ବେଣାପୁର ପଡ଼ିଆରେ ମୋଦି: ପାଛୋଟି ନେଲେ ନବୀନ

ଭୁବନେଶ୍ୱର,୫।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିନିକିଆ ଓଡ଼ିଶା ଗସ୍ତରେ ଆସି ଯାଜପୁରର ଚଣ୍ଡିଖୋଲସ୍ଥିତ ବେଣାପୁର ପଡ଼ିଆରେ ପହଞ୍ଚିଛନ୍ତି। ସେଠାରେ ପୂର୍ବରୁ ଉପସ୍ଥିତ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୁଲତୋଡ଼ା ଦେଇ ପାଛୋଟି ନେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ଲାଗି ସେଠାରେ ବିପୁଳ ଜନସମାବେଶ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିଗ୍ ୱର୍କର୍ସଙ୍କ ପାଇଁ ଖୁସି ଖବର: କେନ୍ଦ୍ର ସରକାର ଆଣିଲେ ସୁରକ୍ଷା ନିୟମ

ନୂଆଦିଲ୍ଲୀ,୨।୧: ସ୍ୱଳ୍ପକାଳୀନ କିମ୍ବା ଚୁକ୍ତିଭିତ୍ତିକ କାର୍ଯ୍ୟ କରୁଥିବା ‘ଗିଗ୍ ୱର୍କର୍ସ’ ମାନଙ୍କ ପାଇଁ କେନ୍ଦ୍ର ଶ୍ରମ ଓ ନିଯୁକ୍ତି ମନ୍ତ୍ରାଳୟ ଏକ ବଡ଼ ପଦକ୍ଷେପ ନେଇଛନ୍ତି।...

ହାତୀର ଟ୍ରାଙ୍କୁଲାଇଜ୍‌ ଚିକିତ୍ସା ପାଇଁ ଅନୁମତି ମାଗିଥିଲା ବନ ବିଭାଗ, ହେଲେ…

ବଲାଙ୍ଗୀର,୨ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଞ୍ଜ ବେଲଗାଁ ସେକ୍ସନ ନାରିକଟା ବିଟ୍‌ ବିଜେପୁର ପଞ୍ଚାୟତ ବର୍ଣ୍ଣି ଜଙ୍ଗଲସ୍ଥିତ ନୀମପଡ଼ା ଗାଁର ନାଳରେ ଏକ...

ଖଣ୍ଡଗିରି ମାଘ ମେଳା ନେଇ ମେୟରଙ୍କ ସୂଚନା, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପରିବେଷଣ…

ଭୁବନେଶ୍ବର, ୨/୧:  ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ । ଖଣ୍ଡଗିରି ମାଘ...

୪ ବର୍ଷ ପରେ BTS ର ଧମାକାଦାର ପ୍ରତ୍ୟାବର୍ତ୍ତନ: ଏହିଦିନ ରିଲିଜ୍ ହେବ ନୂଆ ଆଲବମ୍

ନୂଆଦିଲ୍ଲୀ,୨।୧: ବିଶ୍ୱପ୍ରସିଦ୍ଧ କେ-ପପ୍ ବୟ ବ୍ୟାଣ୍ଡ BTS ର ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ଏହି...

ଯୁବକଙ୍କୁ ଦଳି ମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ଆକାଶରେ ଦେଖିବାକୁ ମିଳିବ ମହାଜାଗତିକ ଦୃଶ୍ୟ। ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’...

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri