍ତର, ନିକଟସ୍ଥ ହସ୍ପିଟାଲ, ଜରୁରିକାଳୀନ ଯୋଗାଯୋଗ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ଜନାର୍ଦ୍ଧନପୁର…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ ମୋଟ ୯୩୩ ଖାଲି ପଦବୀ ପୂରଣ ନିମନ୍ତେ ବିଜ୍ଞପ୍ତି ପ୍ରକାଶ କରାଯାଇଥିବାବେଳେ ଉଚ୍ଚ…

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ରାଜ୍ୟପାଳ ଅଜୟ କୁମାର ଭାଲା ଖେମ୍‌ଚନ୍ଦ ସିଂଙ୍କୁ ପଦ ଓ ଗୋପନୀୟତାର…

ଟି୨୦ ବିଶ୍ୱକପ୍ ପୂର୍ବରୁ ଭାରତର ହୁଙ୍କାର: ୱାର୍ମ-ଅପ୍ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ଧୂଳି ଚଟାଇଲା

ନଭି ମୁମ୍ବାଇ,୪ା୨: ଟି୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ ଦଳ ନିଜର ଶେଷ ପ୍ରସ୍ତୁତି ଶେଷ କରିଛି। ନଭି ମୁମ୍ବାଇର ଡି.ୱାଇ ପାଟିଲ ସ୍ପୋର୍ଟସ ଏକାଡେମୀରେ ଖେଳାଯାଇଥିବା ଶେଷ ୱାର୍ମ-ଅପ୍ ମ୍ୟାଚରେ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ…

ସଞ୍ଜୁ ସାମସନଙ୍କ ପାଇଁ ବନ୍ଦ ହେବ କି ବିଶ୍ୱକପ୍ ଦ୍ୱାର? କ୍ୟାପଟେନ୍ ସୂର୍ଯ୍ୟାଙ୍କ ସଙ୍କେତ ପରେ ଚର୍ଚ୍ଚା ଜୋର

ନୂଆଦିଲ୍ଲୀ,୪ା୨: ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ ଅନୁଷ୍ଠିତ ଅଭ୍ୟାସ ମ୍ୟାଚ୍‌ରେ ଭାରତୀୟ ଦଳର ରଣନୀତି ଏକ ବଡ଼ ପରିବର୍ତ୍ତନର ସଙ୍କେତ ଦେଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଶେଷ ୱାର୍ମ-ଅପ୍ ମ୍ୟାଚ୍‌ରେ ଓପନିଂ ଯୋଡ଼ି ଏବଂ ୱିକେଟକିପର ଚୟନକୁ ନେଇ ଯେଉଁ ଚିତ୍ର…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ ଇଣ୍ଟରନେଟ୍ ଆସିବା ସମୟରେ ହୋଇଥିବା ଚାକିରି ବିସ୍ଫୋରଣ ପରି ପୁଣି ଏକ ବଡ଼…

୧୯ ବର୍ଷରୁ କମ ବିଶ୍ବକପ୍‌: ଦଶମ ଥର ଫାଇନାଲରେ ଭାରତ, ଜାଣନ୍ତୁ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪ା୨: ଆଇସିସି ୧୯ ବର୍ଷରୁ କମ ବିଶ୍ବକପ୍‌ରେ ଭାରତର ଦବଦବା ଜାରି ରହିଛି। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଆଫଗାନିସ୍ତାନକୁ ୭ ୱିକେଟରେ ପରାସ୍ତ କରି ଦଶମ ଥର ପାଇଁ ଫାଇନାଲରେ ପ୍ରବେଶ କରିଛି। ଆରୋନ ଜର୍ଜଙ୍କ ଚମତ୍କାର…

ଲୋକସଭାରେ ପ୍ରବଳ ହଟ୍ଟଗୋଳ: ପ୍ରଧାନମନ୍ତ୍ରୀଙ୍କ ଆସନ ଘେରିଗଲେ ମହିଳା ଏମପି

ନୂଆଦିଲ୍ଲୀ,୪ା୨: ବୁଧବାର ଲୋକସଭାରେ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି। ବିରୋଧ ଦଳର ପ୍ରବଳ ହଟ୍ଟଗୋଳ ଯୋଗୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିପାରିନାହାନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପୂର୍ବତନ ସେନା ମୁଖ୍ୟ ଏମ୍.ଏମ୍. ନରୱଣେଙ୍କ ସ୍ମୃତି ଗ୍ରନ୍ଥରୁ କିଛି…

ବଦଳିବ ସାତକୋଶିଆର କାୟାକଳ୍ପ: ୧୦୦ କୋଟି ବ୍ୟୟରେ ସଜେଇ ହେବ ଅଭୟାରଣ୍ୟ

ଭୁବନେଶ୍ୱର,୪ା୨: ସାତକୋଶିଆ ଅଭୟାରଣ୍ୟ ହେବ ବିଶ୍ୱସ୍ତରୀୟ ଇକୋ-ଟୁରିଜିମ୍ ହବ୍‌। ଏଥିପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୧୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇଥିବା ବେଳେ ସବିଶେଷ ପ୍ରକଳ୍ପ ରିପୋର୍ଟ (DPR)…

ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ, ଆଉ କିଛି ସମୟ ପରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ!

ନୂଆଦିଲ୍ଲୀ,୪ା୨: ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ଲାଗୁ ହୋଇଥିଲା । ରାଷ୍ଟ୍ରପତି ଶାସନ ପ୍ରତ୍ୟାହୃତ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।…

ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି ହ୍ବାଟ୍ସଆପ୍‌ରେ ମିଳିବ ରାଜସ୍ବ ସେବା

ଭୁବନେଶ୍ୱର,୪ା୨: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏଣିକି ହ୍ବାଟ୍ସଆପ୍‌ରେ ରାଜସ୍ବ ସେବା ମିଳିବ। ରାଜସ୍ବ ବିଭାଗ ପକ୍ଷରୁ ୨୪ ଘଣ୍ଟିଆ ସେବା ଯୋଗାଇ ଦିଆଯିବ। ଜମିଜମା ବାବଦର ସମସ୍ତ ଅଭିଯୋଗ ଓ ଆବେଦନ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri