ମସ୍କଙ୍କୁ ନିଜ ନାଁ ବଦଳାଇବାକୁ ପରାମର୍ଶ ଦେଲେ ଏହି କୋଟିପତି, ଜାଣନ୍ତୁ କାହିଁକି…

ନୁୟର୍କ,୧୯।୨: ୱାନପ୍ଲସର ସହ-ପ୍ରତିଷ୍ଠାତା ତଥା ନଥିଙ୍ଗ୍‌ର ସିଇଓ କାର୍ଲ ପେଇ ଟେସଲା ସିଇଓ ଏଲନ ମସ୍କଙ୍କୁ ପରାମର୍ଶ ଦେଇଛନ୍ତି। କାର୍ଲ ପେ ଏକ ଟୁଇଟ୍‌ରେ କହିଛନ୍ତି ଯେ, ଯଦି ମସ୍କ ଭାରତରେ ଟେସଲା କାରଖାନା ସ୍ଥାପନ କରିବାକୁ ଚାହୁଁଛନ୍ତି, ତେବେ ସେ ତାଙ୍କ ୟୁଜର ନାଁକୁ ଏଲନ ଭାଇରେ ପରିବର୍ତ୍ତନ କରିବା ଉଚିତ୍‌। ଏହି ପରାମର୍ଶ ନଥିଙ୍ଗ୍‌ର ଏକ ପ୍ରଚାର ଅଭିଯାନର ଏକ ଅଂଶ । ଏଥିରେ ୟୁଜର୍ସଙ୍କୁ ନିଜର ୟୁଜର ନାଁରେ ‘ଭାଇ’ ଯୋଡିବାକୁ ଉତ୍ସାହିତ କରାଯାଉଛି। ପେଇ ନିଜେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ତାଙ୍କ ନାମ ‘କାର୍ଲ ଭାଇ’ ରେ ପରିବର୍ତ୍ତନ କରିଛନ୍ତି। ପେଇର ଏହି ଟୁଇଟ ଦ୍ରୁତ ଗତିରେ ଭାଇରାଲ ହୋଇଛି। ବହୁ ସଂଖ୍ୟକ ପ୍ରତିକ୍ରିୟା ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

ନ୍ୟୁଜିଲାଣ୍ଡ ସିରିଜ୍‌ ଖେଳିବା ଆଶାରେ ଶ୍ରେୟସ

ବେଙ୍ଗାଲୁରୁ,୨୬।୧୨:ଭାରତର ଦିନିକିଆ ଉପ ଅଧିନାୟକ ଶ୍ରେୟସ ଆୟାର ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ସିରିଜ୍‌ରେ ଆହତ ହେବା ପରେ ପ୍ରଥମ ଥର ପାଇଁ ବ୍ୟାଟିଂ ଅଭ୍ୟାସ କରିଛନ୍ତି।...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ପ୍ରଧାନମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କରିବେ ଓଡ଼ିଆ ଝିଅ ପ୍ରିୟାଂଶୀ

ଗଞ୍ଜାମ,୨୬ା୧୨(ବିଦ୍ୟାଧର ସାହୁ): ବିକଶିତ ଭାରତ ୟଙ୍ଗ୍‌ ଲିଡରସ ଡାଏଲଗ ୨୦୨୬ର ଷ୍ଟେଟ୍‌ ଚାମ୍ପିଅନ ଭାବେ ଗଞ୍ଜାମ ଜିଲା ହୁମା ଗ୍ରାମର ଓଡ଼ିଆ ଝିଅ ପ୍ରିୟାଂଶୀ ବିଶ୍ୱାଳ...

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରୁ ଆସୁଛି ଧାନ

ଯାଜପୁର,୨୬ା୧୨(ହର୍ଷବର୍ଦ୍ଧନ ବେହେରା): ଖରିଫ ଧାନ ସଂଗ୍ରହ କାର୍ଯ୍ୟକୁ ଆଉ ମାତ୍ର ୨ ସପ୍ତାହ ବାକି ରହିଥିବାବେଳେ ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ନିକଟବର୍ତ୍ତୀ ଜିଲାଗୁଡ଼ିକରୁ ଯାଜପୁର ଜିଲାକୁ...

ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି…

ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri