Posted inଖେଳ

ରାଞ୍ଚି ଟେଷ୍ଟ ନ ଖେଳି ମଧ୍ୟ ଟିମ୍‌ ଇଣ୍ଡିଆକୁ ସାହାଯ୍ୟ କଲେ ଧୋନୀ: ଭିଡିଓ ହେଉଛି ଭାଇରାଲ

ରାଞ୍ଚି,୨୫।୨: ପାଞ୍ଚ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ମ୍ୟାଚ ରାଞ୍ଚିରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଇଂଲଣ୍ଡ ଏହି ମ୍ୟାଚରେ ଉଭୟ ଇନିଂସରେ ବ୍ୟାଟିଂ କରିସାରିଛି। ବର୍ତ୍ତମାନ ଭାରତ ଦ୍ୱିତୀୟ ଇନିଂସ ୧୯୨ ରନର ଲକ୍ଷ୍ୟ ପିଛା କରୁଛି। ଭାରତର ପ୍ରଥମ ଇନିଂସ ସମୟରେ ଇଂଲଣ୍ଡ ସ୍ପିନର ଶୋଏବ ବଶୀର ୫ ଉଇକେଟ ନେଇଥିଲେ, କିନ୍ତୁ ସେ ଷ୍ଟାଡିୟମର ଅମିତାଭ ଚୌଧୁରୀ ଏଣ୍ଡରୁ ସମସ୍ତ ଉଇକେଟ ନେଇଥିଲେ।
ବୋଲିଂ ଏବଂ ବ୍ୟାଟିଂ ପାଇଁ ରାଞ୍ଚିର ଜେଏସସିଏ ଇଣ୍ଟରନ୍ୟାସନାଲ ଷ୍ଟାଡିୟମ କମ୍ପ୍ଲେକ୍ସର ଦୁଇଟି ଏଣ୍ଡ ରହିଛି। ଗୋଟିଏ ଏଣ୍ଡର ନାମ ଅମିତାଭ ଚୌଧରୀ ଏବଂ ଅନ୍ୟଟି ହେଉଛି ଏମ ଧୋନୀ ପାଭିଲିୟନ। ବଶୀର ଏମଏସ ଧୋନୀ ପାଭିଲିୟନ ଏଣ୍ଡରୁ କୌଣସି ଉଇକେଟ ନେଇପାରି ନ ଥିଲେ। ଏହି କୀର୍ତ୍ତିମାନ ଦେଖି ପ୍ରଶଂସକମାନେ ସୋସିଆଲ ମିଡିଆରେ ପୂର୍ବତନ ଭାରତୀୟ ଅଧିନାୟକଙ୍କୁ ପ୍ରଶଂସା କରିବା ଆରମ୍ଭ କରିଥିଲେ।
ପ୍ରଶଂସକମାନେ ସୋସିଆଲ ମିଡିଆରେ କହୁଛନ୍ତି ଯେ, ଧୋନୀ ଖେଳି ନ ଥିଲେ ମଧ୍ୟ ଭାରତୀୟ ଦଳରେ ଅବଦାନ ରଖିଛନ୍ତି। ଅନେକ ସୋସିଆଲ ମିଡିଆ ୟୁଜର୍ସ ଦର୍ଶାଇଛନ୍ତି ଯେ, ଧୋନୀ ଅବସର ପରେ ମଧ୍ୟ ଟିମ ଇଣ୍ଡିଆକୁ ସାହାଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଶୀତରେ ଥରୁଛି ଦାରିଙ୍ଗବାଡି: ତୁଷାରପାତରେ… 

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଅସହ୍ୟ ଜାଡ଼ । ତାପମାତ୍ରା ଦିନକୁ ଦିନ ହ୍ରାସ ପାଉଥିବା ବେଳେ ଏବେ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri