Odisha Elections 2024

ଜଣଙ୍କ ପରେ ଜଣେ ବରିଷ୍ଠ ନେତା ଛାଡ଼ୁଛନ୍ତି ଦଳ: ବିଜେଡି ଛାଡ଼ିଲେ ପୂର୍ବତନ ବିଧାୟକ ସୁଦର୍ଶନ ଜେନା

ଭୁବନେଶ୍ୱର,୮।୩: ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସୁଦର୍ଶନ ଜେନା ଶୁକ୍ରବାର ବିଜେଡି ଛାଡ଼ିଛନ୍ତି। ସେ ଏକାଧିକ କାରଣ ଦର୍ଶାଇ ବିଜେଡି ଛାଡ଼ଥିବା ଜଣାପଡ଼ିଛି। ଜିଲା ସଭାପତିଙ୍କୁ ସେ ତାଙ୍କ ଇସ୍ତଫାପତ୍ର ପଠାଇଛନ୍ତି। ତେବେ ଆଗାମୀ ନିର୍ବାଚନ ପୂର୍ବରୂ ବିଜେଡିର ବହୁ ବରିଷ୍ଠ ନେତା ଦଳ ଛାଡ଼ୁଥିବା ବିଜେଡି ପାଇଁ ଚିନ୍ତା ବଢ଼ାଉଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲା ସରକାରୀ ଡାକ୍ତରଖାନାରେ ୧୦ଜଣଙ୍କ ଅସ୍ବାଭାବିକ ମୃତ୍ୟୁ

ଭୁବନେଶ୍ୱର,୩୦।୫: ରାଉରକେଲା ସରକାରୀ ଡାକ୍ତରଖାନା (RGH)ରେ ଗୁରୁବାର ସାଢେ ୬ ଘଣ୍ଟା ଭିତରେ ୧୦ ଜଣଙ୍କୁ ମୃତ ଘୋଷଣା କରାଯାଇଛି। ଡାକ୍ତରଖାନାର ଭାରପ୍ରାପ୍ତ ଅଧୀକ୍ଷକ ଡାକ୍ତର...

ଶିଶୁପୁତ୍ରର ବେକରେ ଭୁଜାଲି ରଖି ଲୁଟିନେଲେ ଟଙ୍କା, ଅଳଙ୍କାର

ପାରଳାଖେମୁଣ୍ଡି,୩୦ା୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ବନାଥନଗରରେ ଗୁରୁବାର ଏକ ବଡ଼ ଧରଣର ଲୁଟପାଟ୍‌ ଘଟିଛି। ୪ଜଣ ଲୁଟେରା ଜଣେ ଶିଶୁପୁତ୍ରର ବେକରେ ଭୁଜାଲି...

ରାଜ୍ୟରେ ନବୀନ ବାଣ୍ଟିଛନ୍ତି କଂଗ୍ରେସ ଟିକେଟ୍‌: ଧମେନ୍ଦ୍ରଙ୍କ ବୟାନକୁ ନେଇ ରାଜନୀତିରେ ଚର୍ଚ୍ଚା

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ସମୟରେ ଅନେକ ନେତା ନବୀନଙ୍କୁ କାଉଣ୍ଟର କରୁଛନ୍ତି। ଏହି...

ଝିଅ, ମା,ବାପା ଘରେ ଥିଲେ: ପଡ଼ିଲା ବଜ୍ରପାତ

ବାଲିଗୁଡ଼ା,୩୦।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ଟିକାବାଲିରେ ଗୁରୁବାର ଅପରାହ୍ନରେ ଘଡଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ବଜ୍ରପାତରେ...

ମୁଖ୍ୟମନ୍ତ୍ରୀଙ୍କ ରୁମ୍‌ରୁ କଟାଯାଇଛି ଟେଲିଫୋନ, ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୁମ୍‌ରୁ ଟେଲିଫୋନ କଟାଯାଇଛି। ନବୀନଙ୍କ ସାକ୍ଷାତକାରରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ। ଧର୍ମେନ୍ଦ୍ର କହିଛନ୍ତି, ନବୀନ ନିବାସର ନବୀନଙ୍କ...

‘କେବଳ ଏକା ପାଣ୍ଡିଆନ୍‌ କାହିଁକି ମାଇକ୍‌ ଧରୁଛନ୍ତି’, ନବୀନଙ୍କ ସାକ୍ଷାତକାର ପରେ ହିମନ୍ତଙ୍କ ବଡ଼ ବୟାନ

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସାକ୍ଷାତକାର ପରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ପ୍ରତିକ୍ରିୟା ରଖିଛନ୍ତି। ହିମନ୍ତ କହିଛନ୍ତି, ନବୀନ ସାକ୍ଷାତକାରରେ ଦେଇଥିବା ଉତ୍ତର ଅଧିକ...

ଭଦ୍ରକ ଜିଲାରେ ୧୪୪ ଧାରା ଲାଗୁ, ୫ରୁ ଅଧିକ ଏକାଠି ହେବା, ବୁଲିବା ମନା

ଭୁବନେଶ୍ୱର,୩୦।୫: ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ଶେଷ...

ବିଷ ପିଇ ଦେଲେ ଦମ୍ପତି

ଫୁଲବାଣୀ,୩୦ା୫(ରାକେଶ କୁମାର ରାଉତ): ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଫରିଙ୍ଗିଆ ବ୍ଲକରେ। ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେବାପରେ ଉଭୟେ ବିଷ ପିଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri