Posted inଜାତୀୟ

ୟୁଟ୍ୟୁବ ଦେଖି ଘରେ ସ୍ତ୍ରୀଙ୍କ ପ୍ରସବ କରାଉଥିଲେ ସ୍ବାମୀ, ତା’ପରେ ଯାହା ଘଟିଲା…

ଚେନ୍ନାଇ,୨୨।୨: ତାମିଲନାଡୁର ତିରୁପୁରରେ ପ୍ରସବ ସମୟରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ୟୁଟ୍ୟୁବରେ ଏକ ଭିଡିଓ ଦେଖିବା ପରେ ମହିଳାଙ୍କ ସ୍ବାମୀ ଘରେ ପ୍ରସବ କରିବାକୁ ଚେଷ୍ଟା କରିଥିଲେ। ଏଥିରେ ସ୍ବାମୀ ସଫଳ ହୋଇନଥିଲେ ଏବଂ ଅତ୍ୟଧିକ ରକ୍ତସ୍ରାବ ହେତୁ ପତ୍ନୀଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଏହି ଘଟଣା ପରେ ପରିବାରରେ ସୁଖ ବଦଳରେ ଶୋକ ଖେଳିଯାଇଥିଲା। ଚିକିତ୍ସା ସହାୟତା ନ ନେବା ଏବଂ ପତ୍ନୀଙ୍କ ମୃତ୍ୟୁ ପାଇଁ ଦାୟୀ ବୋଲି ପୋଲିସ ସ୍ବାମୀ ଏବଂ ଅନ୍ୟ ଦୁଇ ଜଣଙ୍କୁ ଗିରଫ କରିଛି। ଏହା ମଧ୍ୟ ସାମ୍ନାକୁ ଆସିଛି ଯେ ପତ୍ନୀ ଗର୍ଭବତୀ ହେବା ପରେ ଏହି ଦମ୍ପତି ଆରମ୍ଭରୁ ୟୁଟ୍ୟୁବରୁ ସାହାଯ୍ୟ ନେଉଥିଲେ।

ଜଣେ ସୁସ୍ଥ ଶିଶୁପୁତ୍ର ଜନ୍ମ କରିବା ପରେ ୨୮ ବର୍ଷୀୟା ମହିଳା ପ୍ରାଣ ହରାଇଛନ୍ତି। ପ୍ରସବ ପରେ ମା ଓ ଶିଶୁକୁ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା, କିନ୍ତୁ ଦୁର୍ଭାଗ୍ୟବଶତଃ ଡାକ୍ତରମାନେ ମା’ଙ୍କୁ ଅତ୍ୟଧିକ ରକ୍ତସ୍ରାବ ହେତୁ ମୃତ ଘୋଷଣା କରିଥିଲେ। ମୃତ ଗର୍ଭବତୀ ମହିଳାଙ୍କ ବାପାଙ୍କ ଅଭିଯୋଗ ଉପରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପୋଲିସର ସୂଚନାନୁସାରେ, ତିରୁପୁର ଦମ୍ପତି ଆରମ୍ଭରୁ ଡାକ୍ତରୀ ପରାମର୍ଶ ବଦଳରେ ୟୁଟ୍ୟୁବରୁ ସାହାଯ୍ୟ ନେଉଥିଲେ। ମହିଳାଙ୍କ ପ୍ରସବ ସମୟରେ ସ୍ବାମୀ ଭାବିଥିଲେ ଯେ ଭିଡିଓ ଦେଖି ସେ ନିରାପଦରେ ଡେଲିଭରୀ କରିପାରିବେ, କିନ୍ତୁ ସେ ଏଥିରେ ସଫଳ ହୋଇନଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍‌ କଲା ଇଭିଏମ୍‌, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି...

କଳିଯୁଗର ପୁଅ: ନିଜ ବାପାଙ୍କୁ ହତ୍ୟା କରିବାକୁ ଦେଇଥିଲେ ୫ ଲକ୍ଷ ଟଙ୍କା ସୁପାରି, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ଜଣେ ଅବସରପ୍ରାପ୍ତ ଭାରତୀୟ ବାୟୁସେନା (IAF) ଅଧିକାରୀଙ୍କ ଗୁଳିମାଡ଼ ଘଟଣାରେ ଗାଜିଆବାଦ ପୋଲିସ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି। ପୋଲିସ ଦାବି କରିଛି ଯେ...

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ...

ନୂଆବର୍ଷରେ ପ୍ରେମିକଙ୍କୁ ଘରକୁ ଡାକିଲେ ପ୍ରେମିକା, ଶାରୀରିକ ସମ୍ପର୍କ ରଖି ସାରିବା ପରେ କାଟିଦେଲେ ପ୍ରାଇଭେଟ୍‌ ପାର୍ଟ, କାରଣ ଜାଣିଲେ…

ମୁମ୍ବାଇ,୨।୧: ନୂଆବର୍ଷ ଦିନ ମୁମ୍ବାଇର ସାନ୍ତାକ୍ରୁଜରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଜଣେ ୨୫ ବର୍ଷୀୟ ମହିଳା ତାଙ୍କ ପ୍ରେମିକଙ୍କୁ ନୂଆବର୍ଷ ପାଇଁ ଘରକୁ ନିମନ୍ତ୍ରଣ...

ରାଜ୍ୟସ୍ତରୀୟ ଧନୁଯାତ୍ରା କୁଇଜ୍‌ ପ୍ରତିଯୋଗିତା: ପ୍ରଥମ ସ୍ଥାନରେ…

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା ଐତିହ୍ୟ ଓ ପରମ୍ପରାକୁ ବର୍ତ୍ତମାନର ଛାତ୍ରୀଛାତ୍ରମାନଙ୍କୁ ଅବଗତ କରାଇବା ପାଇଁ ସ୍ଥାନୀୟ ଲେଙ୍ଗୁମିଶ୍ର ଷ୍ଟାଡିୟମରେ ଆୟୋଜିତ ହସ୍ତତନ୍ତ ମେଳା...

‘ବିହାରରେ ୨୫ ହଜାରରେ ମିଳିଯିବେ ଝିଅ’, ବିବାଦୀୟ ବୟାନ ଦେଇ ଚର୍ଚ୍ଚାରେ ମନ୍ତ୍ରୀ ରେଖା ଆର୍ଯ୍ୟାଙ୍କ ସ୍ବାମୀ

ଡେରାଡୁନ,୨।୧: ଉତ୍ତରାଖଣ୍ଡର ମହିଳା ସଶକ୍ତିକରଣ ମନ୍ତ୍ରୀ ରେଖା ଆର୍ଯ୍ୟଙ୍କ ସ୍ବାମୀ ଗିରଧାରୀ ଲାଲ ସାହୁଙ୍କ ଏକ ବୟାନ ବର୍ତ୍ତମାନ ଉତ୍ତରାଖଣ୍ଡରେ ରାଜନୈତିକ ଝଡ଼ ସୃଷ୍ଟି କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri