Posted inଜାତୀୟ

ମୋଦିଙ୍କ ଭିନ୍ନ ଷ୍ଟାଇଲ, ହାତୀ ପିଠିରେ ବସି ବୁଲିଲେ କାଜିରଙ୍ଗା ନ୍ୟାଶନାଲ ପାର୍କ

ଗୁଆହାଟୀ,୯।୩: ମାର୍ଚ୍ଚ ୮ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଆସାମ ଗସ୍ତରେ ଅଛନ୍ତି। ଏହି ସମୟ ମଧ୍ୟରେ ସେ ୧୮ ହଜାର କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପର ଉଦଘାଟନ କରିବେ। ଶନିବାର ସକାଳେ ସେ କାଜିରଙ୍ଗା ଜାତୀୟ ଉଦ୍ୟାନରେ ଏକ ଜଙ୍ଗଲ ସଫାରି କରିଥିଲେ। ଅର୍ଥାତ୍‌ ମାର୍ଚ୍ଚ ୮ସାରେ ପିଏମ ମୋଦି କାଜିରଙ୍ଗା ଜାତୀୟ ଉଦ୍ୟାନରେ ରହିଥିଲେ।
ସେ ଏଠାରେ ପ୍ରାୟ ଦୁଇ ଘଣ୍ଟା ରହିବେ। ଏହା ପରେ ସେ ଅରୁଣାଚଳ ପ୍ରଦେଶ ଯିବେ, ଯେଉଁଠାରେ ସେ ଦୁଇଟି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ସେ ଅପରାହ୍ନରେ ଜୋରହାଟକୁ ଫେରି ଆସିବେ ଏବଂ ମହାନ ଅହମ ସେନାପତି ଲଚିତ ବୋରଫୁକନଙ୍କ ୧୨୫ଫୁଟ ଉଚ୍ଚତା ବିଶିଷ୍ଟ ‘ଷ୍ଟାଚ୍ୟୁ ଅଫ ଭାଲୋର’ର ଉଦଘାଟନ କରିବେ। ଅଧିକାରୀ କହିଛନ୍ତି ଯେ ମୋଦି ଏହା ପରେ ମେଲେଙ୍ଗ ମେଟେଲି ପୋଥାର ପରିଦର୍ଶନ କରିବେ ଯେଉଁଠାରେ ସେ ପ୍ରାୟ ୧୮,୦୦୦କୋଟି ଟଙ୍କା ମୂଲ୍ୟର କେନ୍ଦ୍ରୀୟ ଏବଂ ରାଜ୍ୟ ପ୍ରକଳ୍ପର ମୂଳଦୁଆ ପକାଇବେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri