କ୍ୟାନସର ହସ୍ପିଟାଲ ପରେ ବରଗଡ଼ରେ ମେଡ଼ିକାଲ କଲେଜ ସ୍ଥାପନ ପାଇଁ ପ୍ରକ୍ରିୟା ଆରମ୍ଭ

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ): କ୍ୟାନସର ହସ୍ପିଟାଲ ପରେ ବରଗଡ଼ରେ ଏକ ମେଡ଼ିକାଲ କଲେଜ ସ୍ଥାପନ ପାଇଁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଥିବା ସୂଚନା ମିଳିଛି।

ସୂଚନା ଅନୁଯାୟୀ, ଜିଲାର ଭଟଲି ତହସିଲ ଅନ୍ତର୍ଗତ ଟୁକୁର୍ଲା ମୌଜାରେ ରହିଥିବା ୫ଏକର ଜମିରେ ଏହି ମେଡ଼ିକାଲ କଲେଜ ସ୍ଥାପନ ହେବ । ଏଥିପାଇଁ ଜାଗା ଚିହ୍ନଟ ହୋଇଥିବା ବେଳେ ସ୍ବାସ୍ଥ୍ୟ ବିଭାଗକୁ ଚିହ୍ନିତ ଜମି ହସ୍ତାନ୍ତର ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି କ୍ରମରେ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଡେପୁଟି କଲେକ୍ଟର(ରାଜସ୍ବ ବିଭାଗ) ପତ୍ରସଂଖ୍ୟା-୨୯୭୪ତା-୧୯।୨।୨୦୨୪ରେ ଭଟଲି ତହସିଲଦାରଙ୍କୁ ବିହିତ ପଦକ୍ଷେପ ନେବା ପାଇଁ ଚିଠିରେ ଲେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ଏକ ଦେଶ ଯେଉଁଠି ଲୋକଙ୍କୁ ଦେବାକୁ ପଡେ ନାହିଁ ଇନକମ ଟ୍ୟାକ୍ସ, ଏସବୁ ମିଳେ ମାଗଣାରେ

ବନ୍ଦର ସେରି ବେଗାୱାନ,୮।୧୨: COVID-19 ମହାମାରୀ ପ୍ରାୟ ପ୍ରତ୍ୟେକ ଦେଶର ଅର୍ଥନୀତିକୁ ଏକ ଗମ୍ଭୀର ଆଘାତ ଦେଇଥିଲା। ଅନେକ ଦେଶରେ ସରକାର ଖର୍ଚ୍ଚ ବୃଦ୍ଧି କରିବାକୁ,...

ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି,୮ା୧୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ ସୁନା ବିସ୍କୁଟ ପ୍ରଲୋଭନ ଦେଖାଇ ପୁରୀର ଜଣେ ବ୍ୟକ୍ତିଙ୍କ ଠାରୁ ୪ ଲକ୍ଷ ଟଙ୍କାର...

ଟ୍ରମ୍ପଙ୍କୁ ନେଇ ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀଙ୍କ ବଡ଼ ଘୋଷଣା

ହାଇଦ୍ରାବାଦ,୮।୧୨: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେଭନ୍ତ ରେଡ୍ଡୀ ହାଇଦ୍ରାବାଦର ଏକ ରାସ୍ତାକୁ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ନାମିତ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି...

କେନାଲ ଭିତରକୁ ପଶିଗଲା କାର୍‌

ପରଜଙ୍ଗ,୮ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନାଠାରୁ ଅଳ୍ପ ଦୂର ପରଜଙ୍ଗ ବଜାର ଦେଇ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାର ପରଜଙ୍ଗ ଶାଖା କେନାଲ ଭିତରକୁ...

ଗୌତମ ଗମ୍ଭୀରଙ୍କୁ ନେଇ ଚାଞ୍ଚଲ୍ୟକର କଥା କହିଦେଲେ ରବି ଶାସ୍ତ୍ରୀ: ପରାଜୟ ପାଇଁ କେବଳ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର ମୁଖ୍ୟ କୋଚ ଗୌତମ ଗମ୍ଭୀର ଆଜିକାଲି ସମାଲୋଚନାର ଶିକାର ହେଉଛନ୍ତି। ଗତବର୍ଷ ଜୁଲାଇରେ କୋଚ ହେବା ପରେ ସେ ଦଳକୁ ଚାମ୍ପିଅନ୍ସ...

ପୁଣି ଖୁସିଖବର ଦେଲେ ସୀମା ହାଇଦର: ବଢୁଛି ଚର୍ଚ୍ଚା

ଲକ୍ଷ୍ନୌ,୮।୧୨: ପାକିସ୍ତାନରୁ ପ୍ରବାସୀ ସୀମା ହାଇଦର ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ସୀମା ହାଇଦର ଏବେ ପୁଣି ଥରେ ଗର୍ଭବତୀ ଏବଂ ଷଷ୍ଠ ଥର ପାଇଁ...

ଫାଟୁଆ ରୋଗ ପାଇଁ ଆଗୁଆ ପ୍ରତିଷେଧକ, ୩୭ ହଜାର ଗୋରୁଙ୍କୁ ଟିକାକରଣ ଲକ୍ଷ୍ୟ

ଦାରିଙ୍ଗବାଡ଼ି,୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ରହିଥିବା ୨୫ ଟି ପଞ୍ଚାୟତରେ ଗାଈ ଓ ବଳଦଙ୍କ ପାଇଁ ଅଣ୍ଟା ଭଡ଼ିଛି ମତ୍ସ୍ୟ ଓ...

ନେଟ୍‌ ପ୍ରାକ୍ଟିସ ପାଇଁ ବାରବାଟୀ ଯିବେ ଦୁଇ ଦଳ: ଜାଣନ୍ତୁ କେତେବେଳେ…

ଭୁବନେଶ୍ୱର, ୭ା୧୨(ଅନାଦି କର): ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏଥିଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri