ଗାଁରେ ଲାଗିଥିଲା ଡିଜେ ସାଉଣ୍ଡ ସିଷ୍ଟମ: ରାତି ଅଧରେ ଦୁର୍ବୃତ୍ତ ଲଗାଇଲେ ନିଆଁ

ବଡବିଲ ୧୭।୨: କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଭଦ୍ରାସାହି ପଞ୍ଚାୟତ ଟୋଣ୍ଟ ଗ୍ରାମରେ ଡିଜେ ସାଉଣ୍ଡ ସିଷ୍ଟମରେ ନିଆଁ ଲଗାଇଲେ ଦୁର୍ବୃତ୍ତ। ମାଘ ପର୍ବ ପାଳନ ଅବସରରେ ଏହି ଡିଜେ ସାଉଣ୍ଡ ସିଷ୍ଟମ ଲାଗିଥିଲା। ଯାହାକୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡି ଦେଇଥିଲେ। ଏ ନେଇ ବଡ଼ବିଲ ଥାନାରେ ଅଭିଯୋଗ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

ପିକନିକ୍ ହେଲା କାଳ, ସୀତାକୁଣ୍ଡରେ ବୁଡ଼ି ୨ ପର୍ଯ୍ୟଟକଙ୍କ ମୃତ୍ୟୁ

ବାରିପଦା,୨୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶାମାଖୁଂଟା ବ୍ଲକ ଶିମିଳିପାଳ ପାଦଦେଶ ସୀତାକୁଣ୍ଡରେ ବୁଡ଼ିଗଲେ ୨ ପର୍ଯ୍ୟଟକ । ତେବେ ବର୍ତ୍ତମାନ ସେମାନଙ୍କର ମୃତଦେହ ଉଦ୍ଧାର...

ଓମ୍‌ସାର ଆନ୍ଦୋଳନ: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

କାନ୍ଦି କାନ୍ଦି ପୋଲିସ ଷ୍ଟେଶନ ପହଞ୍ଚିଲା ୩ ବର୍ଷର ଶିଶୁ, କହିଲା କେମିତି ହୋମ ଓ୍ବାର୍କ କରିବି ଅଙ୍କଲ…

ରାଜାପୁର,୨୬।୧୨: ମଧ୍ୟପ୍ରଦେଶ ଶୁଜାପୁର ଜିଲାରେ ଏକ ଆକର୍ଷଣୀୟ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଚେରି ନାମକ ଜଣେ ୩ ବର୍ଷୀୟ ସ୍କୁଲ ଛାତ୍ରୀ ତାଙ୍କ ସ୍କୁଲ...

ବିଜେଡି ପ୍ରତିଷ୍ଠା ଦିବସରେ ଏକତାର ମନ୍ତ୍ର ଦେଲେ ପ୍ରଫୁଲ୍ଲ ଘଡ଼େଇ, କହିଲେ ନବୀନ ପଟ୍ଟନାୟକଙ୍କୁ…

ଭୁବନେଶ୍ୱର,୨୬।୧୨:  ଆଜି ବିଜୁ ଜନତା ଦଳ ୨୯ତମ ପ୍ରତିଷ୍ଠା ଦିବସ ପାଳୁଛି ।  ପ୍ରତିଷ୍ଠା ଦିବସ ପାଇଁ ଶଙ୍ଖ ଭବନ ସଜେଇ ହୋଇଥିବା ବେଳେ ନବୀନ...

ବସ୍‌ କାଚ ଭାଙ୍ଗି ଜାଳିଦେଲେ …

ରାଉରକେଲା,୨୬।୧୨: ସୁନ୍ଦରଗଡ଼ ଜିଲା ଟାଙ୍ଗାରପାଲି ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କେତେକ ଦୁର୍ୱୃତ୍ତ ଏକ ଯାତ୍ରୀବାହୀ ବସ୍‌ର କାଚ ଭାଙ୍ଗି ଜାଳି...

୭ ଦଫା ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲା କୃଷକ ସଙ୍ଗଠନ: ପଦ୍ମପୁର ବନ୍ଦ ଡାକରା

ପଦ୍ମପୁର,୨୬।୧୨(ପ୍ରଦୀପ୍ତ ଦାଶ):ଚଳିତ ବର୍ଷ ରାଜ୍ୟ ସରକାରଙ୍କ ଧାନ ସଂଗ୍ରହ ନୀତି ବାଟବଣା ହୋଇଯାଇଛି। ଡବଲ ଇଞ୍ଜିନ ଲୋକଙ୍କ ସରକାର କହି କହି କେବଳ ବାହାସ୍ଫୋଟ ମାରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri