











ବନ୍ଧୁଙ୍କ ସାହାଯ୍ୟ ଓ ସମର୍ଥନ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହୋଇପାରିବ। ବନ୍ଧୁବର୍ଗଙ୍କ ଆହ୍ବାନକ୍ରମେ କୌଣସି ପାର୍ଟିରେ ଯୋଗ ଦେଇପାରନ୍ତି। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ। ପରିସ୍ଥିତିରେ ପଡ଼ି ଇଚ୍ଛା ନ ଥିଲେ ମଧ୍ୟ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।












ବନ୍ଧୁଙ୍କ ସାହାଯ୍ୟ ଓ ସମର୍ଥନ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହୋଇପାରିବ। ବନ୍ଧୁବର୍ଗଙ୍କ ଆହ୍ବାନକ୍ରମେ କୌଣସି ପାର୍ଟିରେ ଯୋଗ ଦେଇପାରନ୍ତି। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ। ପରିସ୍ଥିତିରେ ପଡ଼ି ଇଚ୍ଛା ନ ଥିଲେ ମଧ୍ୟ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।
ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...
ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...
ନୂଆଦିଲ୍ଲୀ,୧୯ା୧୨: ଆଜି ପବିତ୍ର ପୌଷ ଅମବାସ୍ୟା । ଆଜି ଭାବପ୍ରବଣ ଗଭୀରତା ଏବଂ ନବୀକରଣ ଶକ୍ତିର ଦିନ। ଆଜି ଶାନ୍ତ ଏବଂ ସଚ୍ଚୋଟ ଆଲୋଚନା, ଅତୀତର...
ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...
ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...
ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...
ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...
ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...
