ବ୍ରହ୍ମପୁରରେ ଅଜନ୍ତା ଶୁଜ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୯।୩ (ଅଭୟ ଦାଶ): ଅଜନ୍ତା ଶୁଜ୍‌ସ(ଇଣ୍ଡିଆ) ପ୍ରାଇଭେଟ୍‌ ଲିମିଟେଡ୍‌ ବା ଅଜନ୍ତା ଫୁଟ୍‌କେୟାରର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶୁକ୍ରବାର ବ୍ରହ୍ମପୁର ପୁରୁଣା ବସ୍‌ଷ୍ଟାଣ୍ଟ ନିକଟସ୍ଥ ଅନ୍ନପୂର୍ଣ୍ଣା ମାକେର୍ଟଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁଙ୍କ ସମେତ ବିଧାୟକ ବିକ୍ରମ ପଣ୍ଡା, ପୂର୍ବତନ ବିଧାୟକ ରମେଶ ଚ୍ୟାଉପଟ୍ଟନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଅଜନ୍ତା ଶୁଜ୍‌ସର ଆର୍‌ଏମ୍‌ ଶୁଭାଶିଷ୍‌ ଚାଟାର୍ଜୀ, ଆର୍‌ଏମ୍‌ ଓଡ଼ିଶା ସୁବାସ ପଣ୍ଡା ଓ ଅନ୍ୟମାନେ ଉପସ୍ଥିତ ଥିଲେ।
ଉଲ୍ଲେଖଯୋଗ୍ୟ, ୮୫୦ ବର୍ଗଫୁଟ ପରିବ୍ୟାପ୍ତ ସ୍ଥାନରେ କମ୍ପାନୀର ବ୍ରାଣ୍ଡ ଷ୍ଟୋର ଅଜନ୍ତା ଫୁଟ୍‌କେୟାର ରାଜ୍ୟର ୩ୟ ପ୍ରିମିୟମ ଷ୍ଟୋର ହୋଇଥିଲାବେଳେ ଇଷ୍ଟ ଇଣ୍ଡିଆରେ ଏହା ୧୫୨ତମ ଷ୍ଟୋର ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ସେହିଭଳି ଏଠାରେ ବ୍ରାଣ୍ଡ୍‌ର ସମସ୍ତ ଉତ୍ପାଦ ସହିତ ଇମ୍ପାକ୍ଟ ସ୍ପୋଟ୍ସର୍ର୍ ଶୁଜ୍‌ସର ବ୍ୟାପକ ସମ୍ଭାର ଉପଲବ୍ଧ ରହିଛି। ଅପରପକ୍ଷରେ ଗ୍ରାହକଙ୍କ ଚାହିଦା ଓ ବଜାର ଆବଶ୍ୟକତା ପୂରଣକୁ ପ୍ରାଥମିକତା ଦେବା ସହ ଗୁଣାତ୍ମକ ସେବା ଓ ଉତ୍ପାଦ ଯୋଗାଇବାକୁ କମ୍ପାନୀ ଲକ୍ଷ୍ୟ ରଖିଛି ବୋଲି ଷ୍ଟୋର ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

୧ ଲକ୍ଷ ଟଙ୍କାର ଋଣ ୭୪ ଲକ୍ଷରେ ପହଞ୍ଚିଲା: ପରିଶୋଧ କରିବାକୁ କିଡନୀ ବିକ୍ରି କଲେ ଚାଷୀ

ଭୁବନେଶ୍ୱର,୧୬।୧୨: ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାର ଜଣେ ଚାଷୀଙ୍କୁ ବେଆଇନ ମହାଜନମାନଙ୍କଠାରୁ ନେଇଥିବା ୧ ଲକ୍ଷ ଟଙ୍କାର ଋଣ ଶେଷରେ ଦିନକୁ ୧୦,୦୦୦ ଟଙ୍କା ସୁଧ ସହିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri