Posted inଖେଳ

ପଞ୍ଚମ ଥର ପାଇଁ ପାରା ବିଶ୍ୱ ବ୍ୟାଡମିଣ୍ଟନ ଟାଇଟଲ ଜିତିଲେ ପ୍ରମୋଦ ଭଗତ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୫ା୨: ଥାଇଲ୍ୟାଣ୍ଡରେ ଚାଲିଥିବା ପାରା ବିଶ୍ୱ ଚାମ୍ପିଅନସିପ ଏକକ ବର୍ଗରେ ଟାଇଟଲ ଜିତିଛନ୍ତି ପ୍ରମୋଦ ଭଗତ। ଫାଇନାଲ ମୁକାବିଲାରେ ବ୍ରିଟେନର ଡାନିଏଲ ବେଥେଲଙ୍କ ବିପକ୍ଷରେ ୧୦୦ ମିନିଟର କଡ଼ା ସଂଘର୍ଷ ପରେ ସେ ଏହି ସଫଳତା ପାଇଛନ୍ତି। ପ୍ରଥମ ସେଟ ହାରିବା ପରେ ଶେଷ ଦୁଇ ସେଟରେ ପ୍ରମୋଦ ପ୍ରତ୍ୟାବର୍ତନ କରି ୧୪-୨୧, ୨୧-୧୫, ୨୧-୧୪ ବ୍ୟବଧାନରେ ଡାନିଏଲଙ୍କୁ ହରାଇଛନ୍ତି।

ଏହି ବିଜୟ ସହିତ ପ୍ରମୋଦ ପାରା କିମ୍ବଦନ୍ତୀ ‘ଲିନ ଡାନ’ଙ୍କ ୫ ଟି ବିଶ୍ୱ ଟାଇଟଲ୍ ସହିତ ସମକକ୍ଷ ହୋଇଛନ୍ତି ଏବଂ ପ୍ରଥମ ଖେଳାଳିଭାବେ ଲଗାତାର ତୃତୀୟ ଥର ପାଇଁ ଏସଏଲ୩ ବର୍ଗରେ କ୍ରମାଗତ ବିଜୟ ହାସଲ କରିବାରେ ପ୍ରଥମ ପାରା ସଟଲର ହୋଇଛନ୍ତି।

ସେହିଭଳି ଅନ୍ୟତମ ଭାରତୀୟ ସୁହାସ୍ ଲାଲିନାକେର୍ ୟାଥିରାଜ ଇଣ୍ଡୋନେସିଆର ଫ୍ରେଡି ସେଟିଆୱାନଙ୍କୁ ହରାଇ ଏସଏଲ୪ ବର୍ଗରେ ତାଙ୍କର ପ୍ରଥମ ବିଶ୍ୱ ଟାଇଟଲ୍ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ଚାନ୍ଦବାଲି ଲଜ୍ଜା: ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା ବର୍ତ୍ତମାନ ସାରା ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏନେଇ ଉତ୍ତେଜନା ଦେଖାଯାଇଥିବା...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri