ଇବ୍‌ନଦୀରେ ଗୋଟିଏ ପରିବାରର ୩ଜଣ ନିଖୋଜ ଘଟଣା: ଦୁଇଭାଇଙ୍କ ସମେତ ୩ ମୃତଦେହ ଉଦ୍ଧାର

ସୁନ୍ଦରଗଡ଼,୧୦।୩(ଜୟ ନାରାୟଣ ମେଣ୍ଡୁଳି): ପିକନିକ ହେଲା କାଳ। ସୁନ୍ଦରଗଡ ଇବ୍‌ ନଦୀର ସେମ ନା ଘାଟକୁ ପିକନିକ କରିବାକୁ ଯାଇ ନଦୀରେ ଗାଧୋଉଥିବାବେଳେ ୩ଜଣ ପାଣିରେ ବୁଡି ଯାଇଛନ୍ତି । ତେବେ ସେମାନଙ୍କର ମୃତଦେହ ଗତକାଲି ମିଳୁ ନ ଥିବାବେଳେ ଆଜି ଅର୍ଥାତ୍‌ ରବିବାର ସକାଳେ ୩ଟି ମୃତଦେହ ଉଦ୍ଧାର କରିଛି ଅଗ୍ନିଶମ ବାହିନୀ।

ମିଳିଥିବା ସୂଚନା ଅନୁଯାୟୀ ସୁନ୍ଦର ସହର ରିଜେଣ୍ଟ ମାର୍କେଟ ଓ ମେନରୋଡ ଅଞ୍ଚଳର ଗୋଟିଏ ପରିବାରର ଫ୍ୟାମିଲି ପିକନିକ କରିବାକୁ ଏଠାକୁ ଆସିଥିଲେ। ଭୋଜି ସାରି ପରିବାରର ୩ଜଣ ନଦୀକୁ ଗାଧୋଇବାକୁ ଯାଇଥିଲେ । ସେମାନେ ହେଲେ ଦୁଇ ଭାଇ ମହମ୍ମଦ ରିଜୱାନ (୨୦) ଏବଂ ମହମ୍ମଦ ଫାରହାନ(୧୫) ଓ ତାଙ୍କ କାକା ମହମ୍ମଦ ସାହୀଦ(୩୫)।


Enter your email to get our daily news in your inbox.

All Right Reserved By Dharitri.Com

କୁକୁରକୁ ନିଶା ଦେଇ ଘରେ କଳାକନା ବୁଲାଇଲେ ଚୋର

ଚାନ୍ଦବାଲି,୧୨ା୫(କିଷାନ ପାତ୍ର)-ପୋଷା କୁକୁରକୁ ନିଶା ଦେଇ ଘରେ କଳାକନା ବୁଲାଇଲେ ଚୋର। ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ଟଙ୍କା ଚୋରି କରିନେଲେ। ଏଭଳି ଏକ...

ସ୍ତ୍ରୀଙ୍କୁ ହତ୍ୟା କରି ଜାଳି ଦେଇଥିବା ସ୍ବୀକାର କଲେ ସ୍ବାମୀ

ଦିଗପହଣ୍ଡି,୧୨ା୫(ଅଶେଷ ନାଥ ମିଶ୍ର)- ସ୍ତ୍ରୀଙ୍କୁ ହତ୍ୟା ପରେ ଜାଳିଦେବା ମାମଲାରେ ଦିଗପହଣ୍ଡି ବ୍ଲକ ଖମାରୀ ଗାଁ ପଞ୍ଚାୟତ ଗଡ ସାମନ୍ତରାପୁର ଗ୍ରାମର ସନ୍ତୋଷ ପାତ୍ରଙ୍କୁ ରବିବାର...

ସମ୍ପର୍କୀୟା ପୁତୁରା ବୋହୂଙ୍କୁ ବଳାତ୍କାର: ଗିରଫ ହେଲେ ଦାଦାଶ୍ୱଶୁର

ବ୍ରହ୍ମପୁର,୧୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ସମ୍ପର୍କୀୟା ପୁତୁରା ବୋହୂଙ୍କୁ ବଳାତ୍କାର ଅଭିଯୋଗରେ ବଡବଜାର ଥାନା ପୋଲିସ ଦାଦାଶ୍ୱଶୁରଙ୍କୁ ଗିରଫ କରିଛି। ସେ ହେଲେ କଳାହାଣ୍ଡି ଜିଲା ରାମପୁର...

ମାଓବାଦୀ ଅଞ୍ଚଳକୁ ହେଲିକପ୍ଟରରେ ଗଲେ ପୋଲିଂ ପାର୍ଟି

ନୂଆପଡ଼ା,୧୨।୫(ମକାରୁ ବେମାଲ)- ମେ ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେଉଥିବା ବେଳେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ପାଇଁ ପ୍ରସ୍ତୁତି ଶେଷ...

ବିଜେଡିରୁ ନିଲମ୍ବିତ ହେଲେ ପ୍ରଫୁଲ ମାଝି

ଭୁବନେଶ୍ୱର,୧୨ା୫: ବିଜେଡିରୁ ନିଲମ୍ବିତ ହୋଇଛନ୍ତି ତଳସରାର ପୂର୍ବତନ ବିଧାୟକ ପ୍ରଫୁଲ୍ଲ ମାଝି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ରବିବାର ଦଳରୁ ନିଲମ୍ବନ...

ଚତୁର୍ଥ ପର୍ଯ୍ୟାୟରେ ୯୬ ଆସନରେ ହେବ ଭୋଟ ଗ୍ରହଣ: ଏହି ସବୁ ହେଭିୱେଟ କରିବେ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨।୫: ମେ ୧୩ ତାରିଖ ସୋମବାର ଦେଶରେ ଚତୁର୍ଥ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚତୁର୍ଥ ପର୍ଯ୍ୟାୟରେ ଦେଶର...

କାର୍‌ ଓଲଟି ୨ ମୃତ, ୨ ଗୁରୁତର

ଭଞ୍ଜନଗର,୧୨ା୫: ଗଞ୍ଜାମ ଜିଲା ମୁଜାଗଡ଼ଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୨ ଜଣଙ୍କ ଜୀବନ...

କାଳବୈଶାଖୀ ପ୍ରଭାବରେ ଆସନ୍ତା ବୁଧବାର ପର୍ଯ୍ୟନ୍ତ ଝଡ଼ବର୍ଷା ଲାଗି ରହିବା ସମ୍ଭାବନା

ଭୁବନେଶ୍ୱର,୧୨।୫: କାଳବୈଶାଖୀ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଗତ ଦୁଇଦିନ ଧରି ଲାଗି ରହିଥିବା କାଳବୈଶାଖୀ ବର୍ଷା, ଝଡ଼ତୋଫାନ ଯୋଗୁଁ ତାପମାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri