ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ କର୍ତ୍ତବ୍ୟରେ ଅବହେଳା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ ଉପଲବ୍ଧ, ସେଠାରେ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକ କେବଳ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ଗୁଡାରି ବିଡିଓ ସୁଚିସ୍ମିତା ବେହେରାଙ୍କୁ…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ । ଏହି ଆଇପିଏଲ ମ୍ୟାଚ ପାଇଁ ପାଗଳ…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ ପ୍ରତିକ୍ରିୟା ଦେଇ କହିଛନ୍ତି। ପୁରୀ ଏକ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ  ପ୍ରାଣୀତା ଦାସ ଶନିବାର ପୂର୍ବାହ୍ନରେ ଉଦ୍‌ଘାଟନ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍ ଇରାନ ମାଟିରେ ନିଖୋଜ ହୋଇଯାଇଛନ୍ତି । ଇରାନୀ ସାମରିକ ବାହିନୀ ଏବଂ ଇସଲାମିକ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ ପରିବର୍ତ୍ତନ କରି ଚାଇନା ମୁହାଁ ହୋଇଛି। ପେଟ୍ରୋଲିୟମ ମନ୍ତ୍ରଣାଳୟ କହିଛି ଯେ, ଭାରତ…

ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା…

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍‌ଲି ଅଫ୍‌ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍‌ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି ସମୟ ମଧ୍ୟରେ ହ୍ବାଇଟ୍‌ ହାଉସ୍‌ରେ ରହିବେ। ଉଚ୍ଚସ୍ତରୀୟ ରୁଦ୍ଧଦ୍ୱାର ବୈଠକର ଅଧ୍ୟକ୍ଷତା କରିବେ।…

ହର୍ମୁଜରେ ଖୋଲିଲା ନୂଆ ରାସ୍ତା, ଯୁଦ୍ଧ ମଧ୍ୟରେ ଜାହାଜଗୁଡ଼ିକୁ ମିଳିଲା ନିରାପଦ ପଥ, ଇରାନକୁ ଘାରିଲାଣି ଚିନ୍ତା

ତେହରାନ,୪ା୪: ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ପାଇଁ ଆଶ୍ୱସ୍ତିକର ଖବର ଆସିଛି। ହର୍ମୁଜ ପ୍ରଣାଳୀରେ ଏକ ନୂତନ ସାମୁଦ୍ରିକ ପଥ ଖୋଲିଥିବା ପରି ମନେ ହେଉଛି, ଯାହା ବାଣିଜି୍ୟକ ଜାହାଜଗୁଡ଼ିକୁ ପରିବହନ କରିବାକୁ ଅନୁମତି ଦେଉଛି। ଏହି ମାର୍ଗ ପାରମ୍ପରିକ ମାର୍ଗ ଏବଂ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ। ବିଶ୍ୱବିଦ୍ୟାଳୟ ସଂରକ୍ଷଣ ସଂଶୋଧନ ଆଇନ ଆସିବା ପରେ ବାଟ…

ଖୋଲିବ କି ହର୍ମୁଜ୍ ପ୍ରଣାଳୀ? ଆମେରିକାର ରିପୋର୍ଟରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୪।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଆମେରିକୀୟ ଗୁଇନ୍ଦା ରିପୋର୍ଟରେ ଦାବି କରାଯାଇଛି ଯେ ଇରାନ ଶୀଘ୍ର ହର୍ମୁଜ୍ ପ୍ରଣାଳୀକୁ ପୁନର୍ବାର ଖୋଲିବାର ସମ୍ଭାବନା ନାହିଁ । ଏହାର କାରଣ ହେଉଛି ଏହି ସାମୁଦ୍ରିକ ପଥ ଆମେରିକା ଉପରେ ଚାପ ସୃଷ୍ଟି କରିବା…

କୁନି କୁନି ପିଲାଙ୍କୁ ଖଡ଼ିଛୁଆଁଇବେ ମୁଖ୍ୟମନ୍ତ୍ରୀ: ଆଜି ବିଦ୍ୟାଳୟରେ ପ୍ରବେଶ ଉତ୍ସବ

ଭୁବନେଶ୍ୱର,୪ା୪(ସୁଚିସ୍ମିତା ସାହୁ):ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶନିବାର ବିଦ୍ୟାଳୟଗୁଡିକରେ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ଆୟୋଜିତ ହେବ। ରାଜଭବନ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ରହି କୁନି…

୪୦ କିମି ବେଗରେ ବହିବ ପବନ, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା: ସତର୍କ ସୂଚନା ଜାରି

ଭୁବନେଶ୍ୱର,୪।୪: ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ଥିବାରୁ ସତର୍କ ସୂଚନା ଜାରି ହୋଇଛି। ତେବେ ୨ଦିନ ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର କଳାହାଣ୍ଡି,…

ଆଜି ରାଜ୍ୟ କ୍ୟାବିନେଟ୍‌: ନିଆଯିବ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୪।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ୍‌ରେ ୭ଟିରୁ ଊର୍ଦ୍ଧ୍ୱ ପ୍ରସ୍ତାବ…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର ପରେ ଦୁଇଟି ଝଟକା ଲୋକଙ୍କୁ ସ୍ତବ୍ଧ କରିଦେଇଥିଲା। ଦିଲ୍ଲୀ ଏବଂ ନୋଏଡାରେ କାର୍ଯ୍ୟାଳୟରେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୩ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୮ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri