Posted inଖେଳ

ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ବଢିଲା ସମସ୍ୟା

ନୂଆଦିଲ୍ଲୀ,୨୪।୨: ଡେଭିଡ ୱାର୍ନର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି -୨୦ସିରିଜର ତୃତୀୟ ତଥା ଶେଷ ମ୍ୟାଚରୁ ବାଦ୍‌ ପଡିଛନ୍ତି। ୱାର୍ନରଙ୍କ ଆଘାତ ଆଇପିଏଲ ୨୦୨୪ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ସମସ୍ୟା ବଢାଇ ଦେଇଛି।

ଆଇପିଏଲ ୨୦୨୪ ଆରମ୍ଭ ପାଇଁ ଏକ ମାସରୁ କମ ସମୟ ବାକି ଅଛି । ଏଭଳି ପରିସ୍ଥିତିରେ ୱାର୍ନର ଟୁର୍ନାମେଣ୍ଟ ପୂର୍ବରୁ ସୁସ୍ଥ ହୋଇପାରିବେ କି ନାହିଁ ପ୍ରଶ୍ନ ଉଠିଛି। ଗତ ସିଜିନରେ ୱାର୍ନର ରିଷଭ ପନ୍ତଙ୍କ ଅନୁପସ୍ଥିତିରେ ଦିଲ୍ଲୀ କ୍ୟାପିଟାଲ୍ସ ଦାୟିତ୍ୱ ଗ୍ରହଣ କରିଥିଲେ। ତେବେ ବାକି ରହିଲା ଡେଭିଡ ଆଇପିଏଲ ପୂର୍ବରୁ ସୁସ୍ଥ ହୋଇଥିବେ କି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନବୋଦୟ ବିଦ୍ୟାଳୟ ଜଣ୍ଡିସ: ବଡ଼ କଥା କହିଲେ ସ୍ବାସ୍ଥ୍ୟ ମନ୍ତ୍ରୀ, କାହିଁକି ବ୍ୟାପିଲା…

ଭୁବନେଶ୍ୱର,୧୦।୧: ଖୋର୍ଦ୍ଧା ନବୋଦୟ ବିଦ୍ୟାଳୟ ଜଣ୍ଡିସ ସ୍ଥିତି ବର୍ତ୍ତମାନ ନିୟନ୍ତ୍ରଣରେ ରହିଛି। ଏ ନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ସ୍କୁଲ ରୋଷେଇ...

ହନୁମାନ ଚାଳିଶା ପଢୁଛନ୍ତି ପରିଣୀତି: କାରଣ ଜାଣିଲେ…

ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ନିକଟରେ ପୁତ୍ର ସନ୍ତାନର ଜନନୀ ହୋଇଛନ୍ତି। ସେ ଏବେ ତାଙ୍କ ପ୍ରସବ ପରେ ଜୀବନ ବିଷୟରେ ମୁହଁ ଖୋଲିଛନ୍ତି। ପ୍ରସବର...

ବାଂଲାଦେଶୀ କ୍ରିକେଟର ତମିମ ଇକବାଲଙ୍କୁ ‘ଭାରତୀୟ ଏଜେଣ୍ଟ’ କହି ଫସିଗଲେ BCB ନିର୍ଦ୍ଦେଶକ!

ନୂଆଦିଲ୍ଲୀ,୧୦।୧: ପୂର୍ବତନ ବାଂଲାଦେଶ ଅଧିନାୟକ ତାମିମ ଇକବାଲ ଭାରତ ଏବଂ ବାଂଲାଦେଶ ମଧ୍ୟରେ କ୍ରିକେଟ ସମ୍ପର୍କରେ ବର୍ତ୍ତମାନର ଉତ୍ତେଜନାର ସମାଧାନ ପାଇଁ ଆଲୋଚନା ପାଇଁ ଆହ୍ବାନ...

ଟି-୨୦ ବିଶ୍ୱକପରେ ଭାରତ ପାଇଁ ଗେମ ଚେଞ୍ଜର ସାବ୍ୟସ୍ତ ହେବେ ଏହି ଖେଳାଳି, ବଡ଼ ଭବିଷ୍ୟବାଣୀ କଲେ ସୋଏବ ଅଖତର

ନୂଆଦିଲ୍ଲୀ,୧୦।୧: ଆସନ୍ତା ମାସରେ ଭାରତ ଏବଂ ଶ୍ରୀଲଙ୍କା ମିଳିତ ଭାବରେ ଆୟୋଜିତ କରିବାକୁ ଯାଉଛନ୍ତି T20 ବିଶ୍ୱକପ। ଟିମ ଇଣ୍ଡିଆ ଡିଫେଣ୍ଡିଂ ଚାମ୍ପିଅନ ଭାବରେ ପଡ଼ିଆରେ...

ରୌପ୍ୟ ପଦକ ହାତେଇ ଜିଲା ପାଇଁ ଗୌରବ ଆଣିଲେ ହରପ୍ରିୟା

କୋରାପୁଟ,୧୦।୧(ଅମିତାଭ ବେହେରା): ଭୁବନେଶ୍ୱର ସରକାରୀ ଦକ୍ଷତା ବିକାଶ ମହାବିଦ୍ୟାଳୟରେ ଆୟୋଜିତ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାଗ ନେଇଥିବା କୋରାପୁଟ ଜିଲା ଦାମନଯୋଡ଼ିର ଛାତ୍ରୀ ହରପ୍ରିୟା ସାମଲ...

ଗ୍ରାହକଙ୍କୁ ୨ ଲକ୍ଷ ଟଙ୍କା ଅଫର ଦେଉଛି SBI! ଜାଣନ୍ତୁ କାହିଁକି, କେଉଁମାନେ ଉଠାଇପାରିବେ ଏହାର ଲାଭ…

ନୂଆଦିଲ୍ଲୀ,୧୦।୧: ଆପଣ ହୁଏତ ଆପଣଙ୍କ ଇନଷ୍ଟାଗ୍ରାମ ଫିଡ୍‌ରେ ଏକ ଭିଡିଓ ଦେଖିଥିବେ ଯେଉଁଥିରେ ଦାବି କରାଯାଇଛି ଯେ SBI ଏହାର ପୁରୁଣା ଗ୍ରାହକମାନଙ୍କୁ ୨ ଲକ୍ଷ...

ଜଳିଗଲା ଲକ୍ଷାଧିକ ଟଙ୍କାର ମକା, ସରକାରଙ୍କ ପାଖରେ କ୍ଷତିପୂରଣ ଦାବି କରି…

ମୋହନା,୧୦ା୧(ମନ୍ମଥ ମିଶ୍ର): ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଶୁଖିଲା ମକା ଜଳିପୋଡ଼ି ପାଉଁଶ ହୋଇଯାଇଛି। ଏଭଳି ଘଟଣା ଘଟିଛି ଗଜପତି ଜିଲା ରା.ଉଦୟଗିରି ଥାନା ଅନ୍ତର୍ଗତ...

ଗୋଟିଏ ମଞ୍ଚରେ ଦେଖାଦେଲା ପାଓ୍ବାର ପରିବାରର ‘ପାଓ୍ବାର’

ମୁମ୍ବାଇ,୧୦।୧: ୨୦୨୩ ମସିହାରେ ଏନସିପିରେ ବିଭାଜନ ହେବା ପରେ ପ୍ରଥମ ଥର ପାଇଁ, ଅଜିତ ପାୱାର ଏବଂ ସୁପ୍ରିୟା ସୁଲେ ମହାରାଷ୍ଟ୍ରର ପୌର ନିର୍ବାଚନରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri