Posted inଜାତୀୟ

୫ ବର୍ଷରେ ୨୭୫ ହାଜତ ବଳାତ୍କାର ମାମଲା

ନୂଆଦିଲ୍ଲୀ,୨୬।୨:(ପି.ଟି.): ୨୦୧୭ରୁ ୨୦୨୨ ଗତ ୫ ବର୍ଷ ମଧ୍ୟରେ ଦେଶର ବିଭିନ୍ନ ହାଜତରେ ୨୭୦ରୁ ଊର୍ଦ୍ଧ୍ୱ ବଳାତ୍କାର ମାମଲା ପଞ୍ଜୀକୃତ ହୋଇଛି। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନ୍‌ସିଆର୍‌ବି) ତଥ୍ୟରୁ ଏହା ଜଣାପଡ଼ିଛି। ଆଇନ ପ୍ରଣୟନ ବ୍ୟବସ୍ଥାରେ ସମ୍ବେଦନଶୀଳତା ଓ ଉତ୍ତରଦାୟିତ୍ୱର ଅଭାବରୁ ଏଭଳି ଘଟଣା ଘଟୁଥିବା ମାନବାଧିକାର କର୍ମୀମାନେ ବିଶ୍ୱାସ କରୁଛନ୍ତି।

ଅପରାଧୀଙ୍କ ମଧ୍ୟରେ ପୋଲିସ କର୍ମଚାରୀ, ସରକାରୀ କର୍ମଚାରୀ, ସଶସ୍ତ୍ର ବଳର ସଦସ୍ୟ, ଜେଲ୍‌ କର୍ମଚାରୀ ରହିଛନ୍ତି। ହାଜତ, ରିମାଣ୍ଡ ହୋମ୍‌, ହସ୍ପିଟାଲ ଆଦି ସ୍ଥାନରେ ମହିଳା କଏଦୀଙ୍କୁ ବଳାତ୍କାର କରାଯାଉଥିବା ଏନ୍‌ସିଆର୍‌ବି ରିପୋର୍ଟରେ କୁହାଯାଇଛି। ୨୦୧୭ରେ ୮୯ଟି ହାଜତ ବଳାତ୍କାର ଘଟଣା ଘଟିଥିବାବେଳେ ୨୦୧୮ରେ ୬୦, ୨୦୧୯ରେ ୪୭, ୨୦୨୦ରେ ୨୯, ୨୦୨୧ରେ ୨୬ ଏବଂ ୨୦୨୨ରେ ୨୪ଟି ମାମଲା ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ସମସ୍ଯାକୁ ନେଇ ଚାଷୀଙ୍କ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ବାଦ୍ ପଡ଼ିଛି ଜାତୀୟ ରାଜପଥ ଓ ରେଳ ରୋକ

ସମ୍ବଲପୁର,୧୯।୧୨(ପ୍ରମୋଦ ବହିଦାର): ଟୋକନ ସମସ୍ୟାକୁ ନେଇ ଶୁକ୍ରବାର ଚାଷୀଙ୍କ ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଜାରି ରହିଛି । ଚାଷୀମାନେ ସକାଳ ୬ଟାରୁ ସହରର...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ବିଶ୍ୱରେ ଖେଳିଗଲା…

ନୂଆଦିଲ୍ଲୀ,୧୯।୧୨: ଭାରତ ଚାଇନା ବିରୋଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଚାଇନାରୁ ଆମଦାନୀ ହେଉଥିବା କିଛି ଇସ୍ପାତ ଉତ୍ପାଦ ଉପରେ ପାଞ୍ଚ ବର୍ଷର ଆଣ୍ଟି-ଡମ୍ପିଂ ଶୁଳ୍କ...

ଦୁଇଦିନ ପରେ ଜି.ଉଦୟଗିରିରେ ପୁଣି ତଳମୁହାଁ ପାରଦ, ଜାଡ଼ରେ ଥରୁଛି ସମଗ୍ର ଅଞ୍ଚଳ

ଜି.ଉଦୟଗିରି,୧୯/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ଜି.ଉଦୟଗିରିରେ ରାଜ୍ୟର ସବୁଠାରୁ ଅଧିକ ଶୀତ ଅନୁଭୂତ ହେଉଛି । ଦୀର୍ଘ ଏକ ମାସରୁ ଉର୍ଦ୍ଧ ହେବ...

ଗଞ୍ଜେଇ ଚାଷ ପାଇଁ କଠୋର ହେଲା ପୋଲିସ: ଚାଷୀଙ୍କୁ ଦେଲା ଚେତାବନୀ

ଦାରିଙ୍ଗବାଡି,୧୯।୧୨(ଅରୁଣ ସାହୁ):ଏଥର ଆଉ ଗଞ୍ଜେଇ ନୁହେଁ, ପନିପରିବା, ଷ୍ଟ୍ରବେରୀ, ମକା, ଜୈବିକ ହଳଦୀ, କ୍ଷୁଦ୍ରଦାନା ଚାଷକୁ ଅଧିକା ଗୁରୁତ୍ୱ ଦିଅ। ଗଞ୍ଜେଇ ଚାଷ କଲେ ପୋଲିସ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା, ସାହାଯ୍ୟ କଲେ କାମାକ୍ଷାନଗର ବିଧାୟକ

ଭୁବନ ୧୯/୧୨( ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଭୁଷଳ ପଞ୍ଚାୟତ କିର୍ତ୍ତନ ପୁର ଗ୍ରାମର ଗଙ୍ଗା ମଳିକ ସାହିରେ ଅଗ୍ନିକାଣ୍ଡ ଘଟିଛି...

IND vs SA 5th T20: ଆଜି ନିର୍ଣ୍ଣାୟକ ଲଢ଼େଇ, କେଉଁଠି କେମିତି ଦେଖିବେ ମ୍ୟାଚ ଜାଣନ୍ତୁ

ନୂଆଦିଲ୍ଲୀ,୧୯ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍ ସବୁଠାରୁ ରୋମାଞ୍ଚକର ପର୍ଯ୍ୟାୟରେ ପହଞ୍ଚିଛି। ଆଜି ସିରିଜର...

ମହିଳାଙ୍କୁ ଯୌନ ଉତ୍ପୀଡନରୁ ରକ୍ଷା କରିବା ସମସ୍ତଙ୍କ ଦାୟିତ୍ୱ

ଦିଗପହଣ୍ଡି, ୧୯।୧୨(ଅଶେଷ ନାଥ ମିଶ୍ର): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି-ବ୍ରହ୍ମପୁର ମୂଖ୍ୟ ରାସ୍ତାକଡ଼ରେ ଥିବା ପଦ୍ମନାଭପୁର ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାମନ୍ଦିର ପରିସରରେଠାରେ ଆଇନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri