Posted inଜାତୀୟ

ଜମ୍ମୁ-କଶ୍ମୀରରେ ଏକାକୀ ଲଢ଼ିବା ଘୋଷଣା ପରେ: ଉମର ଅବଦୁଲ୍ଲାଙ୍କ ଆସିଲା ବଡ଼ ବୟାନ

ଶ୍ରୀନଗର,୧୫।୨: ଲୋକ ସଭା ନିର୍ବାଚନ ପୂର୍ବରୁ ବିରୋଧୀ ଇଣ୍ଡିଆ ମେଣ୍ଟକୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ଜମ୍ମୁ କାଶ୍ମୀରରେ ଏକାକୀ ଲଢ଼ିବା ନେଇ ନ୍ୟାଶନାଲ କନ୍‌ଫରେନ୍ସ(ଏନ୍‌ସି)ର ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲା ଘୋଷଣା କରିଛନ୍ତି।

ସେହିପରି ଜମ୍ମୁ କଶ୍ମୀରରେ ଲୋକ ସଭା ସହ ବିଧାନସଭା ନିର୍ବାଚନକୁ ମିଳିତ ଭାବେ କରିବାକୁ ସେ ଦାବି କରିଛନ୍ତି। ତେବେ ଫାରୁଖଙ୍କ ବୟାନକୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି ତାଙ୍କ ପୁଅ ତଥା ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉମର ଅବଦୁଲା। ଏବେ ମଧ୍ୟ ଏନ୍‌ସି ଇଣ୍ଡିଆ ମେଣ୍ଟରେ ରହିଥିବା ସେ କହିଛନ୍ତି।

କଂଗ୍ରେସ ସହ ଆସନ ବୁଝାମଣା ନେଇ ବିଳମ୍ବ ହୋଇଥିବା ସ୍ବୀକାର କରିବା ସହ ଏନେଇ ଏବେ ମଧ୍ୟ ଆଲୋଚନା ଜାରି ରହିଥିବା ସେ ସୂଚନା ଦେଇଛନ୍ତି। ଜମ୍ମୁ କଶ୍ମୀର ଓ ଲଦାଖର ୬ ଆସନ ମଧ୍ୟରୁ ଇଣ୍ଡିଆ ମେଣ୍ଟରେ ୩ଟି ଆସନରେ ଲଢ଼ିବା ନେଇ ଦାବି କରି ଆସୁଛି ଏନ୍‌ସି।

ସୂଚନାଯୋଗ୍ୟ, ପୂର୍ବରୁ ପଞ୍ଜାବରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ଓ ପଶ୍ଚିମବଙ୍ଗରେ ତୃଣମୁଳ କଂଗ୍ରେସ (ଟିଏମ୍‌ସି) ଏକାକୀ ଲଢ଼ିବାକୁ ନିଷ୍ପତ୍ତି ନେଇ ଇଣ୍ଡିଆ ମେଣ୍ଟକୁ ଝଟ୍‌କା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri