Odisha Elections 2024

ଇଡିରେ ହାଜର ହେଲେ ପ୍ରଫୁଲ୍ଲ ସାମଲ: ଚାଲିଛି ଜେରା

ଭୁବନେଶ୍ୱର,୨୮।୨: ପୂର୍ବତନ ମନ୍ତ୍ରୀ ତଥା ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲ ବୁଧବାର ଇଡିରେ ହାଜର ହୋଇଛନ୍ତି। ବରିପଦା ଇଂଜିନିୟରିଂ କଲେଜ ଜମି ଦୁର୍ନୀତି ମାମଲାରେ ସେ ଇଡିରେ ହାଜର ହୋଇଥିବା ଜଣାଯାଇଛି। ପ୍ରଫୁଲ୍ଲ ସାମଲଙ୍କୁ ଇଡି ଜେରା କରୁଥିବା ସୂଚନା ମିଳିଛି।
ପ୍ରଫୁଲ୍ଲ ସାମଲ ଓ ତାଙ୍କ ପୁଅ ପ୍ରୟାସକାନ୍ତିଙ୍କୁ ହାଜର ହେବାକୁ ଇଡି ଫେବୃୟାରୀ ୧୭ ତାରିଖରେ ନୋଟିସ କରିଥିଲା। ସ୍ବାସ୍ଥ୍ୟଗତ ସମସ୍ୟା ଜଣାଇ ଇଡିରେ ହାଜର ହେବାକୁ ଓକିଲ ଜରିଆରେ ସମୟ ମାଗିଥିଲେ ପ୍ରଫୁଲ୍ଲ । ପରବର୍ତ୍ତୀ ସମୟରେ ପୁଣି ଇଡି ପ୍ରଫୁଲ୍ଲଙ୍କୁ ହାଜର ହେବାକୁ ନୋଟିସ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା ବିକାଶ କରିବାରେ ବିଜେଡି ବିଫଳ ହୋଇଛି: ହେମା ମାଳିନୀ

ଭୁବନେଶ୍ୱର,୧୭।୫: ଗତ ୨୫ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ କିଛି କରି ନ ଥିବା ଅଭିଯୋଗ କରି ପୁଣିଥରେ ଭାଜପା ଶାସକ ବିଜେଡିକୁ ଟାର୍ଗେଟ...

ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍‌ ଦେବୁ

ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି।...

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର...

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ...

ସୁଭଦ୍ରା ଯୋଜନାରେ ମୋଦି ମହିଳାଙ୍କୁ ୫୦ ହଜାର ଟଙ୍କା ଦେବେ: ଅପରାଜିତା

ଭୁବନେଶ୍ୱର,୧୭।୫: ଲୋକଙ୍କୁ ମାତ୍ର ୫୪ ପଇସା ଦେଇ ଭୋଟ୍‌ କିଣିବାକୁ ବସିଛି ବିଜେଡି। ସାଲିଆସାହି ସମାବେଶରେ ଏଭଳି ଅଭିଯୋଗ ଆଣିଛନ୍ତି ଅପରାଜିତା ଷଡ଼ଙ୍ଗୀ। ଅପରାଜିତା କହିଛନ୍ତି,...

‘ମୋଦି ଦେଲେ ଚାଉଳ, ନବୀନ ଦେଲେ ଅଖା’

ଭୁବନେଶ୍ୱର,୧୭।୫: ଓଡ଼ିଶାରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ଘନ ଘନ ପ୍ରଚାର। ଶୁକ୍ରବାର ହିମନ୍ତ କବି ସୂର୍ଯ୍ୟନଗରରେ ନିର୍ବାଚନୀ ସଭାକୁ ସମ୍ବୋଧିତ କରୁଛନ୍ତି। ଏହି ସମୟରେ...

ଭୋଟର ତାଲିକାରେ ନାହିଁ ନାଁ, କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ

ଭୁବନେଶ୍ୱର,୧୭।୫: ଭୋଟର ତାଲିକାରେ ତାଙ୍କ ନାମ ନ ଥିବାରୁ କଂଗ୍ରେସର ନିଆଳି ବିଧାୟକ ପ୍ରାର୍ଥୀ ଜ୍ୟୋତି ରଂଜନ ମଲ୍ଲିକଙ୍କ ନାମାଙ୍କନ ଖାରଜ କରାଯାଇଛି। ଦୁଇ ଦିନ...

ଓଡ଼ିଶା ପାଇଁ ଭାଜପା ଖୋଜୁଛି ମୁଖ୍ୟମନ୍ତ୍ରୀ ଫେସ୍‌, ଆଗରେ ଅଛନ୍ତି ଧର୍ମେନ୍ଦ୍ରଙ୍କ ସମେତ ଏସବୁ ନେତା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୭।୫: ଲୋକ ସଭା ନିର୍ବାଚନ ସହିତ ଓଡ଼ିଶାରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେଉଛି। ରାଜ୍ୟରେ ନିର୍ବାଚନରେ ଭାଜପା ଜୋରଦାର ପ୍ରତିଦ୍ୱନ୍ଦ୍ୱିତା କରୁଛି। କାରଣ ବିଜୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri