ବିବାହର ୬ ବର୍ଷ ପରେ ମା’ ହେବାକୁ ଯାଉଛନ୍ତି ଦୀପିକା

ବଲିଉଡର ଲୋକପ୍ରିୟ ଦମ୍ପତି ଦୀପିକା ପାଦୁକୋନ ଏବଂ ରଣବୀର ସିଂଙ୍କ ପ୍ରଶଂସକଙ୍କୁ ଏକ ଖୁସି ଖବର ଦେଇଛନ୍ତି। ଦୀପିକା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ସେ ଗର୍ଭବତୀ ଥିବା ଘୋଷଣା କରିଛନ୍ତି। ସେପ୍ଟେମ୍ବରରେ ସେ ଏକ ସନ୍ତାନ ପ୍ରସବ କରିବେ ବୋଲି ଦୀପିକା ଏହି ପୋଷ୍ଟରେ କହିଛନ୍ତି।
ଏହି ପୋଷ୍ଟ ଶେୟାର କରିବାବେଳେ ଦୀପିକା ଲେଖିଛନ୍ତି, ସେପ୍ଟେମ୍ବର ୨୦୨୪, ଦୀପିକା-ରଣବୀର। ଏହି ଫଟୋରେ ପିଲାମାନଙ୍କର ପୋଷାକ, ଜୋତା, ବେଲୁନ ଚିତ୍ରିତ ହୋଇଛି। ୨୦୧୮ରେ ଦୀପିକା-ରଣବୀର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ଆକ୍ସନ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୬।୧୨: ଗତ ପାଞ୍ଚ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବା ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

ଶେଷରେ ଟସ୍‌ ଜିତିଲା ଭାରତ: ଖୁସିକୁ ରୋକି ନ ପାରି ରାହୁଲ କରିଦେଲେ…

ନୂଆଦିଲ୍ଲୀ,୬।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ତୃତୀୟ ଦିନିକିଆରେ ଭାରତୀୟ ଅଧିନାୟକ କେଏଲ ରାହୁଲ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଭାରତ ୨୦...

ଏହିସବୁ ଭାରତୀୟ ଖାଦ୍ୟ ଖାଇଲେ ପୁଟିନ୍‌: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୨।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମ୍ମାନାର୍ଥେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ରାଜ୍ୟ ଭୋଜିରେ କଶ୍ମୀର ଅଖରୋଟ ଗୁଚ୍ଚି ଦୁନ ଚେଟିନ ଏବଂ...

ପୁଟିନ ଫେରୁ ଫେରୁ ପୂରଣ ହେଲା ଭାରତର ବଡ଼ ଇଚ୍ଛା, ପ୍ରମାଦ ଗଣିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୬।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଛାଡିବା ପରେ ଏକ ବଡ଼ ଖବର ଆସିଛି। ଏହି ନୂତନ ବିକାଶ ସ୍ବଦେଶୀ ଯୁଦ୍ଧ ବିମାନ କାର୍ଯ୍ୟକ୍ରମକୁ...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri