Odisha Elections 2024

ରାକୁଲ-ଜ୍ୟାକିଙ୍କୁ ବିବାହର ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ବିବାହ କରିଥିବା ବଲିଉଡ ଅଭିନେତ୍ରୀ ରାକୁଲ ପ୍ରୀତ ସିଂ ଏବଂ ଜ୍ୟାକି ଭାଗନାନୀଙ୍କୁ ସେମାନଙ୍କ ବିବାହ ଅଭିନନ୍ଦନ ଜଣାଇଛନ୍ତି। ସେହି ପୋଷ୍ଟଟି ବହୁତ ଭାଇରାଲ ହେବାରେ ଲାଗିଛି।

ଆଇଏଏନଏସ୍‌ର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଚିଠିକୁ ଶେୟାର କରାଯାଇଛି। ଏହାର କ୍ୟାପଶନରେ ଲେଖା ଅଛି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବ ବିବାହିତ ଦମ୍ପତି ଜ୍ୟାକି ଭାଗନାନୀ ଏବଂ ରାକୁଲ ପ୍ରୀତ ସିଂଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ ଏକ ଲମ୍ବା ଚିଠି ମଧ୍ୟ ଶେୟାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସିସୋଡିଆଙ୍କୁ ବଡ଼ ଝଟ୍‌କା; ଇଡି-ସିବିଆଇ ମାମଲାରେ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୨୧।୫: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ଅର୍ଥ ହେରଫେର ମାମଲାରେ ଆମ୍‌ ଆଦମୀ ପାର୍ଟୀ ନେତା ମନୀଷ ସିସୋଡିଆଙ୍କୁ ବଡ଼ ଝଟ୍‌କା ଲାଗିଛି। ଉଭୟ...

କେନ୍ଦୁଝରରେ ଅମିତ ଶାହା ଦେଲେ ବଡ଼ ବୟାନ 

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମଙ୍ଗଳବାର କେନ୍ଦୁଝର ଜିଲା ଗସ୍ତରେ ଆସି ଭାଜପା ଲୋକ ସଭା ପ୍ରାର୍ଥୀ ଅନନ୍ତ ନାୟକ...

‘ଆଏ ହାଏ, ଓଏ ହୋଏ..ବଦୋ ବଦି’ ଗାଇଥିବା ଗାୟକଜଣଙ୍କ କିଏ? ଯାହାଙ୍କୁ ମିଳିଥିଲା ୨୮ ବିବାହ ପ୍ରସ୍ତାବ, ସେଲିବ୍ରିଟିଙ୍କ ଭଳି ଯିଏ ବଦଳାଇଛନ୍ତି ନାମ…

ବମ୍ବେ: ବର୍ତ୍ତମାନ ସମୟରେ ସୋସିଆଲ ମିଡିଆରେ ଟ୍ରେଣ୍ଡ ପାଲଟିଛି ଏକ ଗୀତ ‘ଆଏ ହାଏ, ଓଏ ହୋଏ, ବଦୋ ବଦି…’। ପ୍ରାୟ ସମସ୍ତଙ୍କ ମୁହଁରେ ଏହି...

ଓଡିଶା ଆସୁଛନ୍ତି ରାମ, ଏହିଠି କରିବେ ନିର୍ବାଚନୀ ପ୍ରଚାର

ଭୁବନେଶ୍ୱର,୨୧।୫: ଓଡିଶାକୁ ଜାରି ରହିଛି କେନ୍ଦ୍ର ନେତାଙ୍କ ମାରାଥନ ଗସ୍ତ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ସୋମବାର ସରିଥିବାବେଳେ କେନ୍ଦ୍ର ନେତାଙ୍କ ଘନଘନ ଓଡ଼ିଶା...

ମତଦାନ କେନ୍ଦ୍ରରୁ ମିଳିଲା ପୋଲିଂ ବୁଥ ଏଜେଣ୍ଟଙ୍କ ମୃତଦେହ

ମୁମ୍ବାଇ,୨୧।୫: ମୁମ୍ବାଇ ୱର୍ଲି ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଏକ ମତଦାନ ବୁଥ ଟଏଲେଟରୁ ଜଣେ ପୋଲିଂ ଏଜେଣ୍ଟଙ୍କ ମୃତଦେହ ପୋଲିସ ଜବତ...

ରାହୁଲଙ୍କୁ ଝଟ୍‌କା: ଅମିତ ଶାହାଙ୍କ ଉପରେ ଟିପ୍ପଣି ମାମଲାରେ ସମନ ଜାରି

ନୂଆଦିଲ୍ଲୀ,୨୧।୫: ଅମିତ ଶାହାଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଏମପି-ଏମଏଲଏ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସମନ ଜାରି କରିଛନ୍ତି। ଏନେଇ ଭାଜପା କର୍ମୀ...

କେଜରିଓ୍ବାଲ ଏବେ କାହିଁକି ଆଳାପ କରୁଛନ୍ତି ପାକିସ୍ତାନୀ-ପାକିସ୍ତାନୀ?

ନୂଆଦିଲ୍ଲୀ,୨୧।୫: ଏକ ଖବରଦାତା ସମ୍ମିଳନୀରେ ଅରବିନ୍ଦ କେଜରିୱାଲ କହିଛନ୍ତି, ଆଜି ମୁଁ ଆପଣଙ୍କୁ ତିନୋଟି କଥା କହିବାକୁ ଚାହେଁ। ନିର୍ବାଚନର ପଞ୍ଚମ ପର୍ଯ୍ୟାୟ ଶେଷ ହୋଇଥିବାରୁ...

କାହିଁକି ଏଥର ୪୦୦ ପାର୍‌ କଥା କହୁଛି ଭାଜପା? ୨୪ ଘଣ୍ଟାରେ ମୋଦି କ’ଣ କ’ଣ କରିଛନ୍ତି ସେଥିରୁ ବୁଝାପଡିବ…

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ। ଏହି କାରଣରୁ ସମସ୍ତ ରାଜନୈତିକ ଦଳ କଠିନ ପରିଶ୍ରମ କରୁଛନ୍ତି ଏବଂ ରାଲି କରୁଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri