ପଶ୍ଚିମ ଓଡ଼ିଶା ଲୋକଙ୍କ ପାଇଁ ଖୁସିଖବର: ଆସ୍ଥା ସ୍ବତନ୍ତ୍ର ଟ୍ରେନର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର, ଅଯୋଧ୍ୟାକୁ….

ସମ୍ବଲପୁର,୨୦।୨: କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ସମ୍ବଲପୁର ଗସ୍ତରେ ଯାଇଛନ୍ତି। ସକାଳେ ପ୍ରଥମେ ସେ ସମ୍ବଲପୁର ରେଳ ଷ୍ଟେଶନରେ ସମ୍ବଲପୁର-ଦର୍ଶନ ନଗର-ସମ୍ବଲପୁର ଆସ୍ଥା ସ୍ବତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ୍‌ ଯୋଗେ ପଶ୍ଚିମ ଓଡ଼ିଶା ଲୋକେ ଅଯୋଧ୍ୟା ଯାଇ ଶ୍ରୀରାମଙ୍କୁ ଦର୍ଶନ କରିପାରିବେ।
ସେହିପରି ସମ୍ବଲପୁର ବୈଦିକ ଆର୍ନ୍ତଜାତିକ ସ୍କୁଲରେ ରୋବୋଟିକ ସେଣ୍ଟରର ଲୋକାର୍ପଣ କରିବେ। ଏହା ସହ ମଝିପାଲିଠାରେ ଓ ପ୍ରଥମ ସ୍କିଲ ଇଣ୍ଡିଆ ସେଣ୍ଟରର ଉଦ୍‌ଘାଟନ କରିବେ କେନ୍ଦ୍ରମନ୍ତ୍ରୀ। ପରେ ସମ୍ବଲପୁର ପିଏମଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରୁ ଭିଡିଓ କନଫରେନସିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍‌ଘାଟନ ଓ ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଡ଼ି ହେବେ। ପରେ ଡାକ ବିଭାଗ ପକ୍ଷରୁ ସନ୍ଥକବି ଭୀମଭୋଇ, ସ୍ବଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓ ସାଂସ୍କୃତିକ ଐତିହ୍ୟ ଉପରେ ୬ଟି ଡାକ ଟିକେଟ ଉନ୍ମୋଚିତ ହେବ। ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲାର ୪୨ଟି ଡାକଘରର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri