Odisha Elections 2024

ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲକୁ ନେଇ ସ୍ପଷ୍ଟୀକରଣ ରଖିଲା ଜିଲା ଶିକ୍ଷା ବିଭାଗ

କେନ୍ଦୁଝର,୨୬।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ପ୍ରଶ୍ନପତ୍ର ଭାଇରାଲକୁ ନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବ। ଏପରିକି ସୋମବାର ପ୍ରଶ୍ନ ପତ୍ର ଭାଇରାଲକୁ ନେଇ ସ୍ପଷ୍ଟୀକରଣ ରଖିଛି ବିଭାଗ। ବିଭାଗ ପକ୍ଷରୁ ଏହାକୁ ମିଥ୍ୟା ଓ ଗୁଜବ ବୋଲି କହିବା ସହ ଏଭଳି ଅପପ୍ରଚାର କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି।

ଏହା ଭିତ୍ତି ହୀନ ଏବଂ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କୁହାଯାଇଛି। ସତ୍ୟତା ନ ଥାଇ ପରୀକ୍ଷାର୍ଥୀଙ୍କୁ ବିଭ୍ରାନ୍ତି କରୁଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି। ଜିଲା ପ୍ରଶାସନର ତତ୍ତ୍ୱାବଧାନରେ ସମସ୍ତ ୧୪୦ଟି ପରୀକ୍ଷା କେନ୍ଦ୍ରରେ ଶାନ୍ତିଶୃଙ୍ଖଳାର ସହ ପରୀକ୍ଷା ଚାଲିଥିବା ଜିଲା ଶିକ୍ଷା ଅଧିକାରୀ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟରଙ୍କୁ କଂଗ୍ରେସର ଗ୍ୟାରେଣ୍ଟି କାର୍ଡ: ଏଥିରେ ରହିଛି ବଡ଼ ପ୍ରତିଶ୍ରୁତି

ମୋରଡ଼ା,୨୦ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀରେ ରାଜନୈତିକ ପାଣିପାଗରେ ଉଷ୍ମତା ଦେଖିବାକୁ ମିଳିଛି। ପ୍ରମୁଖ ରାଜନୈତିକ ଦଳ ଭାଜପା,...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ଭୁଜାଲି ମାଡ଼ରେ ଜଣଙ୍କ ଜୀବନ ଗଲା

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ବ୍ଲକ ଅନ୍ତର୍ଗତ ସରସରା ଗ୍ରାମରେ ସୋମବାର ସ୍ପଷ୍ଟ ଦିବାଲୋକରେ ଏକ ହତ୍ୟାକାଣ୍ଡ ଘଟିଛି। ଭୁଜାଲି ମାଡ଼ରେ ଜଣେ ଲୋକଙ୍କ ମୃତ୍ୟୁ...

୩ ପ୍ରମୁଖ ଦଳ ମଧ୍ୟରେ ହେବ କଡ଼ା ଟକ୍କର

ପରଜଙ୍ଗ,୨୦ା୫(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା ନିର୍ବାଚନମଣ୍ଡଳୀରେ ୨୦୧୯ ନିର୍ବାଚନରେ ଅଳ୍ପକେ ବିଜୟ ପାଇଥିଲା ବିଜେଡି। ଭାଜପା ଏଠାରେ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ରହିଥିଲା। ହେଲେ...

ନିଜ ବଳରେ ଲଢୁଛନ୍ତି ଢେଙ୍କାନାଳ କଂଗ୍ରେସ ପ୍ରାର୍ଥୀ

ଢେଙ୍କାନାଳ,୨୦ା୫(ରତନ ନାୟାର): ଢେଙ୍କାନାଳ ଜିଲାରେ ଆସନ୍ତା ୨୫ ତାରିଖରେ ଭୋଟ ଗ୍ରହଣ ହେବ। ତେବେ ୨୩ ତାରିଖରେ ପ୍ରଚାର ପର୍ବ ଶେଷ ହେବ। ତେଣୁ ପ୍ରାର୍ଥୀମାନଙ୍କ...

ଜି ଉଦୟଗିରିରେ ୧୧ଟା ସୁଦ୍ଧା ୨୦% ମତଦାନ

ଜି ଉଦୟଗିରି,୨୦।୫(ଶିଶିର ପଟ୍ଟନାୟକ): ଜି ଉଦୟଗିରି ବିଧାନସଭା ଓ ଫୁଲବାଣୀ ଲୋକ ସଭା ଆସନ ନିମନ୍ତେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଜି...

ଅତାବିରାରେ ସର୍ବାଧିକ ମତଦାନ, ପଦ୍ମପୁରରେ ସର୍ବନିମ୍ନ

ବରଗଡ଼,୨୦।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ର ଗୁଡିକରେ ମତଦାତାଙ୍କ ଲମ୍ବା...

ପୂର୍ବାହ୍ନ ୧୧ଟା ସୁଦ୍ଧା ୨୧% ମତଦାନ

ଛତ୍ରପୁର,୨୦ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଆସିକା ଲୋକ ସଭା ଓ ଏହା ଅଧୀନ ୭ ବିଧାନସଭା ଆସନ ଏବଂ କନ୍ଧମାଳ ଲୋକ ସଭା ଅଧୀନ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri