Posted inଖେଳ

ଟିମ୍‌ ଇଣ୍ଡିଆରୁ ବାଦ୍‌ ଦେବାକୁ ଆହତ ହୋଇଥିବାର ଗୁଜବ ଉଠାଇଥିଲେ, ମିଷ୍ଟ୍ରି ସ୍ପିନର କଲେ ବଡ଼ ଖୁଲାସା…

ନୂଆଦିଲ୍ଲୀ,୧୪।୨: କଥାରେ ଅଛି ଯିଏ ଯେତେ ଶୀଘ୍ର ଉପରକୁ ଉଠେ, ସେତେ ଶୀଘ୍ର ଭୂମିରେ ଲୋଟିଥାଏ। ଠିକ୍‌ ଏଭଳି ଏକ ଉଦାହରଣ ହେଲେ କେକେଆର୍‌ର ମିଷ୍ଟ୍ରି ସ୍ପିନର ବରୁଣ ଚକ୍ରବର୍ତ୍ତୀ। ସେ ଟିମ୍‌ ଇଣ୍ଡିଆ ପକ୍ଷରୁ କେବଳ ୩ ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ୨୦୨୧ରେ ତାଙ୍କୁ ଟି୨୦ ବିଶ୍ୱକପ୍‌ ଲାଗି ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ୍‌ରେ ସାମିଲ କରାଯାଇଥିଲା। ହେଲେ ଟୁର୍ନାମେଣ୍ଟ ଶେଷ ହେବା ତୁରନ୍ତ ପରେ ତାଙ୍କୁ ବାଦ୍‌ କରିଦିଆଯାଇଥିଲା। ସେଦିନଠାରୁ ସେ ଜାତୀୟ ଦଳକୁ ଫେରିନାହାନ୍ତି। ଏବେ ବରୁଣ ଦଳରୁ ବାଦ୍‌ ପଡ଼ିବା ନେଇ ବଡ଼ ଖୁଲାସା କରିଛନ୍ତି। ତାଙ୍କୁ ଦଳରୁ ବାହାର କରିବା ଲାଗି ଆହତ ହେବାର ଗୁଜବ ସୃଷ୍ଟି କରାଯାଇଥିଲା ବୋଲି ସେ କହିଛନ୍ତି।

ଏକ ସାକ୍ଷାତକାରରେ ବରୁଣ କହିଛନ୍ତି, ବିଶ୍ୱକପ୍‌ ଶେଷ ହେବା ପରେ ମୋତେ ବଡ଼ ଧରଣର ଆଘାତ ଲାଗି ନ ଥିଲା। ତାହା ବହୁତ ସାମାନ୍ୟ ଥିଲା। ପୁଣିଥରେ ଖେଳିବା ଲାଗି ଫିଟ୍‌ ହେବାକୁ ମାତ୍ର ୨ ନଚେତ ୩ ସପ୍ତାହ ଲାଗିଥାନ୍ତା। ହେଲେ ତା ପରେ ମୋତେ ବାଦ୍‌ କରିଦିଆଯାଇଥିଲା। ଲୋକେ ବାହାନା କରିଥିଲେ ଯେ ମୁଁ ଆହତ ହୋଇଛି। ଏହା ଗୁଜବ ଥିଲା କି ଦଳରୁ ବାହାର କରିବାକୁ କେହି ମୋ ବିଷୟରେ ଏଭଳି ଅପପ୍ରଚାର କରୁଥିଲେ ଜଣାନାହିଁ ବୋଲି ସେ କହିଛନ୍ତି।

କହିରଖୁଛୁ, ଆଇପିଏଲ୍‌ ୨୦୨୦ ଏବଂ ୨୦୨୧ ସିଜନରେ ବରୁଣ କୋଲକାତା ପକ୍ଷରୁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ୨୦୨୦ରେ ସେ ୧୭ ଉଇକେଟ ନେଇଥିବା ବେଳେ ୨୦୨୧ରେ ୧୮ ଉଇକେଟ ନେଇଥିଲେ। କେବଳ ଏତିକି ନୁହେଁ ଆଇପିଏଲ୍‌ର ପୂର୍ବ ସିଜନରେ ସେ ୨୦ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri