୧୦୦ କ୍ୟୁବ୍‌ ଷ୍ଟାର୍ଟଅପ୍‌ କନ୍‌କ୍ଲେଭ ଉଦ୍‌ଘାଟିତ

ଭୁବନେଶ୍ୱର,୧୨।୨: ରାଜ୍ୟର ଅଗ୍ରଣୀ ଜାତୀୟ ଶିକ୍ଷାନୁଷ୍ଠାନ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି) ଭୁବନେଶ୍ୱରର ଗବେଷଣା ଏବଂ ଉଦ୍ୟମିତା ପାର୍କ ପକ୍ଷରୁ ଏକ ଦିନିକିଆ ସ୍ବତନ୍ତ୍ର ସମ୍ମିଳନୀ ‘୧୦୦ କ୍ୟୁବ୍‌ ଷ୍ଟାର୍ଟଅପ୍‌ କନ୍‌କ୍ଲେଭ’ର ଆୟୋଜନ କରାଯାଇଛି। ଏହି ଅବସରରେ କେନ୍ଦ୍ର ଶିକ୍ଷା,ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଉକ୍ତ ସମ୍ମିଳନୀକୁ ଉଦ୍‌ଘାଟନ କରି କହିଛନ୍ତି, ଆଜି ଏକ ଐତିହାସିକ ଦିନ, ଆମେ ନୂଆ କୋଣାର୍କ ମନ୍ଦିର ଭଳି ଆଇଆଇଟି ଭୁବନେଶ୍ୱରର ଗବେଷଣା ଏବଂ ଉଦ୍ୟମିତା ପାର୍କର ଶୁଭାରମ୍ଭ ସହ ୨୦୩୬ ସୁଦ୍ଧା ଓଡ଼ିଶା ଭାଷାଭିତ୍ତିରେ ସ୍ବତନ୍ତ୍ର ପ୍ରଦେଶ ଗଠନର ଶତବାର୍ଷିକୀ ପୂରଣ କରିବ।

ଏହି ସମୟ ସୁଦ୍ଧା ଉକ୍ତ ପାର୍କରେ ହାରାହାରି ୧୦୦ କୋଟି ଟଙ୍କା ଲେଖାଏ ମୂଲ୍ୟର ୧୦୦ଟି ଷ୍ଟାର୍ଟଅପ୍‌ ସୃଷ୍ଟି କରିବାର ଲକ୍ଷ୍ୟ ରହିଛି। ଏହି ଲକ୍ଷ୍ୟକୁ ପୂରଣ କରିବା ପାଇଁ ଷ୍ଟାର୍ଟଅପଗୁଡିକୁ ନିବେଶକଙ୍କ ସହ ସମନ୍ବୟ ସ୍ଥାପନ କରିବା ପାଇଁ ଆବଶ୍ୟକ ସମ୍ବଳ, ସହଯୋଗ ଏବଂ ଆର୍ଥିକ ସହାୟତା ପ୍ରଦାନ କରାଯିବ। ଏହି ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ୧୩୦ କୋଟି ଟଙ୍କା ସହାୟତାରେ ପାର୍କର ବିକାଶ ସାଙ୍ଗକୁ ଆସନ୍ତା ୨ ବର୍ଷ ମଧ୍ୟରେ ୨୦,୦୦୦ ବର୍ଗଫୁଟରୁ ୮୦,୦୦୦ ବର୍ଗଫୁଟ ପର୍ଯ୍ୟନ୍ତ ସମ୍ପ୍ରସାରଣ କରାଯିବ। ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଆଇଆଇଟି ଭୁବନେଶ୍ୱରର ୧୫୦୦ସିଟ୍‌ ବିଶିଷ୍ଟ ଅଡିଟୋରିୟମକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବା ସହ ୪୫୦ କୋଟି ଟଙ୍କାର ଭିତ୍ତିଭୂମି ପ୍ରକଳ୍ପର ଶିଳାନ୍ୟାସ ସ୍ଥାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri