ବିଶିଷ୍ଟ ସାହିତି୍ୟକ ସାତକଡ଼ି ହୋତାଙ୍କ ପରଲୋକ

ଭୁବନେଶ୍ୱର,୧୧ା୨: ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ତଥା ବିଶିଷ୍ଟ ସାହିତି୍ୟକ ସାତକଡ଼ି ହୋତାଙ୍କ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଭୁବନେଶ୍ୱରରେ ତାଙ୍କର ଦେହାନ୍ତ ହୋଇଛି।

ସୂଚନାଯୋଗ୍ୟ, ସେ ଓଡ଼ିଆରେ ସାମାଜିକ ଚେତନାର ଜଣେ ବରିଷ୍ଠ କାହାଣୀକାର। ୧୬ଟି ଉପନ୍ୟାସ, ୧୬ଟି କାହାଣୀ ସଂଗ୍ରହ ଏବଂ ଗୋଟିଏ କବିତା ସଂଗ୍ରହ ପ୍ରକାଶ କରିଛନ୍ତି। ଫିଲ୍ମ ‘ଆର୍ଯ୍ୟ ରୋଦନ’ର ଶ୍ରେଷ୍ଠ କାହାଣୀ-ଲେଖା ପାଇଁ ଓଡ଼ିଶା ସାହିତ୍ୟ ଏକାଡେମୀ ଦ୍ୱାରା ପୁରସ୍କୃତ ହୋଇଥିଲେ। ସେ ଅନେକ ସାହିତି୍ୟକ, ସାମାଜିକ, ଅର୍ଥନୈତିକ ଏବଂ ବୈଷୟିକ ସଂଗଠନର ସଦସ୍ୟ ରହିଆସିଥିଲେ। ସେ ସାହିତ୍ୟ ଏକାଡେମୀ ଦିଲ୍ଲୀର ଓଡ଼ିଆ ପରାମର୍ଶଦାତା ବୋର୍ଡର ସଦସ୍ୟ ଥିଲେ। ଦକ୍ଷିଣ ପୂର୍ବତଟ ରେଳ ବିଭାଗର ଜେନେରାଲ ମ୍ୟାନେଜର ପଦରୁ ଅବସର ନେବା ପରେ ଓଡ଼ିଆ ଖବର କାଗଜ ‘ସମୟ’ର ସମ୍ପାଦକ ମଧ୍ୟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ଦେଶ ଭାବେ ସୋସିଆଲ ମିଡିଆ ବ୍ୟାନ କଲା ଅଷ୍ଟ୍ରେଲିଆ, ଏତିକି ବର୍ଷରୁ କମ୍ ପିଲା…

ନୂଆଦିଲ୍ଲୀ,୯।୧୨: ପିଲାମାନଙ୍କୁ ସୋସିଆଲ ମିଡିଆର କୁପ୍ରଭାବରୁ ରକ୍ଷା କରିବା ପାଇଁ ଅଷ୍ଟ୍ରେଲିଆ ଏକ ଐତିହାସିକ ପଦକ୍ଷେପ ନେଇଛି। ବୁଧବାର ମଧ୍ୟରାତ୍ରିରୁ ଅଷ୍ଟ୍ରେଲିଆ ୧୬ ବର୍ଷରୁ କମ୍...

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

ଓଡ଼ିଶା ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୪୫ ହଜାର କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ମଞ୍ଜୁରୀ

ନୂଆଦିଲ୍ଲୀ,୯।୧୨: ଓଡ଼ିଶାରେ ସଡ଼କ ପରିବହନ ଭିତ୍ତିଭୂମିର ବିକାଶ ପାଇଁ କେନ୍ଦ୍ର ସରକାର ଏକ ବୃହତ ପୁଞ୍ଜି ବିନିଯୋଗକୁ ଅନୁମୋଦନ କରିଛନ୍ତି। ରାଜ୍ୟ ପାଇଁ ମୋଟ ୪୪,୭୭୧...

୫ ବର୍ଷରେ ଦାଦନ ଖଟିବାକୁ ଯାଇ ରାଜ୍ୟ ବାହାରେ ପ୍ରାଣ ହରାଇଛନ୍ତି ୫୧୮ ଓଡ଼ିଆ

ଭୁବନେଶ୍ୱର,୯।୧୨: ଗତ ୨୦୨୧ ରୁ ୨୦୨୫ ନଭେମ୍ବର ସୁଦ୍ଧା ମଧ୍ୟରେ ରାଜ୍ୟ ତଥା ଦେଶ ବାହାରେ କାମ କରୁଥିବା ସମୟରେ ଓଡ଼ିଶାର ୫୧୮ ଜଣ ପ୍ରବାସୀ...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri