ବିମାନ ଯାତ୍ରାବେଳେ ସ୍ତ୍ରୀଙ୍କ ସହ ଝଗଡା କଲେ ହୋଇଯିବ ଜେଲ୍‌ , କଡାକଡି ହେଲା ନିୟମ

ନୂଆଦିଲ୍ଲୀ,୧।୩: ଯଦି ଆପଣ ଟ୍ରିପ୍‌ରେ ଯିବାକୁ ଭଲ ପାଆନ୍ତି ଖାସ୍‌ କରି ଆପଣଙ୍କ ପାର୍ଟନରଙ୍କ ସହ, ତେବେ ସତର୍କ ହୋଇଯାଆନ୍ତୁ। ଯାତ୍ରା ସମୟରେ ଯଦି ଆପଣ ଆପଣଙ୍କ ପାର୍ଟନରଙ୍କ ସହ ଝଗଡା କରୁଛନ୍ତି ତେବେ ଆପଣଙ୍କୁ ଜେଲ୍‌ ହୋଇପାରେ। ଏହି ନିୟମ ବିମାନ ଯାତ୍ରା ସମୟରେ ଲାଗୁ କରାଯାଇଛି। ବିମାନରେ ଯାତ୍ରା କରୁଥିବାବେଳେ ଯଦି ଆପଣ ପାର୍ଟନରଙ୍କ ସହ ଝଗଡା କରୁଛନ୍ତି, ଆପଣଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ନିକଟରେ ମ୍ୟୁନିଚରୁ ବ୍ୟାଙ୍କକକୁ ଯାଉଥିବା ଏକ ଲୁଫଥାନ୍ସ ଏୟାରଲାଇନ୍ସର ବିମାନକୁ ଦିଲ୍ଲୀରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। ଏହା ପଛର କାରଣ ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ଝଗଡା। ସୂଚନା ଥାଉ କି, ବିମାନରେ ଉଡାଣ ଭରିବାବେଳେ ଏହି ଦମ୍ପତିଙ୍କ ମଧ୍ୟ ଝଗଡା ଆରମ୍ଭ ହୋଇଥିଲା। ପରିସ୍ଥିତିକୁ ଦେଖି କ୍ରୁ ମେମ୍ବରମାନେ ମାମଲାକୁ ଶାନ୍ତ କରିବାକୁ ଚେଷ୍ଟା କରିଥିଲେ। କିନ୍ତୁ ଯେତେବେଳେ ଅନ୍ୟ ଯାତ୍ରୀଙ୍କୁ ସହିବାର ସୀମା ଲଘିଂଥିଲା ବିମାନକୁ ତୁରନ୍ତ ଜରୁରୀ ଅବତରଣ କରାଯାଇଥିଲା। ଏପରି ଘଟଣାକୁ ଦୃଷ୍ଟିରେ ରଖି ଏୟାରଲାଇନ୍ସ ଏହି ନିୟମ କଡାକଡି କରିଛି।
ବିମାନରେ ଯାତ୍ରା କରିବାବେଳେ ଖାସ୍‌ କରି ସ୍ବାମୀଙ୍କୁ କ୍ରୋଧକୁ ନିୟନ୍ତ୍ରଣ କରିବାକୁ ପଡିବ। ନଚେତ ସେ ଯଦି ସ୍ତ୍ରୀଙ୍କ ସହ ଝଗଡା କରନ୍ତି ତେବେ ତାଙ୍କୁ ଜେଲ୍‌ ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri