ପୁଣିଥରେ ରିଙ୍ଗକୁ ଫେରିବେ ମାଇକ୍‌ ଟାଇସନ୍‌, ସୋସିଆଲ ମିଡିଆ ‘ସୁଲ୍‌ତାନ୍‌’ଙ୍କ ସହ ହେବ ଲଢ଼େଇ

ନୂଆଦିଲ୍ଲୀ,୯।୩: ଦୁନିଆର ସବୁଠାରୁ ଭୟଙ୍କର ବକ୍ସର ମାଇକ ଟାଇସନ ୫୭ ବର୍ଷ ବୟସରେ ପୁଣି ଥରେ ରିଙ୍ଗକୁ ଫେରିବାକୁ ଯାଉଛନ୍ତି। ଜୁଲାଇ ୨୦ ରେ ଟାଇସନ ରିଙ୍ଗକୁ ଫେରିବେ। ସେ ପୂର୍ବତନ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ତଥା ପେସାଦାର ବକ୍ସର ଜ୍ୟାକ ପାଲଙ୍କ ସହ ମୁହାଁମୁହିଁ ହେବେ।

ତେବେ ଟାଇସନ ତାଙ୍କର ସମଗ୍ର କ୍ୟାରିୟରରେ ୫୮ ପେସାଦାର ଲଢ଼େଇ କରିଛନ୍ତି, ସେଥିମଧ୍ୟରୁ ୫୦ଟିରେ ସେ ଜିତିଛନ୍ତି। ଏକ ସମୟ ଥିଲା ଯେତେବେଳେ ବକ୍ସରମାନେ ଟାଇସନଙ୍କୁ ସାମ୍ନା କରିବାକୁ ଭୟ କରୁଥିଲେ, କାରଣ ସେ ତାଙ୍କ କ୍ୟାରିୟରର କ୍ରମାଗତ ୩୭ ଲଢ଼େଇ ଜିତିଥିଲେ।୨୦୦୫ ରେ ଟାଇସନଙ୍କୁ ତାଙ୍କ କ୍ୟାରିୟରର ଶେଷ ମ୍ୟାଚରେ ପରାଜୟର ସାମ୍ନା କରିବାକୁ ପଡିଥିଲା।

ମାଇକ ଟାଇସନ ଏବଂ ଜ୍ୟାକ ପଲ୍‌ଙ୍କ ମଧ୍ୟରେ ହେବାକୁ ଥିବା ଏହି ଲଢ଼େଇ ଆମେରିକାର ଟେକ୍ସାସ ସ୍ଥିତ ଏଟି ଆଣ୍ଡ ଟି ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଏହି ଲଢ଼େଇ ଦେଖିବାକୁ ୮୦ ହଜାର ଦର୍ଶକ ଆସିବେ ବୋଲି ଅନୁମାନ କରାଯାଉଛି। ଏହାର ପ୍ରସାରଣ ଅଧିକାର ୨,୪୮୧ କୋଟିରେ ବିକ୍ରି ହୋଇଛି। ଲୋକପ୍ରିୟ ଓଟିଟି ପ୍ଲାଟଫର୍ମ ନେଟଫ୍ଲିକ୍ସ ଏହାକୁ କିଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ମନ୍ତ୍ରୀଙ୍କ ବଡ଼ ଘୋଷଣା: ନୂଆବର୍ଷରେ ମିଳିବ…

ଭୁବନେଶ୍ୱର,୧୮।୧୨: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଗୁରୁବାର ରାଶନ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି। ନୂଆବର୍ଷରେ ଯୋଗ୍ୟ ହିତାଧିକାରୀଙ୍କୁ ନୂଆ...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଚାଲିଗଲା ୩ ଜୀବନ, ୪ ଗୁରୁତର

ନୂଆପଡ଼ା/ କୋମନା,୧୭।୧୨ ( ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅଧୀନ ତିଖାଲି ଛକଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

୫୬,୦୦୦ ପାକିସ୍ତାନୀ ଭିକାରିଙ୍କୁ ତଢ଼ିଲା ସାଉଦି ଆରବ

ନୂଆଦିଲ୍ଲୀ,୧୮ା୧୨: ପାକିସ୍ତାନର ପେଶାଦାର ଭିକାରୀମାନେ ଏବେ ବିଶ୍ୱ ସ୍ତରରେ ଦେଶ ପାଇଁ ଏକ ବଡ଼ ଅପମାନର କାରଣ ସାଜିଛନ୍ତି। ନିକଟରେ ସାଉଦି ଆରବ ପ୍ରାୟ ୫୬,୦୦୦...

ଇରାନରେ ବର୍ତ୍ତମାନ ସୁଦ୍ଧା ଏତିକି ଜଣ ଜୀବିତ ଅଛନ୍ତି ପରମାଣୁ ବୈଜ୍ଞାନିକ, ରିପୋର୍ଟରେ ପ୍ରକାଶ ପାଇଲା…

ତେହରାନ,୧୮ା୧୨: ୨୦୨୫ ବର୍ଷ ଇରାନ ପାଇଁ ଏକ ଝଟ୍‌କା ଥିଲା। ଗୋଟିଏ ପଟେ ଏହାର ତିନୋଟି ପ୍ରକ୍ସି ସଂଗଠନ (ହମାସ୍‌, ହେଜ୍‌ବୋଲ୍ଲା ଏବଂ ହୁଟି) ଏହି...

ଚର୍ଚ୍ଚା ଭିତରେ ମୁହଁ ଖୋଲିଲେ ମହମ୍ମଦ ମୋକିମ, କହିଲେ ଖୁବ କମ୍ ଦିନ ଭିତରେ ନିଷ୍ପତ୍ତି ଜଣାଇବି

ଭୁବନେଶ୍ବର,୧୮ା୧୨: ପୂର୍ବତନ ବିଧାୟକ ମୋକିମଙ୍କୁ କଂଗ୍ରେସ ବହିଷ୍କାର କରିବା ପରେ ଦିନକୁ ଦିନ ନୂଆନୂଆ ରାଜନୈତିକ ବୟାନବାଜି ସାମ୍ନାକୁ ଆସିଛି । କଂଗ୍ରେସର କେନ୍ଦ୍ରୀୟ ନେତା...

ରୋଗୀଙ୍କୁ ମିଳିବ ଉନ୍ନତ ସେବା

କେସିଙ୍ଗା,୧୮।୧୨(ତୁମେଶ୍ୱର ସାହୁ): ଜିଲା ସ୍ବାସ୍ଥ୍ୟ ସମିତି କଳାହାଣ୍ଡି ଆନୁକୁଲ୍ୟରେ ଏମ୍ସ ଭୁବନେଶ୍ୱର ଏବଂ ଦିଲ୍ଲୀ ଜହ୍ନ ହୋପକିନସ ୟୁନିଭର୍‌ ସିଟି(John Hopkins University) ଆନୁକୁଲ୍ୟରେ ସ୍ଥାନୀୟ...

ସୁଗ୍ରୀବଙ୍କ ରଙ୍ଗ ତୂଳୀରେ ଝଲସୁଛି ଆଦିମ ଜନଜାତି ଜୁଆଙ୍ଗଙ୍କ ଚିତ୍ରକଳା

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗମାନେ ଏବେ ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇ ବିଭିନ୍ନ କଳା କୌଶଳରେ ନିଜର ପରିଦର୍ଷିତା...

IPL ୨୦୨୬: ମା’ ବିକିଥିଲେ ଗହଣା, ଖାଲିପେଟରେ ଶୋଇଥିଲେ ବାପା; ଏବେ ୧୪.୨୦ କୋଟିରେ କିଣିଲା CSK

ମୁମ୍ବାଇ,୧୮ା୧୨: ଆଇପିଏଲ୍ ୨୦୨୬ ନିଲାମରେ ଚେନ୍ନାଇ ସୁପର କିଙ୍ଗସ୍ (CSK) ଦ୍ୱାରା ୧୪.୨୦ କୋଟି ଟଙ୍କାରେ କିଣାଯାଇଥିବା ଯୁବ ୱିକେଟକିପର ବ୍ୟାଟର କାର୍ତ୍ତିକ ଶର୍ମାଙ୍କ ସଫଳତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri