Odisha Elections 2024

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ

ଢେଙ୍କାନାଳ,୧୯।୨(ରତନ ନାୟର): କଂଗ୍ରେସ ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ। ତାଙ୍କ ସହିତ ପୂର୍ବତନ ଜିଲା କଂଗ୍ରେସ ସଭାପତି ସରୋଜ ପଟ୍ଟନାୟକ, ଟାଉନ ସଭାପତି ହାଇଦର ମହମ୍ମଦ, ଓଡ଼ାପଡ଼ା ବ୍ଲକ ସଭାପତି ପ୍ରମୋଦ କୁମାର ନାୟକ, ସଦର ବ୍ଲକ୍ ସଭାପତି ଅଖିଳ ମୋହନ ଖୁଣ୍ଟିଆ ସୋମବାର ଇସ୍ତଫା ଦେଇଛନ୍ତି।

ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ନିଜର ଇସ୍ତଫା ପତ୍ର ପଠାଇଥିବା ଖବରଦାତା ସମ୍ମିଳନୀ ରେ ସୂଚନା ଦେଇଛନ୍ତି। ନବୀନ ଚନ୍ଦ୍ର ନାରାୟଣ ଦାସ ୧୯୯୫ ରୁ ୨୦୦୦ ପର୍ଯ୍ୟନ୍ତ ତତକାଳୀନ କଂଗ୍ରେସ ସରକାରରେ ପଞ୍ଚାୟତ ରାଜ, ବାଣିଜ୍ୟ ଓ ପରିବହନ ଏବଂ ଗଣଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାଡ଼ିରେ ଠିଆ ହୋଇ ମତଦାନ କଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବାଧାଡ଼ି ଲାଗିଛି।...

ନୟାଗଡ଼ର ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ, ବୁଥ୍‌ରେ ଚାପା ଉତ୍ତେଜନା

ନୟାଗଡ଼,୨୦ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଦଶପଲ୍ଲା ନିର୍ବାଚନ ମଣ୍ଡଳୀରେ ଭୋଟ ଚାଲୁ ରହିଥିବା ବେଳେ ଅଧିକାଂଶ ସ୍ଥାନରେ ଇଭିଏମ୍‌ ଅଚଳ ଥିବା ଦେଖିବାକୁ ମିଳୁଛି। ନୂଆଗାଁ...

ଟିଟିଲାଗଡ଼ରେ ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଟିଟିଲାଗଡ଼,୨୦ା୫: ବଲାଙ୍ଗୀର ଜିଲା ଟିଟିଲାଗଡ଼ର ୧୯୧ ନଂ ବୁଥ୍‌ରେ ଇଭିଏମ୍‌ ଅଚଳ ହେବାରୁ ମତଦାନରେ ବିଳମ୍ବ ହୋଇଛି। ୭ଟାରେ ବୁଥ୍‌ ଖୋଲିବା ପରେ ଭୋଟରମାନେ ଲମ୍ବା...

ପୁରୀରେ ରୋଡ୍‌ ଶୋ’ କଲେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ପୁରୀରେ ପହଞ୍ଚି ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଏହା ପରେ ପ୍ରଧାନମନ୍ତ୍ରୀ ବଡ଼ଦାଣ୍ଡରୁ ରୋଡ୍‌...

Video: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦେଖନ୍ତୁ ଭିଡିଓ

ପୁରୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ ପରେ ପ୍ରଧାନମନ୍ତ୍ରୀ ପୁରୀରେ ରୋଡ୍‌ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ବାଇଶି...

ଗଛରେ ପିଟିହେଲା ନଡ଼ିଆ ବୋଝେଇ ଟ୍ରକ୍‌: ଡ୍ରାଇଭରଙ୍କ ଜୀବନ ଗଲା, ହେଲପର ଗୁରୁତର

ପଟାଙ୍ଗି,୨୦ା୫(ଶରତ ଧଳ): ଭାରସାମ୍ୟ ହରାଇ ଏକ ନଡ଼ିଆ ବୋଝେଇ ମିନି ଟ୍ରକ୍‌ ଗଛରେ ପିଟି ହେବାରୁ ଘଟଣାସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ତାଙ୍କ ବାମ ଗୋଡ଼...

ମୋଦି ଯେତେ ଓଡ଼ିଶା ଆସିବେ କଂଗ୍ରେସ ସେତିକି ବଢ଼ିବ: ଅଜୟ

ଭୁବନେଶ୍ୱର,୨୦।୫(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ୨ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ତେବେ ତାଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ମୋଦିଙ୍କୁ ବହୁ...

ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍‌ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri