Odisha Elections 2024

ଡେଟିଂର ୧୦ ବର୍ଷ ପରେ ପ୍ରେମିକଙ୍କ ହାତ ଧରିଲେ ସୁରଭି

ବମ୍ବେ: ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି ଟେଲି ପରଦାର ଲୋକପ୍ରିୟ ଅଭିନେତ୍ରୀ ସୁରଭି ଚନ୍ଦନା। ପ୍ରେମିକ କରନ ଶର୍ମାଙ୍କ ହାତ ଧରିଛନ୍ତି ସେ। ଉଭୟ ପରସ୍ପରକୁ ଦୀର୍ଘ ୧୦ ବର୍ଷ ଧରି ଡେଟ୍‌ କରୁଥିଲେ। ଶେଷରେ ସେମାନେ ରାଜସ୍ଥାନର ଜୟପୁରରେ ବିବାହ କରିଛନ୍ତି। ଏହି ବିବାହର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓରେ ଦୁହିଁଙ୍କ କେମେଷ୍ଟ୍ରି ମନ ଜିଣୁଛି। ସାଥୀ କଳାକାର ସାଙ୍ଗକୁ ପ୍ରଶଂସକମାନେ ସୁରଭିଙ୍କୁ ଶୁଭେଚ୍ଛା ଜଣାଉଛନ୍ତି।

କହିରଖୁଛୁ, ସୁରଭି ଟେଲିଭିଜନ ଧାରାବାହିକ ‘ଇସ୍କବାଜ’ ଜରିଆରେ ବେଶ ଲୋକପ୍ରିୟ ହୋଇଥିଲେ। ଏଥିରେ ସେ ଶିବାୟ ଓବରୟଙ୍କ ପତ୍ନୀ ଅର୍ଥାତ ଅନିକା ଭୂମିକା ତୁଲାଇଥିଲେ। ତେବେ ସେ ‘ତାରକ ମେହତା କା ଉଲଟା ଚଷମା’ରୁ ୨୦୦୯ରେ ଅଭିନୟ ଆରମ୍ଭ କରିଥିଲେ। ଏହାଛଡ଼ା ସେ ‘ସଞ୍ଜିବନୀ’, ‘ନାଗିନ ୫’, ‘ଶେରଦିଲ ଶେରଗିଲ’ ଭଳି ଅନେକ ଧାରାବାହିକରେ ନଜର ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହା ହେବେ ସାରା!

ମୁମ୍ବାଇ: ବଲିଉଡର ଯୁବ ତାରକାମାନଙ୍କ ମଧ୍ୟରେ ଅଛନ୍ତି ଶୈଫ ଅଲି ଖାନ ଏବଂ ତାଙ୍କ ପୂର୍ବତନ ପତ୍ନୀ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

୨୬ ଦିନ ପରେ ଫେରିଲେ ନିଖୋଜ ତାରକ ମେହେତା ଅଭିନେତା, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ନିଖୋଜ ହେବାର ୨୬ ଦିନ ପରେ ଘରକୁ ଫେରିଲେ ‘ତାରକ ମେହେଟ୍ଟା କା ଉଲଟା ଚଷମା’ ଷ୍ଟାର ଗୁରୁଚରଣ ସିଂ। ଏପ୍ରିଲ ୨୨ରେ ସେ...

ଗର୍ଲଫ୍ରେଣ୍ଡଙ୍କ ମୃତ୍ୟୁକୁ ସହିପାରିଲେନି ଏହି ଅଭିନେତା: ହାରିଲେ ଜୀବନ

କିଛି ଦିନ ପୂର୍ବରୁ ଅଭିନେତ୍ରୀ ପବିତ୍ରା ଜୟାରାମ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଥିଲେ। ବର୍ତ୍ତମାନ ତାଙ୍କ ପ୍ରେମିକ ତଥା ସହ-ଅଭିନେତା ଚନ୍ଦ୍ରକାନ୍ତ ଆତ୍ମହତ୍ୟା କରିଥିବା...

ସମ୍ପର୍କରେ ବାଜିଲା ମୋହର! ଶିବାଙ୍ଗୀଙ୍କ ପ୍ରେମରେ ପଡ଼ିଥିବା ସ୍ବୀକାର କଲେ…

ବମ୍ବେ: ପ୍ରେମରେ ପଡ଼ିଛନ୍ତି ଅଭିନେତା କୁଶାଲ ଟଣ୍ଡନ। ଅଭିନେତ୍ରୀ ଶିବାଙ୍ଗୀ ଜୋଶୀଙ୍କୁ ଡେଟ୍‌ କରୁଛନ୍ତି ସେ। କିଛି ଦିନ ଧରି ଉଭୟ ସମ୍ପର୍କରେ ଥିବା ନେଇ...

ଡ୍ରାମା କୁଇନ ରାଖୀ ସାଓ୍ବନ୍ତଙ୍କ ଅବସ୍ଥା ସଙ୍କଟାପନ୍ନ: ପୂର୍ବତନ ସ୍ବାମୀ ରିତେଶ

ମୁମ୍ବାଇ,୧୮।୫: ଡ୍ରାମା କୁଇନ ରାଖୀ ସାୱନ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସବୁଥର ପରି, ଯେତେବେଳେ ତାଙ୍କ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ଆସିଲା, କେହି ଏହାକୁ...

କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଐଶ୍ୱର୍ଯ୍ୟାଙ୍କ ଜଲଓ୍ବା

ନୂଆଦିଲ୍ଲୀ: ଚଳିତ ବର୍ଷ ଅନୁଷ୍ଠିତ ୭୭ତମ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ବଲିଉଡ୍‌ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଜଲଓ୍ବା ଦେଖାଇଛନ୍ତି। ୨୦ ବର୍ଷ ହେଲା ଐଶ୍ୱର୍ଯ୍ୟା ଏହି...

ଚତୁର୍ଥ ସ୍ବାମୀଙ୍କୁ ଛାଡ଼ପତ୍ର ଦେବେ ଜେନିଫର ଲୋପେଜ୍‌, ଦୁଇ ବର୍ଷ ପୂର୍ବେ କରିଥିଲେ ବିବାହ

ବମ୍ବେ: ଚତୁର୍ଥ ସ୍ବାମୀଙ୍କୁ ଛାଡ଼ପତ୍ର ଦେବାକୁ ଯାଉଛନ୍ତି ହଲିଉଡ୍‌ ଅଭିନେତ୍ରୀ ଜେନିଫର ଲୋପେଜ୍‌। ବେନ୍‌ ଆଫ୍‌ଲେକ୍‌ଙ୍କୁ ଦୁଇ ବର୍ଷ ପୂର୍ବେ ସେ ବିବାହ କରିଥିଲେ। ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri