Posted inଜାତୀୟ

କୋଟାରେ ଝୁଲି ପଡିଲେ ଆଉ ଏକ ଛାତ୍ର

ଜୟପୁର,୧୩।୨: ରାଜସ୍ଥାନ କୋଟାରେ ଆଉ ଏକ ଛାତ୍ର ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଚଳିତ ବର୍ଷର ଏହା ଚତୁର୍ଥ ଘଟଣା ହୋଇଥିବା ବେଳେ ଏହା ଅଭିଭାବକଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ସୂଚନାଯୋଗ୍ୟ, ଛାତ୍ର ଜଣଙ୍କ ଦ୍ୱାଦଶରେ ପଢୁଥିବା ବେଳେ କୋଟାରେ ରହି ଜେଇଇ ପାଇଁ ପ୍ରସ୍ତୁତ ହେଉଥିଲେ। ମଙ୍ଗଳବାର ସକାଳେ ଯେତେବେଳେ ଛାତ୍ରଙ୍କୁ ତାଙ୍କ ପରିବାର ଲୋକ ଫୋନ କରିଥିଲେ ସତ୍ତ୍ୱେ ସେ ଫୋନ ଉଠାଇନଥିଲେ। ବାରମ୍ବାର କରିବା ପରେ ଛାତ୍ର ଜଣଙ୍କ ଫୋନ ନ ଉଠାଇବା ପରେ ଘର ଲୋକ ହଷ୍ଟେଲ ୱାର୍ଡେନଙ୍କୁ ଫୋନ କରିଥିଲେ। ଯାହା ପରେ ୱାର୍ଡେନ ଛାତ୍ରଙ୍କୁ ରୁମ୍‌କୁ ଯାଇଥିଲେ ଏବଂ ତାଙ୍କୁ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ। ଏନେଇ ୱାର୍ଡେନ ଛାତ୍ରଙ୍କ ପରିବାର ସହ ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri