ବିଜେଡି ଛାଡୁଛନ୍ତି ବଡ ବଡ ନେତା, ପୁଣି ଦଳ ଛାଡିଲେ ଆଉ ଜଣେ Ex MLA

କେନ୍ଦୁଝର,୩।୩: ବିଜେଡିକୁ ପୁଣି ଝଟ୍‌କା। ଦଳ ଛାଡିଲେ ଆଉ ଜଣେ ପୂର୍ବତନ ବିଧାୟକ। ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଶଙ୍ଖ ଛାଡିଛନ୍ତି। ଶଙ୍ଖ ଛାଡି ପ୍ରେମାନନ୍ଦ ପଦ୍ମ ଧରିବାକୁ ଯାଉଛନ୍ତି। ଆସନ୍ତାକାଲି ସେ ଭାଜପାରେ ଯୋଗ ଦେବା ନେଇ ଅପରାଜିତା ଷଡଙ୍ଗୀ ସୂଚନା ଦେଇଛନ୍ତି । ତାଙ୍କ ସହ ଧାମନଗର ବିଧାୟକ ରାଜୁ ଦାସ ମଧ୍ୟ ସାମିଲ ରହିବେ।

ସୂଚନାଥାଉ କି, ଫେବୃୟାରୀ ୯ରେ ବିଜେଡିରୁ ତେଲକୋଇ ବିଧାୟକ ପ୍ରେମାନନ୍ଦ ନାୟକ ଇସ୍ତଫା ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ବିଧାୟକ । ଦଳର ଅଣଦେଖା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଗତ କିଛିଦିନ ପୂର୍ବରୁ ଦଳଡିଆଁ ପର୍ବ ଚାଲୁଥିବାବେଳେ ବହୁ ପୁରୁଣା ନେତା ଦଳ ଛାଡିଛନ୍ତି। ଏଥିରେ କେବଳ ପ୍ରେମାନନ୍ଦ ନୁହେଁ ରାଜୁ ଦାସ, ଅରବିନ୍ଦ ଢାଲି ଇତ୍ୟାଦି ବହୁ ନେତା ସାମିଲ୍‌ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri