ସ୍ବାସ୍ଥ୍ୟୋପଯୋଗୀ ଡାଳିମ୍ବ: ନିୟନ୍ତ୍ରଣ କରେ ରକ୍ତଚାପ, ମାନସିକ ଚାପରୁ ଦିଏ ମୁକ୍ତି

ଡାଳିମ୍ବରେ ରକ୍ତଚାପକୁ ନିୟନ୍ତ୍ରଣ କରିବା, ମାନସିକ ଚାପରୁ ମୁକ୍ତି ଦେବା ତଥା ତ୍ୱଚାକୁ ସୁନ୍ଦର ରଖିବାର ବେଶ୍‌ ଚମତ୍କାରୀ ଗୁଣ ଭରି ରହିଥାଏ। ତା’ଛଡ଼ା ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଓ ଫ୍ଲାଭୋନାଏଡ୍‌ ନାମକ ତତ୍ତ୍ୱ ଥିବାରୁ, ଏହାକୁ ଖାଇଲେ ଗଣ୍ଠି ଫୁଲା ଜନିତ କଷ୍ଟରୁ କିଛିକାଂଶରେ ମୁକ୍ତି ମିଳିଥାଏ। ତେଣୁ ଯେଉଁ ବ୍ୟକ୍ତିମାନେ ଆଣ୍ଠୁଗଣ୍ଠି ବିନ୍ଧା ସମସ୍ୟାରେ ପିଡ଼ୀତ, ସେମାନେ ପ୍ରତିଦିନ ଗୋଟିଏ ଲେଖାଏଁ ଡାଳିମ୍ବର ଜୁସ୍‌ ବାହାର କରି ପିଇବା ସର୍ବୋତ୍ତମ। ସେହିପରି କୁହାଯାଏ, ନିୟମିତ ଡାଳିମ୍ବ ଜୁସ୍‌ ପିଇଲେ ଉଚ୍ଚରକ୍ତ ଚାପ ସମସ୍ୟା ସହ ଲଢିବା ଲାଗି ଶରୀରକୁ ଉପଯୁକ୍ତ ଶକ୍ତି ମିଳିଥାଏ। ଅନ୍ୟପକ୍ଷେ ଆଉ କିଛି ପରୀକ୍ଷଣରୁ ଜଣାଯାଇଛି ଯେ, ନିୟମିତ ଡାଳିମ୍ବ ଖାଇବା ଦ୍ୱାରା ପ୍ରୋଷ୍ଟେଟ୍‌, ବ୍ରେଷ୍ଟ, ଲଙ୍ଗ୍ସ ତଥା କୋଲନ୍‌ କ୍ୟାନସର୍‌ ହେବାର ଆଶଙ୍କା କେତେକାଂଶରେ କମିଯାଏ। ଏହାବାଦ୍‌ ଡାଳିମ୍ବରେ ଯେହେତୁ ଫାଇବର୍‌ ରହିଥାଏ, ତେଣୁ ଏହା ଶରୀରର ଓଜନ କମାଇବା, କୋଲେଷ୍ଟ୍ରାଲ୍‌କୁ ନିୟନ୍ତ୍ରଣରେ ରଖିବା ଏବଂ ଖାଦ୍ୟ ହଜମ କରାଇବାରେ ବି ବେଶ୍‌ ଉପକାରୀ ହୋଇଥାଏ। ଏହାଛଡ଼ା ଡାଳିମ୍ବ ଖାଇଲେ ଶରୀରରେ ଆଇରନ୍‌ର ମାତ୍ରା ବୃଦ୍ଧି ହେବା ସଙ୍ଗେ ସଙ୍ଗେ ସ୍ମରଣଶକ୍ତି ବି ବଢିଥାଏ ବୋଲି ବିଶ୍ୱାସ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

୫୦ ବର୍ଷ ପରେ ଡିସେମ୍ବରରେ ଘଟୁଛି ଏମିତି ଯୋଗ, ଏହି ୫ ରାଶିର ଲାଗିବ ଲଟେରୀ, ହେବ ଧନ ଲାଭ

ଡିସେମ୍ବର ମାସ ଗ୍ରହ ଏବଂ ନକ୍ଷତ୍ର ଦୃଷ୍ଟିକୋଣରୁ ବହୁତ ବିଶେଷ ହେବାକୁ ଯାଉଛି। ବୈଦିକ ଜ୍ୟୋତିଷ ଅନୁସାରେ, ୫୦ ବର୍ଷ ପରେ ଧନୁ ରାଶିରେ ଏକ...

ପିଲାମାନଙ୍କ ଖାଦ୍ୟାଭାସରୁ କେମିତି ଜାଣିବେ ମାନସିକତା

ଖାଇବାକୁ ନେଇ ପିଲାମାନେ ଅନେକ ସମୟରେ ବହୁ ସମସ୍ୟା ସୃଷ୍ଟି କରନ୍ତି। ଏମିତିକି ତିଆରି ହୋଇଥିବା ଖାଦ୍ୟ ବଦଳରେ ଅନ୍ୟ ଖାଦ୍ୟ ବରାଦ କରନ୍ତି ।...

ବାବା ଭେଙ୍ଗାଙ୍କ ସବୁଠୁ ବଡ଼ ଭବିଷ୍ୟବାଣୀ, ବର୍ଷ ଶେଷରେ ମାଲାମାଲ୍‌ ହେବେ ୪ ରାଶି! ଯାହା ଛୁଇଁବେ ହେବ ସୁନା…

ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ସର୍ୱଦା ଭାଇରାଲ ହୁଏ। ଏବେ, ସେ ନିକଟରେ କହିଛନ୍ତି ଯେ 2025 ର ଶେଷ ମାସ କିଛି ରାଶି ପାଇଁ ଖୁସିର...

ଜଏଣ୍ଟ ପେନ୍‌ ହେଉଥିଲେ…ଆପଣାନ୍ତୁ ଏହି ଟିପ୍ସ

ଶୀତଦିନେ ତାପମାତ୍ରା କମ୍‌ ଥିବାରୁ ଜଏଣ୍ଟ ପେନ୍‌ ସମସ୍ୟା ଦେଖାଦିଏ । ତେଣୁ ଏହି ସମସ୍ୟାରୁ ମୁକ୍ତି ପାଇଁ କ’ଣ କରିବେ ଜାଣନ୍ତୁ… -ଆଣ୍ଠୁଗଣ୍ଠି ସମସ୍ୟାରୁ...

ଡିସେମ୍ବର ୭ରୁ ସାବଧାନ ରୁହନ୍ତୁ ଏହି ୫ଟି ରାଶି, ମଙ୍ଗଳଙ୍କ ଗୋଚର ଆଣିପାରେ ଆର୍ଥିକ କ୍ଷତି, ଆଉ ଅଶାନ୍ତି

ଡିସେମ୍ବର ୭ ତାରିଖ ରାତି ୮:୨୭ରେ ମଙ୍ଗଳ ଧନୁ ରାଶିରେ ପ୍ରବେଶ କରିବାର ରହିଛି। ମଙ୍ଗଳ ଜାନୁଆରୀ ୧୬, ୨୦୨୬ ସକାଳ ୪:୩୬ ପର୍ଯ୍ୟନ୍ତ ଧନୁ...

୩୦ବର୍ଷ ପରେ ଶନିରେ ମହା ରାଜଯୋଗ, ୨୦୨୬ରେ ଚମକିବେ ଏହି ୩ରାଶି!

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହ ଏବଂ ନକ୍ଷତ୍ରର ପ୍ରତ୍ୟେକ ଗୋଚର ଏବଂ ସଂଯୋଗ ମାନବ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ଜ୍ୟୋତିଷ ଦୃଷ୍ଟିକୋଣରୁ 2026...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri