Posted inଖେଳ

‘ପାକିସ୍ତାନ କ୍ରିକେଟକୁ ବର୍‌ବାଦ କରିଛନ୍ତି ବାବର’

ଇସଲାମାବାଦ,୨୧।୨: ପାକିସ୍ତାନ କ୍ରିକେଟକୁ ବରବାଦ କରିଛନ୍ତି ପୂର୍ବତନ ଅଧିନାୟକ ତଥା ବ୍ୟାଟ୍ସମ୍ୟାନ୍‌ ବାବର ଆଜମ। ଯେବେ ସେ ଅଧିନାୟକ ଥିଲେ, ସେତେବେଳେ ଏକ ନିଷ୍ପତ୍ତି ନେଇଥିଲେ, ଯାହାର ପରିଣାମ ଦଳ ଉପରେ ପଡ଼ିଥିଲା। ଏସିଆ କପ୍‌ ଏବଂ ଭାରତରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପ୍‌ରେ ଦଳର ନାକ କଟିଥିଲା। ଏଭଳି କିଛି ଅଭିଯୋଗ କରିଛନ୍ତି ପାକିସ୍ତାନ କ୍ରିକେଟର ପ୍ରୋଫେସର ଅର୍ଥାତ ମହମ୍ମଦ ହଫିଜ୍‌।

ଏକ ଟେଲିଭିଜନ ଶୋ’ରେ ମହମ୍ମଦ ହଫିଜ୍‌ କହିଛନ୍ତି ଯେ, ମିକି ଆର୍ଥରଙ୍କ ସହ ମିଶି ବାବର ପାକିସ୍ତାନ ଟିମ୍‌ରେ ଫିଟ୍‌ନେସ୍‌ କଲ୍ଚରକୁ ନଷ୍ଟ କରିଥିଲେ। ଦଳରେ ରହିବାକୁ ଏବଂ ସାମିଲ ହେବାକୁ କୌଣସି ବି ଖେଳାଳିଙ୍କର ଫିଟ୍‌ନେସ୍‌ ଟେଷ୍ଟ ହେଉ ନ ଥିଲା। କାରଣ ସେମାନେ ଫିଟ୍‌ନେସ୍‌କୁ ଗୁରୁତ୍ୱ ଦେଉ ନ ଥିଲେ। ଏପରିକି ଦଳର ଯେଉଁ ଖେଳାଳି ଯେମିତି ଇଚ୍ଛା ସେମିତି ଖେଳିପାରିବେ ବୋଲି କହିଥିଲେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁକ୍ରବାର ସମ୍ବଲପୁର ବନ୍ଦକୁ ସମର୍ଥନ କରି ଶତାଧିକ ଚାଷୀଙ୍କ ବାଇକ୍‌ ରାଲି

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ଖରିଫ ଧାନ ବିକ୍ରି ପାଇଁ ଟୋକନ ବଣ୍ଟନ ସମସ୍ୟା ବିରୋଧରେ ଚାଷୀ ସଂଗଠନ ପକ୍ଷରୁ ଶୁକ୍ରବାର ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ସମ୍ବଲପୁର...

ଦାଦନ ଖଟିବାକୁ ଯାଇ ଫସିଲେ ୯ ଯୁବକ, ପାଖରେ ଟଙ୍କା ନାହିଁ କି କାମ ନାହିଁ, ଭିଡିଓ କରି କହିଲେ…

ରାୟଗଡ଼ା,୧୮ା୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଖଣିଜ ସମ୍ପଦ ଭରା କାଶୀପୁର ବ୍ଲକରେ ବକ୍ସାଇଟ ପାଇଁ ବିଶ୍ବ ପରିଚିତ ଉତ୍କଳ ଆଲୁମିନା ଭଳି କମ୍ପାନୀ ରହିଛି।...

କଟନି ଛଟନି ବନ୍ଦ କରିବାକୁ ପରାମର୍ଶ ଦେଲେ ମନ୍ତ୍ରୀ, କହିଲେ ଚାଷୀମାନେ କେବଳ ମଣ୍ଡିରେ ଧାନ ଦିଅନ୍ତୁ

ବୁଗୁଡ଼ା ୧୮/୧୨/(କାଳିଚରଣ ଦାଶ):  ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ...

ଅନ୍ୟ ଧର୍ମର ହୋଇଥିବାରୁ ଶବ ପଡିରହିଲା ୩୨ ଘଣ୍ଟା: ଆଉ ତା’ପରେ…

ପାଟଣା,୧୮।୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ବାଇଦ ବାଜା ଗାଁ ରେ ରୋଗାକ୍ରାନ୍ତ ମକୁରୁ ମୁଣ୍ଡାଙ୍କ ମୃତ୍ୟୁ ପରେ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା।...

DMK ଉପରେ ବର୍ଷିଲେ ବିଜୟ, ଉଠାଇଲେ ଅନେକ ପ୍ରଶ୍ନ

ଅମରାବତୀ,୧୮।୧୨: ଅଭିନେତାରୁ ରାଜନେତା ହୋଇଥିବା ବିଜୟ ଗୁରୁବାର ତାମିଲନାଡୁର ଇରୋଡ ଜିଲାରେ ଏକ ରାଲିକୁ ସମ୍ବୋଧିତ କରିଥିଲେ। ସେପ୍ଟେମ୍ବର ୨୭ରେ କରୁରରେ ତାଙ୍କ ରାଲିରେ ଦଳାଚକଟା...

ମେସିଙ୍କୁ ବଡ଼ ଗିଫ୍ଟ ଦେଲେ ଅନନ୍ତ ଅମ୍ବାନୀ: ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସି ଜାମନଗରର ବନତାରା ବନ୍ୟପ୍ରାଣୀ ସଂରକ୍ଷଣ କେନ୍ଦ୍ର ପରିଦର୍ଶନ କରିଥିଲେ। ମେସି ଅନନ୍ତ ଅମ୍ବାନୀଙ୍କ ଦ୍ୱାରା ପ୍ରତିଷ୍ଠିତ କେନ୍ଦ୍ରରେ ପାରମ୍ପରିକ ରୀତିନୀତିରେ...

Stokes-Archer Fight VIDEO: ବେନ୍ ଷ୍ଟୋକ୍ସ ଏବଂ ଜୋଫ୍ରା ଆର୍ଚରଙ୍କ ମଧ୍ୟରେ କାହିଁକି ହେଲା ଝଗଡ଼ା?

ନୂଆଦିଲ୍ଲୀ,୧୮।୧୨: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ଆସେସ୍ ଟେଷ୍ଟରେ ଇଂଲଣ୍ଡର ଖରାପ ପ୍ରଦର୍ଶନର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । ସେଥିପାଇଁ ଇଂଲଣ୍ଡ ଅଧିନାୟକ ଏବଂ ଖେଳାଳିମାନେ...

ପାଣି ତଳେ ମହଲ: ୫୦୦ ବର୍ଷ ପରେ ଆଜିବି ରହସ୍ୟମୟ ଏହି ଐତିହ୍ୟ ସ୍ଥାନ

ମଧ୍ୟପ୍ରଦେଶର ସୁନ୍ଦର ଏବଂ ଐତିହାସିକ ସହର ମାଣ୍ଡୁରେ ଏକ ଐତିହ୍ୟ ସ୍ଥାନ ଅଛି, ଯାହା ପ୍ରଥମ ନଜରରେ ଏକ ପୋଖରୀ ପରି ଦେଖାଯାଏ। କିନ୍ତୁ ପ୍ରକୃତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri