Posted inଫୁରସତ

Video: ଚାଇନାରେ କିଭଳି ହୋଇଥାଏ ରିକ୍ସା, ଦେଖିଲେ ଚକିତ ହେବେ…

ବିଶ୍ୱର ପ୍ରତିଟି ଦେଶର ନିଜ ସଂସ୍କୃତି ଏବଂ ଭାଷା ରହିଛି। ସେଠାକାର ବାସିନ୍ଦାଙ୍କ ଜୀବନ ଜିଇଁବାର ପଦ୍ଧତି ବି ନିଆରା। ଗାଡ଼ି ମୋଟରଠାରୁ ଆରମ୍ଭ କରି ଖାଦ୍ୟପେୟ, ପୋଷାକ ପରିଧାନ ଆଦିରେ ସେସବୁର ଝଲକ ଦେଖିବାକୁ ମିଳେ। ଏଭଳି ଏକ ଘଟଣାକ୍ରମରେ ଚାଇନା ରାସ୍ତାରେ ଗଡ଼ୁଥିବା ରିକ୍ସା ଏବେ ଚର୍ଚ୍ଚାରେ ରହିଛି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ସାମ୍ନାକୁ ଆସିଥିବା କେଇ ସେକେଣ୍ଡର ଭିଡିଓରେ ରାସ୍ତା ଉପରେ ଜଣେ ବ୍ୟକ୍ତି ଛିଡ଼ା ହୋଇଥିବା ନଜର ଆସୁଛନ୍ତି। ପରେ ସେଠାରେ ଏକ କାର୍‌ ଭଳି ଗାଡ଼ି ପହଞ୍ଚୁଛି। ପଚାରିବାରେ ସେ ରିକ୍ସା ଥିବା ଜଣାପଡ଼ୁଛି। ଏହାକୁ ଦେଖି ଦାମୀ ରିକ୍ସା ମାମଲାରେ ଆମେରିକା ବି ପଛରେ ପଡ଼ିବ ବୋଲି କୁହାଯାଉଛି।
ଦେଖନ୍ତୁ ଭିଡିଓ:


Enter your email to get our daily news in your inbox.

All Right Reserved By Dharitri.Com

ମୃତବ୍ୟକ୍ତିଙ୍କ ସୁନା ଅଳଙ୍କାର ପାଖରେ ରଖୁଛନ୍ତି କି? ପଡିପାରେ ନକରାତ୍ମକ ଶକ୍ତି, ଜାଣନ୍ତୁ ଗରୁଡ ପୁରାଣ କ’ଣ କହୁଛି

ସୁନାକୁ ସୌଭାଗ୍ୟ ଏବଂ ସକାରାତ୍ମକ ଶକ୍ତିର ବାହକ ବୋଲି ବିବେଚନା କରାଯାଏ। ଏହାର ଚମକ ଏବଂ ଆକର୍ଷଣ ସମସ୍ତଙ୍କୁ ଆକର୍ଷିତ କରେ। ସୁନା ଅଳଙ୍କାର, ବିଶେଷକରି...

ଗୃହରକ୍ଷୀବାହିନୀ ପୋଲିସର ଅଭିନ୍ନ ଅଙ୍ଗ: ଜନସାଧାରଣଙ୍କ ହୋଇଛନ୍ତି ଆସ୍ଥାଭାଜନ

ବଲାଙ୍ଗୀର, ୬।୧୨(ସୁନିଲ କୁମାର ମହାନ୍ତି): ଓଡ଼ିଶା ଗୃହରକ୍ଷୀ ବାହିନୀର ୬୩ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବଲାଙ୍ଗୀର ରିଜର୍ଭ ପୋଲିସ ପରେଡ ପଡିଆଠାରେ ଶନିବାର ପାଳିତ ହୋଇଯାଇଛି...

ବିପୁଳ ଗଞ୍ଜେଇ ଜବତ,  ଜଣଙ୍କ ପରେ ଜଜଙ୍କୁ ମାଡିବସିଲା…

ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଅବକାରୀ ବିଭାଗ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢାଉ କରି ବିପୁଳ ପରିମାଣ ଗଞ୍ଜେଇ ଜବତ ସହ ୬ ଜଣଙ୍କୁ ଗିରଫ...

୧ଟଙ୍କାରେ ଜମି ଦେବେ ସରକାର, ଏହି ତାରିଖ ସୁଦ୍ଧା କରିବାକୁ ପଡିବ ଆବେଦନ, କିନ୍ତୁ ରହିଛି ଏହି ସର୍ତ୍ତ

ପାଟନା,୬।୧୨: ପ୍ରାୟତଃ ଦେଖାଯାଏ ଯେ ଏକ ଭଲ ବ୍ୟବସାୟିକ ଧାରଣା ସତ୍ତ୍ୱେ, ଆକାଶଛୁଆଁ ଜମି ମୂଲ୍ୟ ଉଦ୍ୟୋଗୀମାନଙ୍କ ସ୍ୱପ୍ନକୁ ବାଧା ଦିଏ। ଯଦି ଆପଣ ମଧ୍ୟ...

ବାଇକ୍‌ ଚାଳକଙ୍କ ଉପରେ ମାଡ଼ିଗଲା ଟ୍ରଲର: ଜାତୀୟ ରାଜପଥ ରକ୍ତଚଞ୍ଜିତ

ବଣାଇଁ, ୬।୧୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ଗମଲେଇ ନିକଟ ୧୪୩ ନମ୍ବର ଜାତୀୟ ରାଜପଥରେ କିଛି ସମୟ ପୂର୍ବରୁ ଘଟିଛି ଏକ ମର୍ମନ୍ତୁଦ...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

କ୍ୟାମେରା ଜଗିଛି, ବାଘ ନେଇଗଲା ବାଛୁରୀ: ଘୁମୁସର ବନଖଣ୍ଡରେ ବଢୁଛି ଆତଙ୍କ

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଘୁମୁସର ଉତ୍ତର ବନଖଣ୍ଡରେ ଦିନକୁ ଦିନ ବନ୍ୟପ୍ରାଣୀ ଆତଙ୍କ ବଢୁଛି। ଯାହାକୁ ନେଇ ଜଙ୍ଗଲ ନିକଟବର୍ତ୍ତୀ ଗ୍ରାମବାସୀ ଆତଙ୍କିତ...

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri