ବିରୋଧୀ ଆସନରେ ବସିବାକୁ ନିଷ୍ପତ୍ତି ନେଲା ଇମ୍ରାନ୍‌ଙ୍କ ଦଳ

ଇସ୍‌ଲାମାବାଦ,୧୨।୨: ପାକିସ୍ତାନ ନ୍ୟାଶନାଲ ଆସେମ୍ବ୍ଲି ନିର୍ବାଚନରେ କାହାକୁ ସଂଖ୍ୟାଗରିଷ୍ଠତା ମିଳି ନାହିଁ। ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କ ଦଳ ପାକିସ୍ତାନ ତେହରିକ୍‌-ଇ-ଇନ୍‌ସାଫ (ପିଟିଆଇ) ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଥିଲେ ମଧ୍ୟ ବିରୋଧୀ ଆସନରେ ବସିବାକୁ ନିଷ୍ପତ୍ତି ନେଇଛି। ପିଏମ୍‌ଏଲ୍‌-ଏନ୍‌ କିମ୍ବା ପିପିପି ନେତୃତ୍ୱାଧୀନ ସରକାର ସହ ପିଟିଆଇ ମେଣ୍ଟ କରିବ ନାହିଁ। ବୋଲି ନେତା ବାରିଷ୍ଟର ଗୋହର ଅଲି ଖାନ୍‌ ଘୋଷଣା କରିଛନ୍ତି। ସରକାର ଗଢ଼ିବା ପାଇଁ ୨୬୬ ସଦସ୍ୟ ବିଶିଷ୍ଟ ନ୍ୟାଶନାଲ ଆସେମ୍ବିରେ ଆମର ଯଥେଷ୍ଟ ସଂଖ୍ୟା ନାହିଁ। ପ୍ରତିଦ୍ୱନ୍ଦ୍ୱୀ ପିଏମ୍‌ଏଲ୍‌-ଏନ୍‌ କିମ୍ବା ପିପିପି ସହ ପିଟିଆଇ ହାତ ମିଳାଇବ ନାହଁ ବୋଲି ସେ ସ୍ପଷ୍ଟ କରିଦେଇଛନ୍ତି।

ନିର୍ବାଚନରେ ଇମ୍ରାନ୍‌ଙ୍କ ଦଳ ସମର୍ଥତ୍ତ ସ୍ବାଧୀନ ପ୍ରାର୍ଥୀମାନେ ୧୦୧ ଆସନ ଜିତିଥିବାବେଳେ ନଓ୍ବାଜ ଶରିଫଙ୍କ ପିଏମ୍‌ଏଲ୍‌-ଏନ୍‌ ୭୫, ବିଲାଓ୍ବଲ ଭୁଟ୍ଟୋ ଜର୍ଦ୍ଦାରୀଙ୍କ ପାକିସ୍ତାନ ପିପୁଲ୍ସ ପାର୍ଟି ୫୪ ଆସନ ଜିତିଥିଲା। ମୁତ୍ତାହିଦା କ୍ୱାମି ମୁଭ୍‌ମେଣ୍ଟ-ପାକିସ୍ତାନ (ଏମ୍‌କ୍ୟୁଏମ୍‌-ପି) ୧୭ ଆସନ ପାଇଥିବାବେଳେ ବାକି ୧୭ ଆସନ ଅନ୍ୟ ଛୋଟ ଦଳଗୁଡ଼ିକୁ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri