Posted inଖେଳ

ସନରାଇଜର୍ସ ମଙ୍ଗ ଧରିବେ ପ୍ୟାଟ୍‌ କମିନ୍ସ

ନୂଆଦିଲ୍ଲୀ,୨।୩: ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ୍‌ କମିନ୍ସ ଆଗାମୀ ଆଇପିଏଲ୍‌ ସିଜନ୍‌ରେ ସନ୍‌ରାଇଜର୍ସ ହାଇଦ୍ରାବାଦ ଅଧିନାୟକ ହୋଇପାରନ୍ତି। ଦଳର ମୁଖ୍ୟ ପ୍ରଶିକ୍ଷକ ଡାନିଏଲ ଭେଟୋରିଙ୍କ ସହ କମିନ୍ସଙ୍କ ନିକଟତା ଏବଂ ୨୦୨୩ ବିଶ୍ୱକପ ବିଜୟ ସମେତ ନିକଟରେ ତାଙ୍କର ସଫଳତା ଅଧିନାୟକତ୍ୱ ପରିବର୍ତ୍ତନକୁ ବିଚାର କରିବା ପାଇଁ ଟିମ୍‌ ମ୍ୟାନେଜମେଣ୍ଟକୁ ପ୍ରଭାବିତ କରିଥିବା କୁହାଯାଉଛି।

ଗତ ବର୍ଷ ଦକ୍ଷିଣ ଆଫ୍ରିକାର ଏଡେନ ମାର୍କ୍ରାମ ସନରାଇଜର୍ସର ନେତୃତ୍ୱ ନେଇଥିଲେ କିନ୍ତୁ ଅନେକ ତାରକା ଖେଳାଳି ଥିବା ସତ୍ତ୍ୱେ ଟିମ୍‌ ଟେବୁଲରେ ତଳେ ରହିଥିଲେ। ଅବଶ୍ୟ, ମାର୍କ୍ରାମ ୨୦୨୩ ଏବଂ ୨୦୨୪ ରେ ସନ୍‌ରାଇଜର୍ସ ହାଇଦ୍ରାବାଦର ଦକ୍ଷିଣ ଆଫ୍ରିକା ଫ୍ରାଞ୍ଚାଇଜ, ସନରାଇଜର୍ସ ଇଷ୍ଟର୍ନ କେପକୁ ଏସ୍‌ଏ୨୦ ରେ ଚାମ୍ପିୟନି କରାଇ ତାଙ୍କର ଅଧିନାୟକ ପ୍ରମାଣ କରିଥିଲେ।

ଆଇପିଏଲ ୨୦୨୪ ନିଲାମରେ ସନରାଇଜର୍ସ ପ୍ୟାଟ୍‌ କମିନ୍ସ (୨୦.୫୦ କୋଟି), ଟ୍ରାଭିସ ହେଡ (୬.୮୦ କୋଟି) ଏବଂ ୱାନିନ୍ଦୁ ହସରଙ୍ଗା (୧.୫ କୋଟି) ଭଳି ଖେଳାଳିଙ୍କ ପଛରେ ଏତେ ଟଙ୍କା ବ୍ୟୟ କରି ସେମାନଙ୍କୁ ଦଳରେ ସାମିଲ କରିଛି। ଯିହା ଦ୍ୱାଦଳ ଆହୁରି ମୁଦୃଢ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ICC ଦିନିକିଆ ମାନ୍ୟତା: ଶୀର୍ଷରେ ରୋହିତ, ଦ୍ୱିତୀୟ ସ୍ଥାନକୁ ଉଠିଲେ କୋହଲି

ମୁମ୍ବାଇ,୧୦।୧୨: ଆଇସିସି ଦ୍ୱାରା ବୁଧବାର ପ୍ରକାଶିତ ସଦ୍ୟତମ ଦିନିକିଆ ମାନ୍ୟତାରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଶୀର୍ଷ ସ୍ଥାନ ବଜାୟ ରଖିଥିବାବେଳେ ବିରାଟ କୋହଲି ଦୁଇଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri