ଶିଶୁକୁ ଶୁଆଇବା ପରିବର୍ତ୍ତେ ଭୁଲ୍‌ରେ ମାଇକ୍ରୋ ଓଭାନରେ ରଖିଦେଲେ ମା’, ଆଉ ତା’ ପରେ…

ଓ୍ବାଶିଂଟନ,୧୧ା୨: ଆଜିକାଲି ଦେଶ ତଥା ବିଶ୍ୱର ଅନେକ ସ୍ଥାନରେ ଏମିତି କିଛି ଘଟଣା ଘଟୁଛି ଯାହା ଅଜବ ଏବଂ ଚକିତ କରିଦେଉଛି। ଆମେରିକାର ମିଜୁରୀରେ ମଧ୍ୟ ଏହିପରି ଏକ ମାମଲା ସାମ୍ନାକୁ ଆସିଛି। ଏଠାରେ ଜଣେ ମା’ ହଠାତ୍‌ ନିଜ ଶିଶୁକୁ ମାଇକ୍ରୋଓଭାନ ଭିତରେ ରଖିଦେଲେ। ଫଳରେ ଶିଶୁଟିର ମୃତ୍ୟୁ ଘଟିଛି। ଏନେଇ ଶନିବାର ଜଣେ ଓକିଲ ଏହି ସୂଚନା ଦେଇଛନ୍ତି।

କାନ୍‌ସାସ ସିଟିର ମାରିୟା ଥୋମାସ ଶିଶୁଙ୍କ ପ୍ରତି ବିପଦ ଥିବା ଅଭିଯୋଗ ହୋଇଥିଲା। ଶୁକ୍ରବାର ଅପରାହ୍ନରେ ଏକ ଶିଶୁ ନିଃଶ୍ୱାସ ନେଉ ନ ଥିବା ପୋଲିସ ସୂଚନା ପାଇଥିଲା। ସତର୍କ ସୂଚନା ପାଇବା ମାତ୍ରେ ସ୍ଥାନୀୟ ପୋଲିସ ସକ୍ରିୟ ହୋଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା। ପୋଲିସ ତୁରନ୍ତ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଏହି ଘଟଣାର ସମ୍ଭାବ୍ୟ କାରଣ ସମ୍ପର୍କରେ କୋର୍ଟଙ୍କ ବିବୃତ୍ତିରେ କୁହାଯାଇଛି ଯେ, ଶିଶୁର ଦେହରେ ପୋଡ଼ା ଚିହ୍ନ ରହିଥିଲା ଏବଂ ତାଙ୍କୁ ମୃତ ଘୋଷଣା କରାଯାଇଥିଲା।

ବିବୃତ୍ତିରେ କୁହାଯାଇଛି, ଘଟଣାସ୍ଥଳରେ ପହଞ୍ଚିଥିବା ଜଣେ ସାକ୍ଷୀ କହିଛନ୍ତି ମା ’ଭୁଲ୍‌ରେ ଶିଶୁଟିକୁ ବେଡ୍‌ରେ ଶୁଆଇବା ପରିବର୍ତ୍ତେ ମାଇକ୍ରୋ ଓଭାନରେ ରଖିଥିଲେ।’ ଏଭଳି ଭୁଲ୍‌ କିପରି ହୋଇଛି ତାହା ବିବୃତ୍ତିରେ ସ୍ପଷ୍ଟ କରାଯାଇ ନାହିଁ। ହୁଇ ଜ୍ୟାକସନ କାଉଣ୍ଟିର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଜାନ୍‌ ପିଟର୍ସ ବେକର ଏକ ବିବୃତ୍ତିରେ କହିଛନ୍ତି, ଏହା ଅତ୍ୟନ୍ତ ଦୁଃଖଦ ଘଟଣା। ଏହି ଭୟଙ୍କର ଘଟଣା ସମ୍ପର୍କରେ ଆପରାଧିକ ନ୍ୟାୟ ବ୍ୟବସ୍ଥା ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାଥମିକ ଶିକ୍ଷା: ଖାଲିପଡ଼ିଛି ୧୬,୯୭୩ ଶିକ୍ଷକ ପଦବୀ

ଭୁବନେଶ୍ୱର,୨୧ା୧ (ସୁଚିସ୍ମିତା ସାହୁ):ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ସାର୍ବଜନୀନ ଓ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ମଣ୍ଡିରୁ ଧାନ ଚୋରି ଅଭିଯୋଗ ପ୍ରସଙ୍ଗ: ୨ ଅଧିକାରୀଙ୍କ କଥାରେ ତାଳମେଳ ନାହିଁ

ଅମରପାଲି,୨୧ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ମଣ୍ଡିରେ ଚାଷୀ ବିକ୍ରି ପାଇଁ ରଖିଥିବା ଧାନରୁ ଗତ ୧୬ ତାରିଖ ରାତିରେ ୧୮ ପ୍ୟାକେଟ...

୨୩ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି: ନେତାଜୀ ଜୟନ୍ତୀରେ ଯୋଗଦେବେ

ଭୁବନେଶ୍ୱର,୨୧ା୧(ରବିନାରାୟଣ ଜେନା):ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ ଜାନୁଆରୀ ୨୩ରେ ଓଡ଼ିଶା ଗସ୍ତରେ ଆସି କଟକରେ ହେବାକୁ ଥିବା ନେତାଜୀ ଜୟନ୍ତୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏସଂକ୍ରାନ୍ତରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri