ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ବନ୍ଧା ହେଲେ ବୃଦ୍ଧ 

ତିହିଡି,୧।୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା ଅଞ୍ଚଳର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଛାତ୍ରୀଙ୍କ ବାପା ଗୁରୁବାର ଏନେଇ ତିହିଡ଼ି ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା (ନଂ.୮୦/୨୪) ରୁଜୁ କରି ଅଭିଯୁକ୍ତ ମହରମପୁର ଗ୍ରାମର ଜଣେ ବୃଦ୍ଧଙ୍କୁ ଶୁକ୍ରବାର ଗିରଫ କରିଛି। ଅଭିଯୁକ୍ତ ହେଲେ କାଳନ୍ଦୀ ପଶୁପାଳକ(୬୩)।
ଅଭିଯୋଗ ଅନୁଯାୟୀ, କାଳନ୍ଦୀ ଗତ ୨ମାସ ହେଲା ଚକୋଲେଟ ପ୍ରଲୋଭନ ଦେଖାଇ ନାବାଳିକାଙ୍କ ସହ ସମ୍ପର୍କ ରଖିବାକୁ ଉଦ୍ୟମ ଚଳାଇଥିଲେ। ଏପରିକି ତାଙ୍କୁ ଅସଦାଚରଣ କରିବାକୁ ମଧ୍ୟ ସେ ଉଦ୍ୟମ କରିଥିଲେ। ହେଲେ କାଳନ୍ଦୀ ଛାତ୍ରୀଙ୍କୁ ଡାକିନେଇ ବଳାତ୍କାର କରିଥିଲେ। ନାବାଳିକା  ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇବା ପରେ ବାପା ଥାନାରେ ଏତଲା ଦେଇଛନ୍ତି। ପୋଲିସ ଅଭିଯୁକ୍ତ କାଳନ୍ଦୀଙ୍କୁ ଡାକ୍ତରୀ ପରୀକ୍ଷା ପରେ କୋର୍ଟ ଚାଲାଣ କରିଛି।

Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରିଲା ଦୁଇ ଦାଦନ ଶ୍ରମିକଙ୍କ ମୃତଦେହ

ପାଳପୁର,୯।୫(ନବୀନ ରାଜ ଆଚାରୀ): ତେଲେଙ୍ଗାନା ରାଜ୍ୟର ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇ ଆକ୍ରମଣର ଶିକାର ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ଘଟିଛି l ଗୁରୁବାର ଉଭୟଙ୍କ...

ବିଜେଡିର ଇସ୍ତାହାରରେ ମହିଳାଙ୍କୁ ଗୁରୁତ୍ୱ, ଏସଏଚ୍‌ଜି ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ବିଜେଡି ନିର୍ବାଚନୀ ଇସ୍ତାହାର : ଯୁବତୀଯୁବକଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ସରକାରଙ୍କ ଅଣଦେଖା: ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଭବାନୀପାଟଣା,୯ା୫(ଉତ୍ତମ କୁମାର ଦାଶ): ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନାରେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ପ୍ରଶାସନିକ ଅବହେଳା ଓ ଜନପ୍ରତିନିଧିମାନଙ୍କ...

ନିର୍ବାଚନୀ ଇସ୍ତାହାର ଜାରି କଲା ବିଜେଡି, ମାଗଣା ବିଜୁଳି ସହ BSKY କାର୍ଡକୁ ନେଇ ହେଲା ବଡ଼ ଘୋଷଣା

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

୧୩ରେ ପ୍ରଥମ ମତଦାନ: ୭୦୩ କେନ୍ଦ୍ରର ହେବ ଓ୍ବେବ୍‌କାଷ୍ଟ

ଛତ୍ରପୁର,୯ା୫(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ଗଞ୍ଜାମ ଜିଲାରେ ଆଉ ତିନି ଦିନ ପରେ ୧୩ ତାରିଖ ଦିନ ବ୍ରହ୍ମପୁର ଲୋକସଭା ଏବଂ ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି...

ଖର୍ଚ୍ଚ ସମ୍ବନ୍ଧୀୟ ଆପତ୍ତି ଅଭିଯୋଗ ଆସିଲେ ତୁରନ୍ତ ଜଣାଅ

ଭଦ୍ରକ,୯।୫ (ସନାତନ ରାଉତ)-ଭଦ୍ରକ ଲୋକ ସଭା ଓ ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ଆୟୋଗଙ୍କ ଦ୍ୱାରା ୩ଜଣ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତ କରାଯାଇଛି।...

ବିଧାୟକ, ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ଭିକ୍ଷା କରୁଛନ୍ତି କେସିଙ୍ଗା ନଗରପାଳ

କେସିଙ୍ଗା,୯ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିର ଓ୍ବାର୍ଡ ନମ୍ବର ୬ରେ ନଗରପାଳ ନୃପରାଜ ଯାଦବ ପ୍ରଚଣ୍ଡ ଟାଣଖରାକୁ ଖାତିର ନ କରି ଓ୍ବାର୍ଡ ନଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri