ଜଳସମ୍ପଦ କର୍ମଚାରୀଙ୍କ ଗଳାକାଟି ହତ୍ୟା କଲେ ମାଓବାଦୀ

ମାଲକାନଗିରି,୧୫।୨: ମାଓବାଦୀଙ୍କ ବର୍ବରକାଣ୍ଡ। ଜଳ ସମ୍ପଦ ବିଭାଗର ଜଣେ କର୍ମଚାରୀଙ୍କ ଗଳାକାଟି ହତ୍ୟା କରିଛନ୍ତି ମାଓବାଦୀ। ଏପରି ଛାତିଥରା ଘଟଣା ଘଟିଛି ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜଲାରେ। ମୃତକ ହେଲେ ଇକବାଲ ମିଆଁ।

ସୂଚନା ଥାଉ କି, ବୁଧବାର ଅର୍ଥାତ୍‌ ଗତକାଲି ରାତିରେ କିଛି ସଶସ୍ତ୍ର ମାଓବାଦୀ ଇକବାଲଙ୍କ ଘରକୁ ଆସି ତାଙ୍କୁ ଡାକି ନେଇଥିଲେ। ପରେ ହତ୍ୟା କରି ଗାଁ ମୁଣ୍ଡରେ ଫିଙ୍ଗି ଦେଇଛନ୍ତି। ମୃତଦେହ ନିକଟରେ ମାଓମାନେ ଏକ ପୋଷ୍ଟର ଛାଡି ଯାଇଛନ୍ତି। ଏପରି ହତ୍ୟାକାଣ୍ଡ କଣ୍ଟା ଏରିଆ କମ୍ମିଟି ମାଓ ସଙ୍ଗଠନ ଘଟାଇଥିବା ମାଓବାଦୀ ପୋଷ୍ଟରରେ ଉଲ୍ଲେଖ ରହିଛି। ପୋଲିସ ଘଟଣାର ତଦନ୍ତ କରୁଛି। ତେବେ ପ୍ରାଥମିକ ତଦନ୍ତରୁ ପୋଲିସ ଇନଫର୍ମର ସନ୍ଦେହରେ ମାଓମାନେ ଇକବାଲଙ୍କୁ ହତ୍ୟା କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଟ୍ରେନରେ ମୋବାଇଲ ହଜି ଯାଇଛି କି? ମିଳିବ ଏମିତି, ସରକାର କହିଲେ ଟ୍ରିକ୍‌

ନୂଆଦିଲ୍ଲୀ,୨୧।୧: ଯଦି ଟ୍ରେନରେ କିମ୍ୱା ଷ୍ଟେସନରେ ଯାତ୍ରା କରିବା ସମୟରେ ଆପଣଙ୍କର ମୋବାଇଲ ଫୋନ ହଜିଯାଏ କିମ୍ୱା ଚୋରି ହୋଇଯାଏ, ତେବେ ଏହାକୁ ଫେରି ପାଇବାର...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ପ୍ରଥମଥର ପାଇଁ ବିଶ୍ୱ ଦେଖିବ ଭାରତର ହାଇ ସ୍ପିଡ୍‌ କ୍ଷେପଣାସ୍ତ୍ର, ଆଖି ପିଛୁଳାକେ କରିବ ଲକ୍ଷ୍ୟଭେଦ

ନୂଆଦିଲ୍ଲୀ,୨୧ା୧: ଜାନୁଆରୀ ୨୬ରେ ଭାରତର ପ୍ରତିରକ୍ଷା କ୍ଷମତାକୁ ଶୀର୍ଷରେ ପହଞ୍ଚାଇବ ବୋଲି ଏକ ପ୍ରମୁଖ ସଫଳତା ବିଶ୍ୱ ସମ୍ମୁଖରେ ପ୍ରକାଶିତ ହେବ। ପ୍ରତିରକ୍ଷା ଗବେଷଣା ଏବଂ...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

‘ଯଦି କିଛି ହେବ ତେବେ ସମ୍ପୂର୍ଣ୍ଣ ଇରାନକୁ ଉଡାଇଦେବି’, କାହିଁକି ଏମିତି ଧମକ ଦେଲେ ଟ୍ରମ୍ପ? ଜାଣନ୍ତୁ ଏହା ପଛର ବଡ଼ କାରଣ

ଓ୍ବାଶିଂଟନ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସରକାରୀ ଟେଲିଭିଜନରେ ପ୍ରସାରିତ ମୃତ୍ୟୁ ଧମକ ବିଷୟରେ ଉଲ୍ଲେଖ କରି କହିଛନ୍ତି ଯେ ‘ଯଦି କିଛି ହୁଏ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri