Posted inଫୁରସତ

ମୟୂରପୁଚ୍ଛ ବଦଳାଇଦେବ ଭାଗ୍ୟ , ଘରେ ଟଙ୍କା ପଇସାର ଅଭାବ ଦେଖାଯାଉଥିଲେ ଜାଣନ୍ତୁ…

ମୟୂରପୁଚ୍ଛକୁ ନେଇବାସ୍ତୁ ଉପଚାର ଭଗବାନ ଶ୍ରୀକୃଷ୍ଣଙ୍କର ପ୍ରିୟ ମୟୂରପୁଚ୍ଛକୁ ସୌଭାଗ୍ୟର ପ୍ରତୀକ ବୋଲି ବି କୁହାଯାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ, ଏହାକୁ ଘରେ ରଖିଲେ ଅନେକ
ବାସ୍ତୁ ସମସ୍ୟା ମଧ୍ୟ ଠିକ୍‌ ହୋଇଯାଏ ବୋଲି ବିଶ୍ୱାସ କରାଯାଏ।
* ଘରର ଦକ୍ଷିଣ-ପୂର୍ବ ଦିଗରେ ମୟୂରପୁଚ୍ଛ ରଖିବା ସବୁଠୁ ଉତ୍ତମ ହୋଇଥାଏ। ଏହା ଘରେ ସକାରାତ୍ମକ ଉର୍ଜ୍ଜା ଉତ୍ପନ କରିବାରେ ସାହାଯ୍ୟ କରିଥାଏ।
* କିନ୍ତୁ ଘରେ ରାହୁ ଦୋଷ ଥିଲେ ୮ଟି ମୟୂରପୁଚ୍ଛକୁ ଘରର ଉତ୍ତର-ପୂର୍ବ ଦିଗରେ ଥିବା କବାଟରେ ଲଗାଇଦେଲେ ଶୁଭ ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ଧ୍ୟାନଦେବେ ଯିବା ଆସିବା ସମୟରେ ଯେମିତି ସମସ୍ତଙ୍କର ଦୃଷ୍ଟି ଏହି କବାଟ ଉପରେ ପଡୁଥିବ।
* ଘରେ ଟଙ୍କା ପଇସାର ଅଭାବ ଦେଖାଯାଉଥିଲେ, ଶୁଭଦିନ ଦେଖି ଘରକୁ ମୟୂରପୁଚ୍ଛ କିଣିଆଣି ଠାକୁର ଘରେ ରଖିଦେବେ। ଆଉ କିଣିଲାବେଳେ ପ୍ରଭୁ ଶ୍ରୀ କୃଷ୍ଣଙ୍କର ନାମ ନେଇ ମୟୂରପୁଚ୍ଛ କିଣିଲେ ଘରେ କୁଆଡ଼େ ଧନର ଅଭାବ ରହେନାହିଁ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି।
* ଉତ୍ତର ଦିଗର ସ୍ବାମୀ ହେଲେ କୁବେର। ତେଣୁ ଏହି ଦିଗରେ ଟ୍ରେଜେରି ହେଉ ଅବା ଆଲମିରା ରଖିବା ଶୁଭ। କିନ୍ତୁ ଯଦି ଭୁଲ୍‌ବଶତଃ ଘରର ଦକ୍ଷିଣ ଦିଗରେ ଏହା ରହିଯାଇଛି, ତା’ହେଲେ ଆଲମିରା ହେଉ ଅବା ଟ୍ରେଜେରି ଭିତରେ ମୟୂରପୁଚ୍ଛକୁ ସିଧା ଭାବେ ଠିଆ କରି ରଖିଦେଲେ; ଘରେ ଧନର ଅଭାବ ଦେଖାଯାଇ ନଥାଏ ବୋଲି ବିଶ୍ୱାସ ରହିଛି।
* ପିଲାଙ୍କ ଷ୍ଟଡି ରୁମ୍‌ ହେଉ ଅଥବା ସେମାନଙ୍କ ପଢା ଟେବୁଲ୍‌ ଉପରେ ମୟୂରପୁଚ୍ଛଟିଏ ରଖିଦେଲେ ସେମାନଙ୍କର ଏକାଗ୍ରତା ବୃଦ୍ଧି ପାଇବା ସହ ପାଠ ଭଲ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

ହାର୍ଦ୍ଦିକଙ୍କ ବଡ଼ ବୟାନ, ପ୍ରେମିକା ମାହିକାଙ୍କୁ ନେଇ କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ,୧୦।୧୨: କଟକରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ହାର୍ଦ୍ଦିକଙ୍କ ଅଲରାଉଣ୍ଡ ପ୍ରଦର୍ଶନ ଯୋଗୁଁ ଟିମ ଇଣ୍ଡିଆ ୧୦୧ ରନର ବିଶାଳ ବିଜୟ...

୫ଟି ଷ୍ଟ୍ରେସ୍‌ ଫ୍ରି ଚାକିରି, ଚାପ କମ୍‌ ଦରମା ଅଧିକ

ସମ୍ପ୍ରତି, କର୍ପୋରେଟ ଜଗତରେ “Quiet Quitting” ଧାରା ଭାଇରାଲ ହୋଇଥିଲା। ଏଥିରେ କର୍ମଚାରୀମାନେ କେବଳ ସେମାନଙ୍କ ଚାକିରି ବର୍ଣ୍ଣନାରେ ର୍ନିଦ୍ଦିଷ୍ଟ କାର୍ଯ୍ୟଗୁଡ଼ିକ କରୁଥିଲେ ଏବଂ ଅତିରିକ୍ତ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପ୍ରବଳ ଶୀତ ଯୋଗୁ ଘୋଷଣା ହେଲା ସ୍କୁଲ ଛୁଟି, ଡିସେମ୍ୱର ୧୪ ଯାଏ…

ନୂଆଦିଲ୍ଲୀ,୧୦।୧୨: ଦେଶର ବିଭିନ୍ନ ଅଞ୍ଚଳରେ ପ୍ରବଳ ଶୀତ ଲହରୀ, ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁଁ ଡିସେମ୍ୱର ଦ୍ୱିତୀୟ ସପ୍ତାହ ପାଇଁ ସ୍କୁଲଗୁଡ଼ିକୁ ବନ୍ଦ ଘୋଷଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri