Posted inଖେଳ

ଯେଉଁଦିନ ଏଭଳି ହେଲା, ସନ୍ନ୍ୟାସ ଘୋଷଣା କରିଦେବେ ରୋହିତ ଶର୍ମା

ଧର୍ମଶାଳା,୯।୩: ଭାରତରେ ଟେଷ୍ଟ ସିରିଜ ଜିତିବା ବିଦେଶୀ ଦଳଗୁଡ଼ିକ ପାଇଁ ଅସମ୍ଭବ ଭଳି ମନେ ହେଉଛି। ଏହାର ସଦ୍ୟ ଶିକାର ହୋଇଛି ବେନ ଷ୍ଟୋକ୍ସଙ୍କ ଅଧିନାୟକତ୍ୱର ଇଂଲଣ୍ଡ। ଦଳ ଶନିବାର ଖେଳାଯାଇଥିବା ଅନ୍ତିମ ଟେଷ୍ଟରେ ପରାଜୟ ସହ ସିରିଜକୁ ହରାଇଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଟିମ୍‌ ଇଣ୍ଡିଆ ପ୍ରଭାବୀ ପ୍ରଦର୍ଶନ କରିଥିବା ବେଳେ ଏବେ ତାଙ୍କର ଅବସରକୁ ନେଇ ଦେଇଥିବା ବୟାନ ଚର୍ଚ୍ଚାର ବିଷୟ ପାଲଟିଛି।

ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଆରମ୍ଭ ହେବା ପୂର୍ବରୁ ଏକ ସାକ୍ଷାତକାର ଜାନୁଆରୀ ୨୪ରେ ସାମ୍ନାକୁ ଆସିଥିଲା। ଭାରତୀୟ ଉଇକେଟ କିପର ଦୀନେଶ କାର୍ତ୍ତିକ ସିରିଜ ବ୍ରଡକାଷ୍ଟର ଜିଓ ସିନେମା ପାଇଁ ଅଧିନାୟକ ରୋହିତଙ୍କ ଏହି ସାକ୍ଷାତକାର କରିଥିଲେ। ଏଥିରେ ଯେତେବେଳେ ଖେଳରୁ ଅବସର ନେବା କଥା ଚର୍ଚ୍ଚା ହେଉଥିଲା, ଷ୍ଟାର ବ୍ୟାଟ୍ସମ୍ୟାନ କେଉଁ ଦିନ କ୍ରିକେଟ ଛାଡିବେ ତାହା କହିଥିଲେ। ଯେଉଁ ଦିନ ଉଠିବା ପରେ ଫିଟ୍‌ ନାହିଁ ବୋଲି ଅନୁଭବ କରିବି, ଖେଳିପାରିବି ବୋଲି ଲାଗିବ ନାହିଁ, ଖୋଲାଖୋଲି ଭାବେ ସମସ୍ତଙ୍କୁ ଜଣାଇବି ବୋଲି ରୋହିତ କହିଥିଲେ।

ପ୍ରକାଶ ଥାଉ କି, ଏପ୍ରିଲରେ ୩୭ ବର୍ଷର ହେବାକୁ ଯାଉଥିବା ରୋହିତ ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ବର୍ତ୍ତମାନ ସମୟରେ ତାଙ୍କର ଏପରି ଉଦ୍ଦେଶ୍ୟ ନାହିଁ। କାରଣ ଗତ ୨ରୁ ୩ ବର୍ଷ ମଧ୍ୟରେ ସେ ନିଜର ଶ୍ରେଷ୍ଠ କ୍ରିକେଟ ଖେଳୁଛନ୍ତି। ତାଙ୍କ ଖେଳ ମଧ୍ୟ ପୂର୍ବଠାରୁ ଭଲ ହୋଇଯାଇଛି। ଟେଷ୍ଟରେ ତାଙ୍କର ଜବରଦସ୍ତ ପ୍ରଦର୍ଶନ ପରେ ରୋହିତ ବର୍ତ୍ତମାନ ଜୁନ ମାସରେ ହେବାକୁ ଥିବା ଟି -୨୦ ବିଶ୍ୱକପ ୨୦୨୪ ଉପରେ ନଜର ରଖିବେ, ଯେଉଁଥିରେ ସେ ଟିମ ଇଣ୍ଡିଆର ନେତୃତ୍ୱ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri