Posted inଖେଳ

ପ୍ରଥମଥର ଏମିତି କାରନାମା କଲେ ଯଶସ୍ବୀ ଜୟସ୍ବାଲ

ନୂଆଦିଲ୍ଲୀ,୬।୩: ନିକଟରେ ଆଇସିସି ସଦ୍ୟ ଟେଷ୍ଟ ର଼୍ୟାଙ୍କିଙ୍ଗ ପ୍ରକାଶ କରିଛି। ଏଥିରେ ଟିମ ଇଣ୍ଡିଆର ଖେଳାଳିମାନେ ବହୁତ ଉପକୃତ ହୋଇଛନ୍ତି। ଯୁବ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ପ୍ରଥମ ଥର ପାଇଁ ଶ୍ରେଷ୍ଠ ୧୦ରେ ପହଞ୍ଚିଛନ୍ତି। ର଼୍ୟାଙ୍କିଙ୍ଗରେ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ମଧ୍ୟ ଫାଇଦା ହୋଇଛି। ଯଶସ୍ବୀ ଏବଂ ରୋହିତ ପ୍ରତ୍ୟେକ ଦୁଇଟି ସ୍ଥାନ ଖସିଯାଇଛନ୍ତି। ଶୁଭମାନ ଗିଲ ଏବଂ ରବିନ୍ଦ୍ର ଜାଡେଜା ସେମାନଙ୍କ ସ୍ଥାନରେ ରହିଛନ୍ତି। ବୋଲିଂ ର଼୍ୟାଙ୍କିଙ୍ଗରେ ଜସପ୍ରୀତ ବୁମ୍‌ରାଙ୍କୁ ଫାଇଦା ହୋଇଛି।
ଟେଷ୍ଟ ର଼୍ୟାଙ୍କିଙ୍ଗରେ ଭାରତୀୟ ଖେଳାଳିଙ୍କ ତାଲିକାରେ ବିରାଟ କୋହଲି ଶୀର୍ଷରେ ଅଛନ୍ତି। କୋହଲି ଗୋଟିଏ ସ୍ଥାନ ଉପରକୁ ଉଠି ୮ ନମ୍ବରରେ ଅଛନ୍ତି। ଯଶସ୍ବୀ ଜୟସ୍ବାଲ ଦୁଇଟି ସ୍ଥାନ ଉପରକୁ ଉଠି ୧୦ ନମ୍ବରରେ ପହଞ୍ଚିଛନ୍ତି। ନିକଟରେ ଯଶସ୍ବୀ ଇଂଲଣ୍ଡ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିଲେ। ସେ ଲଗାତାର ଦୁଇଥର ଶତକ ହାସଲ କରିଥିଲେ। ଭାରତୀୟ ଅଧିନାୟକ ରୋହିତ ଶର୍ମା ୧୧ ନମ୍ବରରେ ଅଛନ୍ତି। ଗିଲ ୩୧ ନମ୍ବରରେ ଏବଂ ଜାଡେଜା ୩୭ ନମ୍ବରରେ ରହିଛନ୍ତି।
ଟେଷ୍ଟ ବୋଲିଂ ର଼୍ୟାଙ୍କିଙ୍ଗରେ ଟିମ ଇଣ୍ଡିଆର ଦ୍ରୁତ ବୋଲର ଜସପ୍ରୀତ ବୁମ୍‌ରା ଶୀର୍ଷରେ ରହିଛନ୍ତି। ରବିଚନ୍ଦ୍ରନ ଅଶ୍ୱିନ ଦ୍ୱିତୀୟ ସ୍ଥାନରେ ଅଛନ୍ତି। ବୋଲିଂ ର଼୍ୟାଙ୍କିଙ୍ଗରେ ରବିନ୍ଦ୍ର ଜାଡେଜା ୭ ନମ୍ବରରେ ଆସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri