Posted inଖେଳ

ଡେବ୍ୟୁ କ୍ୟାପ୍‌ ପାଇବା ମା’ଙ୍କୁ ଆଲିଙ୍ଗନ କରି କାନ୍ଦିଲେ ଆକାଶ ଦୀପ

ରାଞ୍ଚି,୨୩।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚତୁର୍ଥ ଟେଷ୍ଟ ଆଜିଠାରୁ ରାଞ୍ଚିରେ ଆରମ୍ଭ ହୋଇଛି। ଇଂଲଣ୍ଡ ଅଧିନାୟକ ବେନ ଷ୍ଟୋକ୍ସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥି ସହିତ ଭାରତୀୟ ଦଳରେ କେବଳ ଗୋଟିଏ ପରିବର୍ତ୍ତନ ଆସିଛି। ଜସପ୍ରୀତ ବୁମ୍‌ରାଙ୍କ ସ୍ଥାନରେ ଆକାଶ ଦୀପ ଦଳରେ ସ୍ଥାନ ମିଳିଛି। ସେ ଟେଷ୍ଟ ଡେବ୍ୟୁ କ୍ୟାପ ପାଇବା ପାଇଁ ଭାରତର ୩୧୩ ତମ ଖେଳାଳି। ଘରୋଇ କ୍ରିକେଟରେ ଆକାଶ ଚମତ୍କାର ପ୍ରଦର୍ଶନ କରିଥିଲେ। ତାଙ୍କୁ ଭାରତୀୟ ଦଳର ମୁଖ୍ୟ କୋଚ ରାହୁଲ ଦ୍ରାବିଡ ଡେବ୍ୟୁ କ୍ୟାପ ପ୍ରଦାନ କରିଥିଲେ। ତାଙ୍କ ଡେବ୍ୟୁରେ ଆକାଶଙ୍କ ମା’ ମଧ୍ୟ ଉପସ୍ଥିତ ଥିଲେ। ଆକାଶ ତାଙ୍କୁ ଆଲିଙ୍ଗନ କରି ଭାବପ୍ରବଣ କାନ୍ଦିଥିଲେ। ୩୦ଟି ପ୍ରଥମ ଶ୍ରେଣୀ ମ୍ୟାଚରେ ଆକାଶ ୧୦୪ ଉଇକେଟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧନୁଯାତ୍ରା କଥା, ବ୍ୟଥା: କାଳ ହେଲା କଂସ, ମଥୁରା ଛାଡ଼ିଲା ହସ୍ତୀ

ବରଗଡ଼,୫ା୧(ପ୍ରେମାନନ୍ଦ ଖମାରୀ):ନୂଆ ସରକାର ଆସିବା ପରେ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ନୂଆଁ ପରିକଳ୍ପନା କରାଯାଇଥିଲା। ବିଗତ ବର୍ଷ ତୁଳନାରେ ସାଜସଜ୍ଜା ବହୁଗୁଣିତ...

ଅସ୍ତବ୍ୟସ୍ତ କରୁଛି କୁହୁଡ଼ି: ଯାତାୟାତରେ ସମସ୍ୟା

ଦାରିଙ୍ଗବାଡି, ୫ /୧ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଘନ କୁହୁଡି ଯେମିତି ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ସେହିପରି ଜାଡ଼ ମଧ୍ୟ...

୮ରୁ ଶୀତ ମହୋତ୍ସବ: ଯୋଗଦେବେ ଓଡିଶାର ସୁନାମଧନ୍ୟ କଳାକାର

ଦାରିଙ୍ଗବାଡି, ୫।୧ (ଅରୁଣ ସାହୁ ):ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ରେ ଶୀତ ମହୋତ୍ସବର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା...

ଭାରତ ଉପରେ ଶୁଳ୍କ ବୃଦ୍ଧି କରିବାକୁ ପୁଣି ଧମକ ଦେଲେ ଟ୍ରମ୍ପ, କହିଲେ,‘ପ୍ରଧାନମନ୍ତ୍ରୀ ମୋଦି ମୋତେ ଖୁସି କରିବା ଆବଶ୍ୟକ…’

ଓ୍ବାଶିଂଟନ,୫।୧: ଭେନେଜୁଏଲା ବିରୋଧରେ କାର୍ଯ୍ୟାନୁଷ୍ଠାନ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଖବରର ଶିରୋନାମାରେ ଅଛନ୍ତି। ଏହି ସମୟରେ, ସେ ଭାରତ ସମ୍ପର୍କରେ ଏକ...

ବାଂଲାଦେଶ ଟି-୨୦ ବିଶ୍ୱକପ ଦଳରେ ଖେଳିବେ ମୁସ୍ତାଫିଜୁର! ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୫।୧: ବାଂଲାଦେଶ କ୍ରିକେଟ ବୋର୍ଡ (BCB) ଆସନ୍ତା ମାସରେ ହେବାକୁ ଥିବା T20 ବିଶ୍ୱକପ ପାଇଁ ଲିଟନ ଦାସଙ୍କ ନେତୃତ୍ୱରେ ଏକ ୧୫ ଜଣିଆ ଦଳ...

ମୁକୁଳା ପଡ଼ିଛି ସୀମାନ୍ତ ଅଞ୍ଚଳ: ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଧାନ ଓଡ଼ିଶାରେ

ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଜାମଦା ବ୍ଲକ୍‌ ଅଞ୍ଚଳରେ ବେଆଇନଭାବେ ଗଚ୍ଛିତ ଝାଡ଼ଖଣ୍ଡ ରାଜ୍ୟର ୧୧୦୦ ବସ୍ତା ଧାନକୁ ପ୍ରଶାସନ ଜବତ କରିଛି।...

ପ୍ରଦୂଷଣ ଜାଲରେ ଜଳବାୟୁ

ପ୍ରଦୂଷଣ କହିଲେ ସାଧାରଣତଃ ବାୟୁ ପ୍ରଦୂଷଣ, ଜଳ ପ୍ରଦୂଷଣ, ମୃତ୍ତିକା ପ୍ରଦୂଷଣ ଏବଂ ଶବ୍ଦ ପ୍ରଦୂଷଣକୁ ବୁଝାଯାଏ। କିନ୍ତୁ ଏବେ ପ୍ଲାଷ୍ଟିକ ପ୍ରଦୂଷଣ ଏକ ବଡ଼...

ଅନିଶ୍ଚିତତାରେ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ପୋଷାକ ତିଆରି ୟୁନିଟ୍‌: ନିଯୁକ୍ତି ଚିନ୍ତାରେ ଯୁବତୀଯୁବକ

ରାୟଗଡ଼ା,୫।୧(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଅନ୍ତର୍ଗତ କଂସାରିଗୁଡ଼ାଠାରେ ଉତ୍କଳ ଆଲୁମିନା ସୋସିଆଲ ଫାଉଣ୍ଡେଶନ ଦ୍ୱାରା ଆଦିତ୍ୟ ଆଲୁମିନା ବିଶୋଧନାଗାର (ରିଫାଇନେରି) ଏବଂ ପୋଷାକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri