ମହୁଲରୁ ହେବ ମୃଦୁପାନୀୟ, ଏନ୍‌ଆଇଟି-ଓର୍‌ମାସ୍‌ ମଧ୍ୟରେ ଏମ୍‌ଓୟୁ

ରାଉରକେଲା,୩୦।୧(ସଙ୍ଗୀତା ଜେନା): ଜଙ୍ଗଲଜାତ ଦ୍ରବ୍ୟ ମହୁଆ ବା ମହୁଲରୁ ଦେଶୀମଦ ତିଆରି ହେଉଥିଲା। ହେଲେ ଦିନକୁ ଦିନ ଜ୍ଞାନକୌଶଳ ବିକଶିତ ହେବା ପରେ ଏହି ଜଙ୍ଗଲଜାତ ଦ୍ରବ୍ୟରୁ ମୃଦୁପାନୀୟ ପ୍ରସ୍ତୁତ କରାଯିବ। ଏଥିପାଇଁ ଅତିଶୀଘ୍ର…

ଶେଷ ହେଲା ରୁଷିଆ-ୟୁକ୍ରେନ ଯୁଦ୍ଧ? ଯୁଦ୍ଧବିରତିକୁ ନେଇ ବଡ଼ ଦାବି କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦।୧: ୟୁକ୍ରେନରେ ଚାଲିଥିବା ଯୁଦ୍ଧ ଏବଂ ପ୍ରବଳ ଥଣ୍ଡା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମାନବିକତା ଆଧାରରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ଟ୍ରମ୍ପ କହିଛନ୍ତି ଯେ ସେ ରୁଷିଆ ରାଷ୍ଟ୍ରପତି…

ଦୌଡ଼ରାଣୀଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୩୦।୧: ଭାରତୀୟ ଅଲିମ୍ପିକ ଆସୋସିଏସନର ସଭାପତି ଏବଂ ରାଜ୍ୟ ସଭା ସଦସ୍ୟ ପି.ଟି. ଉଷାଙ୍କ ସ୍ବାମୀ ଭି. ଶ୍ରୀନିବାସନଙ୍କ ଶୁକ୍ରବାର ସକାଳେ ଦେହାନ୍ତ ହୋଇଛି। ପରିବାର ସୂତ୍ରରୁ ତାଙ୍କ ମୃତ୍ୟୁକୁ ନିଶ୍ଚିତ କରାଯାଇଛି। ତାଙ୍କୁ…

T20 World Cup 2026: ICC-ବାଂଲାଦେଶ ବିବାଦକୁ ନେଇ ମୁହଁ ଖୋଲିଲା ଶ୍ରୀଲଙ୍କା

ନୂଆଦିଲ୍ଲୀ,୩୦।୧: ୨୦୨୬ ଟି୨୦ ବିଶ୍ୱକପ ନେଇ ଆଇସିସି ଏବଂ ବାଂଲାଦେଶ ମଧ୍ୟରେ ବିବାଦ ଅନ୍ତର୍ଜାତୀୟ କ୍ରିକେଟରେ ଏକ ପ୍ରମୁଖ ପ୍ରସଙ୍ଗ ପାଲଟିଛି। ଭାରତ, ପାକିସ୍ତାନ ଏବଂ ବାଂଲାଦେଶ ପରସ୍ପର ବିରୋଧୀ ସ୍ଥିତିରେ ଥିବା ବେଳେ,…

OISF ଯବାନଙ୍କ ବସ୍‌କୁ ଧକ୍କା ଦେଲା ଟ୍ରକ, ୨୬ ଜଣ ଯବାନ ଆହତ

କେନ୍ଦୁଝର,୩୦।୧ (ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନାର ୫୨୦ ନମ୍ବର ଜାତୀୟ ରାଜପଥର ତଡୁଆବାହାଳ ନିକଟରେ ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ (ଓଆଇଏସଏଫ୍) ଯବାନଙ୍କୁ ନେଇ ଯାଉଥିବା ଏକ ବସକୁ ପଛରୁ…

Budget 2026: କରଦାତାଙ୍କୁ ମିଳିବ ବଡ଼ ଆଶ୍ବସ୍ତି! ଏହି ନିୟମରେ ପରିବର୍ତ୍ତନ କରିପାରନ୍ତି ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୩୦।୧: ବଜେଟ୍ ୨୦୨୬ ପାଇଁ କାଉଣ୍ଟଡାଉନ୍ ଆରମ୍ଭ ହୋଇଯାଇଛି ଏବଂ ପ୍ରତି ବର୍ଷ ପରି, ଦେଶବ୍ୟାପୀ ଲକ୍ଷ ଲକ୍ଷ କରଦାତା ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଉପରେ ନଜର ରଖିଛନ୍ତି । ମୁଦ୍ରାସ୍ଫୀତି ଏବଂ ପରିବର୍ତ୍ତିତ…

ପାନ ମସଲା ପ୍ରତିବନ୍ଧକ ଉପରେ H&FWର ବଡ଼ ବୟାନ, ବ୍ୟାନ ହେବନି ପାନ ମସଲା!

ଭୁବନେଶ୍ବର,୩୦।୧: ଓଡ଼ିଶାରେ ପାନ ମସଲାକୁ ବ୍ୟାନ କରିଛନ୍ତି ରାଜ୍ୟ ସରକାର । ବିଡ଼ି, ସିଗାରେଟ, ଗୁଟଖା ଏବଂ ତମାଖୁ ଭଳି ଉତ୍ପାଦର ପ୍ୟାକେଜିଂ, ସଂରକ୍ଷଣ ଏବଂ ଉତ୍ପାଦନ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଓଡ଼ିଶା ସରକାର । ଏହାରି ଭିତରେ ଶୁକ୍ରବାର ସ୍ୱାସ୍ଥ୍ୟ…

ବିନା ସଂଳାପରେ ଜିତିଲା ମନ: ବିଜୟ ସେତୁପତି ଓ ଅଦିତି ରାଓଙ୍କ ‘ଗାନ୍ଧୀ ଟକ୍‌ସ’କୁ ଦର୍ଶକଙ୍କ ପ୍ରଶଂସା

ମୁମ୍ବାଇ: ଶୁକ୍ରବାର ପ୍ରେକ୍ଷାଳୟକୁ ଆସିଛି ବହୁ ପ୍ରତିକ୍ଷିତ ଚଳଚ୍ଚିତ୍ର ‘ଗାନ୍ଧୀ ଟକ୍‌ସ’। ଏହି ଚଳଚ୍ଚିତ୍ରଟି ବିନା ସଂଳାପରେ ଗତିଶୀଳ ଏକ ‘ସାଇଲେଣ୍ଟ ଫିଲ୍ମ’। ଯାହା ଦର୍ଶକଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ରହିଛି। ବିଜୟ ସେତୁପତି, ଅଦିତି ରାଓ ହାଇଦରି ଏବଂ ଅରବିନ୍ଦ…

ଆକାଶ ମାର୍ଗରେ ଏକାଠି ହେଲେ ପାକିସ୍ତାନ-ବାଂଲାଦେଶ, ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ

କରାଚୀ,୩୦।୧: ୧୪ ବର୍ଷ ପରେ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସିଧାସଳଖ ବିମାନ ସେବା ପୁନର୍ବାର ଆରମ୍ଭ ହୋଇଛି। ବାଂଲାଦେଶର ଜାତୀୟ ବିମାନ କମ୍ପାନୀ, ବିମାନ ବାଂଲାଦେଶ ଏୟାରଲାଇନ୍ସ, ଢାକାରୁ କରାଚୀକୁ ପ୍ରଥମ ସିଧାସଳଖ ବିମାନ ସେବା ଆରମ୍ଭ କରିଛି। ଏହି…

ଆଣ୍ଡ୍ରଏଡ୍ ସ୍କାମ୍ ଉପରେ କେନ୍ଦ୍ର ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ସାଇବର ଠକେଇ ସତର୍କତା ଜାରି

ନୂଆଦିଲ୍ଲୀ,୩୦।୧: ସାଇବର ଅପରାଧ ବିରୋଧରେ କେନ୍ଦ୍ର ସରକାର ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ‘ୱିଙ୍ଗୋ’ ନାମକ ଏକ ଆଣ୍ଡ୍ରଏଡ୍ ଆପ୍ ଜରିଆରେ ଚାଲିଥିବା ବ୍ୟାପକ ଠକେଇକୁ ରୋକିବା ପାଇଁ ଏହାର ସମସ୍ତ ଡିଜିଟାଲ୍ ଭିତ୍ତିଭୂମିକୁ ବନ୍ଦ କରିବା ସହ ଟେଲିଗ୍ରାମ୍…

କାନାଡାକୁ ପୁଣି ଅଡୁଆରେ ପକାଇଲେ ଟ୍ରମ୍ପ, ଦେଲେ ଏମିତି ଧମକ

ଓ୍ବାଶିଂଟନ,୩୦।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ କାନାଡା ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରି ବିମାନ ଚଳାଚଳ କ୍ଷେତ୍ରରେ ଏକ ପ୍ରମୁଖ ଏବଂ ଆକ୍ରମଣାତ୍ମକ ପଦକ୍ଷେପ ଘୋଷଣା କରିଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଟ୍ରମ୍ପ କାନାଡା ଉପରେ…

ମେଦବହୁଳତା ଭାରତ ପାଇଁ ଏକ ବଡ଼ ଆର୍ଥିକ ବିପତ୍ତି: ଅର୍ଥନୈତିକ ସର୍ଭେରେ ଚେତାବନୀ

ନୂଆଦିଲ୍ଲୀ,୩୦।୧: ଦେଶରେ ବଢ଼ୁଥିବା ମେଦବହୁଳତା ସ୍ୱାସ୍ଥ୍ୟ ସହିତ ଭାରତ ପାଇଁ ଏକ ବଡ଼ ‘ଅର୍ଥନୈତିକ ବିପତ୍ତି’ ଭାବେ ଉଭା ହୋଇଛି। ସଂସଦରେ ଆଗତ ୨୦୨୫-୨୬ ଆର୍ଥିକ ସର୍ଭେ ରିପୋର୍ଟ ଅନୁଯାୟୀ, ଆଜିର ଖାଦ୍ୟପେୟ କାଲିର ଅର୍ଥନୀତିକୁ ନିର୍ଧାରଣ କରିବ। ଅତ୍ୟଧିକ ପ୍ରକ୍ରିୟାକୃତ…

ୟୁରିଆ ଦର ବଢ଼ାଇବାକୁ ପ୍ରସ୍ତାବ; ଚାଷୀଙ୍କୁ ମିଳିପାରେ ସିଧାସଳଖ ସହାୟତା

ନୂଆଦିଲ୍ଲୀ,୩୦।୧: ବଢିବାକୁ ଯାଉଛି ୟୁରିଆ ଦାମ୍। ଦେଶରେ ୟୁରିଆ ସାରର ଅତ୍ୟଧିକ ବ୍ୟବହାର ରୋକିବା ଏବଂ ବଢ଼ୁଥିବା ସବ୍‌ସିଡି ବୋଝକୁ କମ୍ କରିବା ପାଇଁ ଏହାର ଖୁଚୁରା ମୂଲ୍ୟରେ ସାମାନ୍ୟ ବୃଦ୍ଧି କରିବାକୁ ଅର୍ଥନୈତିକ ସର୍ଭେ ରିପୋର୍ଟରେ ପ୍ରସ୍ତାବ ଦିଆଯାଇଛି। ଦୀର୍ଘ…

ଶିଳ୍ପ ଅଭିବୃଦ୍ଧିରେ ସଂଘବାଦ ପ୍ରତିବନ୍ଧକ

ନୂଆଦିଲ୍ଲୀ,୩୦ା୧: ଘରୋଇ ସହାୟକମାନଙ୍କ ନିମନ୍ତେ ଏକ ବିସ୍ତୃତ ଆଇନଗତ ଢାଞ୍ଚା ପ୍ରସ୍ତୁତ କରିବା ସହ ସର୍ବନିମ୍ନ ମଜୁରି ଲାଗୁ କରିବା ପାଇଁ ନିର୍ଦ୍ଦେଶ ଦେବା ଲାଗି ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)ରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି।…

ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ବନ୍ଦ, ୨୭ କୋଟିରୁ ଅଧିକ ଥିଲେ ଫୋଲର୍ସ

ନୂଆଦିଲ୍ଲୀ,୩୦।୧: ବିଶ୍ୱର ଷ୍ଟାର କ୍ରିକେଟରମାନଙ୍କ ମଧ୍ୟରୁ ଜଣେ ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ଗୁରୁବାର ବିଳମ୍ବିତ ରାତିରେ ହଠାତ୍ ନିଷ୍କ୍ରିୟ ହୋଇଯାଇଛି । ଇନଷ୍ଟାଗ୍ରାମରେ ବିରାଟଙ୍କ ନାମ ସର୍ଚ୍ଚ କରିବା ପରେ ତାଙ୍କ ପ୍ରୋଫାଇଲ୍ ଦେଖାଯାଉନାହିଁ ।…

ପରିମାଣ ନୁହେଁ, ଗୁଣବତ୍ତାକୁ ଗୁରୁତ୍ୱ ଦେଉଛନ୍ତି ଔଷଧ କମ୍ପାନୀ

ନୂଆଦିଲ୍ଲୀ,୨୯ା୧: ଭାରତୀୟ ଔଷଧ ଶିଳ୍ପଗୁଡ଼ିକ ପରିମାଣଯୁକ୍ତ ଆଭିମୁଖ୍ୟରୁ ମୂଲ୍ୟଯୁକ୍ତ ଆଭିମୁଖ୍ୟକୁ ବଦଳୁଛନ୍ତି। ଜଟିଳ ଜେନେରିକ୍ସ, ବାୟୋସିମିଲାର୍ସ ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହ ଔଷଧ ଶିଳ୍ପ ମୂଲ୍ୟ ଶୃଙ୍ଖଳ ଆଡ଼କୁ ମୁହଁାଇଥିବା ଚଳିତ ଆର୍ଥତ୍କ ବର୍ଷର ଅର୍ଥନୈତିକ ସର୍ଭେ ରିପୋର୍ଟରୁ ଜଣାପଡ଼ିଛି। ପରିମାଣ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri