ପଶ୍ଚିମବଙ୍ଗର ୬୫% ନବନିର୍ବାଚିତ ବିଧାୟକଙ୍କ ନାମରେ ଆପରାଧିକ ମାମଲା, ୬୧% କୋଟିପତି: ADR

ନୂଆଦିଲ୍ଲୀ,୮ା୫(ପି.ଟି.): ପଶ୍ଚିମବଙ୍ଗର ନବନିର୍ବାଚିତ ବିଧାୟକମାନଙ୍କ ମଧ୍ୟରୁ ୬୫%ଙ୍କ ନାମରେ ଆପରାଧିକ ମାମଲା ରହିଥିବା ନାମାଙ୍କନପତ୍ର ଦାଖଲ ବେଳେ ସେମାନେ ସତ୍ୟପାଠରେ ଦେଇଥିବା ଘୋଷଣାରୁ ଜଣାପଡ଼ିଛି। ପୂର୍ବ ନିର୍ବାଚନ ତୁଳନାରେ ଏଥର ଆପରାଧିକ ମାମଲା ଥିବା…

୭୭ ବର୍ଷ ପରେ ବିକାଶର ନୂଆ ସୂର୍ଯ୍ୟୋଦୟ: କେନ୍ଦୁଗୁଡ଼ା-କନ୍ଦାଗୁଡ଼ା ଗ୍ରାମବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଥୁଆମୁଳ ରାମପୁର,୮।୫(ଦୁର୍ଗା କୀର୍ତ୍ତି): ଦେଶ ସ୍ବାଧୀନତାର ୭୭ ବର୍ଷ ପରେ ବି ଯେଉଁଠି ଶିକ୍ଷା, ସୱାସ୍ଥ୍ୟ ଓ ରାସ୍ତା ସାତସପନ ଥିଲା, ସେଠାରେ ଆଜି ବିକାଶର ନୂଆ ସୂର୍ଯ୍ୟୋଦୟ ହୋଇଛି। କଳାହାଣ୍ଡି ଜିଲ୍ଲା ଥୁଆମୁଳ…

ଇରାନ ସହ ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଲାଗିଲା ବଡ଼ ଝଟକା, ଆମେରିକା କୋର୍ଟ କହିଲେ…

ଓ୍ବାଶିଂଟନ,୮।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରମୁଖ ଅର୍ଥନୈତିକ ନୀତିକୁ ଏକ ବଡ଼ ଝଟକା ଲାଗିଛି। ଗୁରୁବାର, ଏକ ଫେଡେରାଲ କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ୧୦% ବିଶ୍ୱବ୍ୟାପୀ ଶୁଳ୍କକୁ ବେଆଇନ ଘୋଷଣା…

ଓଜନ ହ୍ରାସ ଔଷଧ ଖାଉଛନ୍ତି କି: ଘଟିପାରେ ଏମିତି…

ନୂଆଦିଲ୍ଲୀ, ୮ା୫ (ପି.ଟି.):ଓଜନ ହ୍ରାସ ପାଇଁ ବ୍ୟବହୃତ ହେଉଥିବା ଏବକାର ଓରାଲ୍‌ ଔଷଧଗୁଡ଼ିକ କେବଳ ଭୋକ କମାଉନାହିଁ, ବରଂ ଏହା ମସ୍ତିଷ୍କର ‘ରିୱାର୍ଡ ସର୍କିଟ’କୁ ସିଧାସଳଖ ପ୍ରଭାବିତ କରୁଛି। ଏହାଦ୍ୱାରା ମଣିଷର ଭାବନାକୁ ନିୟନ୍ତ୍ରଣ…

କେସିଙ୍ଗା ଭାଜପା ମହିଳା ମୋର୍ଚ୍ଚା ତରଫରୁ ଜନ-ଆକ୍ରୋଶ ମହିଳା ସମାବେଶ

କେସିଙ୍ଗା,୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଭାଜପାର ମହିଳା ମୋର୍ଚ୍ଚା ପକ୍ଷରୁ ଜନ ଆକ୍ରୋଶ ମହିଳା ସମାବେଶ ପାଳିତ ହୋଇଯାଇଛି । ଭାଜପା ନଗର ସଭାପତି ପିଙ୍କୁ ପରିଡାଙ୍କ ନେତୃତ୍ୱରେ ଏହା ଆୟୋଜିତ ହୋଇଥିଲା…

ଗୋତସ୍କରଙ୍କ ଗୁଳିମାଡ଼ ଘଟଣା, ପୋଖରୀ ଭିତରୁ ଡାକ୍ତରଙ୍କୁ ବାନ୍ଧିଲା ପୋଲିସ

ବୈଶିଙ୍ଗା,୮।୫(ରତନ ଦାଶ ): ମୟୂରଭଞ୍ଜ-ବାଲେଶ୍ୱର ସୀମାବର୍ତ୍ତୀ ବୈଶିଙ୍ଗା ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଥିବା ଗୋମାଫିଆଙ୍କ ଗୁଳିମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା ମିଳିଛି । ଗତ ମଙ୍ଗଳବାର ରାତିରେ ଗୋମାଫିଆଙ୍କ…

ହର୍ମୁଜରେ ଆମେରିକୀୟ ଜାହାଜ ଉପରେ ଗୁଳିମାଡ, ଟ୍ରମ୍ପ କହିଲେ…

ଓ୍ବାଶିଂଟନ,୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ହର୍ମୁଜ ପ୍ରଣାଳୀ ଦେଇ ଗତି କରିବା ସମୟରେ ତିନୋଟି ଆମେରିକୀୟ ନୌସେନା ଯୁଦ୍ଧଜାହାଜ…

କିଏ ହେବେ ବଙ୍ଗଳାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ? ଆଜି ଅମିତ ଶାହାଙ୍କ ସହ ଭାଜପା ବିଧାୟକମାନଙ୍କ ବୈଠକ ପରେ ନିଷ୍ପତ୍ତି

କୋଲକାତା,୮ା୫: ଶୁକ୍ରବାର ସକାଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କୋଲକାତାରେ ପହଞ୍ଚିଛନ୍ତି । ସେ ନବନିର୍ବାଚିତ ଭାଜପା ବିଧାୟକମାନଙ୍କ ସହିତ ଏକ ବୈଠକ କରିବେ । ସୂତ୍ର ଅନୁଯାୟୀ, ଏହି ବୈଠକ ସମୟରେ ନୂତନ ମୁଖ୍ୟମନ୍ତ୍ରୀଙ୍କ ନାମ ସ୍ଥିର କରାଯିବ। ପରବର୍ତ୍ତୀ ସମୟରେ,…

ଇସ୍ତଫା ଦେବେ ଥଲାପତି ବିଜୟଙ୍କ ସମେତ ୧୦୮ ବିଧାୟକ ! ତାମିଲନାଡୁ ରାଜନୀତିରେ ହଟଚମଟ

ଚେନ୍ନାଇ,୮।୫: ତାମିଲନାଡୁରେ ଝୁଲା ବିଧାନସଭା ପରେ ସରକାର ଗଠନକୁ ନେଇ ସସ୍ପେନ୍ସ ଆହୁରି ଘନୀଭୂତ ହୋଇଛି। ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଜାଗା ଭେଟ୍ରି କାଝାଗମ (TVK) ରାଜ୍ୟପାଳଙ୍କ ସମ୍ମୁଖରେ ସରକାର ଗଠନ କରିବାକୁ ଦାବି କରିଥିଲା କିନ୍ତୁ ଆବଶ୍ୟକୀୟ ସଂଖ୍ୟାଗରିଷ୍ଠତା ସଂଖ୍ୟା…

ଖୁସିଖବର ଦେଲେ ମୁଖ୍ୟମନ୍ତ୍ରୀ: ହୋଇଗଲା ମେଗା ଡିଲ୍‌, ହଜାର ଯୁବତୀଯୁବକଙ୍କୁ ମିଳିବ ନିଯୁକ୍ତି

ଭୁବନେଶ୍ୱର,୮ା୫(ଅନୁରାଧା ମହାରଣା): ଗୁଜରାଟ ଗସ୍ତରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪୮,୩୩୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ ପ୍ରତିଶ୍ରୁତି ସହ ଓଡ଼ିଶା ଫେରିଛନ୍ତି। ଅହମ୍ମଦାବାଦ, ମୁନ୍ଦ୍ରା ଏବଂ ଭଦୋଦରାରେ ଅନୁଷ୍ଠିତ ଓଡ଼ିଶା ନିବେଶକ ସମ୍ମିଳନୀ ରୋଡ୍‌ ଶୋ’ରେ ରାଜ୍ୟ ସରକାର ୭୧ଟି…

ଅପରେଶନ ସିନ୍ଦୂରକୁ ବର୍ଷେ, ସିନ୍ଧୁଜଳ ଚୁକ୍ତିକୁ ନେଇ ବୁଝାମଣା ହେବ ନାହିଁ କହିଲେ ଜୟସ୍ବାଲ

ନୂଆଦିଲ୍ଲୀ,୮।୫: ସୀମାପାର ଆତଙ୍କବାଦ ପାଇଁ ପାକିସ୍ତାନକୁ ଭାରତ ଠିକଣା ଜବାବ ଦେଇଛି। ପାକିସ୍ତାନ ଯଦି କୌଣସି ସମୟରେ ଭାରତରେ ଆତଙ୍କବାଦ କାର୍ଯ୍ୟକଳାପ କରିବାକୁ ଉଦ୍ୟମ କରେ ତେବେ ଭାରତ ଏଥିପାଇଁ ଉଚିତ ପଦକ୍ଷେପ ଗ୍ରହଣ କରିବ ବୋଲି ଗୁରୁବାର ବହିର୍ବ୍ୟାପାର ମନ୍ତ୍ରଣାଳୟ…

ହଟିଲେ ଦିଦି, ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ

କୋଲକାତା,୭।୫: ମମତା ବାନାର୍ଜୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ମନା କରିବା ପରେ, ରାଜ୍ୟପାଳ ପଶ୍ଚିମବଙ୍ଗ କ୍ୟାବିନେଟକୁ ବରଖାସ୍ତ କରିଥିଲେ। ବଙ୍ଗଳା ନିର୍ବାଚନରେ ହୋଇଥିବା ଭୟଙ୍କର ପରାଜୟ ପରେ ମମତା ବାନାର୍ଜୀ ପଦ ଛାଡିବାକୁ ମନା କରିଦେଇଥିଲେ, ଯାହା ଫଳରେ ରାଜ୍ୟପାଳ…

ଏକଦା ଥିଲେ ଶ୍ରୀଦେବୀ-କାଜୋଲଙ୍କ ଡ୍ରେସ୍‌ ଡିଜାଇନର, ଏବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଦୌଡ଼ରେ ଆଗରେ; ଜାଣନ୍ତୁ କିଏ ସେ…

କୋଲକାତା,୭।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ ଫଳାଫଳ ସମସ୍ତଙ୍କୁ ଚକିତ କରିଛି। ଦୀର୍ଘ ୧୫ ବର୍ଷର ତୃଣମୂଳ କଂଗ୍ରେସ (TMC) ଶାସନର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି (BJP) ଏକ ବୃହତ ବିଜୟ ହାସଲ କରିଛି। ୨୦୭ଟି ଆସନ ଜିତି…

ପୁଣି ଏକ ନୂଆ ମାମଲାରେ ଫସିଲେ ରାହୁଲ ଗାନ୍ଧୀ, ଏଥର…

ନୂଆଦିଲ୍ଲୀ,୭ା୫: ଲୋକ ସଭାର ବିରୋଧୀ ଦଳ ନେତା ତଥା ରାୟବରେଲିର କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ ଦ୍ୱୈତ ନାଗରିକତା ମାମଲା ପରେ ଆଉ ଏକ ନୂଆ ମାମଲାରେ ଫସିଥିବା ଜଣାପଡ଼ିଛି। ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚ କଂଗ୍ରେସ ନେତାଙ୍କ ବିରୋଧରେ ଆୟ…

ଫସିଗଲେ ଥଲାପତି ବିଜୟ: ରାଜ୍ୟପାଳ ରଖିଲେ ବଡ଼ ସର୍ତ୍ତ, ଏବେ ହେବ କ’ଣ

ଚେନ୍ନାଇ,୭।୫: ତାମିଲନାଡୁ ବିଧାନସଭା ନିର୍ବାଚନର ଫଳାଫଳ ପରେ ମଧ୍ୟ ନୂତନ ସରକାର ଗଠନ ସମ୍ପର୍କିତ ଚିତ୍ର ଅସ୍ପଷ୍ଟ ରହିଛି। କଂଗ୍ରେସ ସମର୍ଥନରେ ସରକାର ଗଠନ ପାଇଁ ଦାବି କରିବାର ଗୋଟିଏ ଦିନ ପରେ ଗୁରୁବାର ବିଜୟ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ…

ଆସୁଛି ଲଘଚାପ: ଏହି ଦିନଠାରୁ ଛେଚିବ ବର୍ଷା

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ):ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ବିଭିନ୍ନ ମଡେଲ୍‌ ପକ୍ଷରୁ ସଙ୍କେତ ମିଳିଥିବାବେଳେ ଲଘୁଚାପର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୫ ଏପ୍ରିଲ, ୨୦୨୬ )

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri