Posted inଫୁରସତ

ଇ-ବ୍ୟାଙ୍କିଙ୍ଗ ବ୍ୟବହାର କରୁଥିଲେ ନିଶ୍ଚୟ ଜାଣନ୍ତୁ

ବର୍ତ୍ତମାନ ଚୋରି, ଡକାୟତି ଇତ୍ୟାଦି ଭୟରେ ଅନେକେ କ୍ୟାଶ୍‌ ବଦଳରେ ମୋବାଇଲ୍‌ରେ ଇଣ୍ଟରନେଟ୍‌ ବ୍ୟାଙ୍କିଙ୍ଗ ବା ଇ-ୱାଲେଟ୍‌ ବ୍ୟବହାର କରୁଛନ୍ତି। ହେଲେ ଏଥିରେ ମଧ୍ୟ ସାମାନ୍ୟ ଅବହେଳା ବଡ଼ ସମସ୍ୟାର କାରଣ ସାଜିପାରେ। ତେଣୁ ଏହାକୁ ସୁରକ୍ଷିତ କରିବା ଲାଗି ଜାଣିରଖନ୍ତୁ କେତୋଟି କଥା…
ଗୁରୁତ୍ୱପୂର୍ଣ୍ଣ କଥା ହେଲା ପାସ୍‌ୱାର୍ଡ ଏଭଳି ରଖନ୍ତୁ, ଯେପରି ଅନ୍ୟମାନଙ୍କୁ ଏହା ଜାଣିବା କିମ୍ବା ହ୍ୟାକ୍‌ କରିବା ସହଜ ହେବ ନାହିଁ। ନିଜ ପାସ୍‌ୱାର୍ଡ ଅନ୍ୟ ସହ ଶେୟାର କରନ୍ତୁ ନାହିଁ।
ଟ୍ରାଞ୍ଜାକ୍ସନ ପରେ ଲଗ୍‌ଆଉଟ୍‌ କରନ୍ତୁ।
ଲ୍ୟାପ୍‌ଟପ୍‌ କିମ୍ବା ମୋବାଇଲ୍‌ରେ ଅନ୍‌ଲାଇନ୍‌ ଟ୍ରାଞ୍ଜାକ୍ସନ୍‌ କରୁଥିଲେ କୌଣସି ଲାଇସେନ୍ସ ଆଣ୍ଟିଭାଇରସ୍‌ ଲୋଡ୍‌ କରନ୍ତୁ। କାରଣ ଫ୍ରି ଆଣ୍ଟିଭାଇରସ୍‌ରେ ଅନେକ ସମୟରେ ହ୍ୟାକର୍‌ମାନଙ୍କୁ ଆପଣଙ୍କ ଡିଟେଲ୍‌ସ ମିଳିବାରେ ସହଜ ହୋଇଥାଏ।
ପର୍ସନାଲ କମ୍ପ୍ୟୁଟର୍‌, ଲ୍ୟାପ୍‌ଟପ୍‌ କିମ୍ବା ମୋବାଇଲ୍‌ରେ ହିଁ ନେଟ୍‌ ବ୍ୟାଙ୍କିଙ୍ଗ୍‌ କରନ୍ତୁ। କାରଣ ପବ୍ଲିକ୍‌ କମ୍ପ୍ୟୁଟର୍‌ କିମ୍ବା ସାଇବର୍‌ କାଫେରେ ଏହା ଅସୁରକ୍ଷିତ। କେବଳ ଏତିକି ନୁହେଁ, ପବ୍ଲିକ୍‌ ୱାଇ ଫାଇରେ ମଧ୍ୟ ଅନ୍‌ଲାଇନ୍‌ ଟ୍ରାଞ୍ଜାକ୍ସନ୍‌ କରିବା ଠିକ୍‌ ନୁହେଁ। କାରଣ ଏହା ସାହାଯ୍ୟରେ ହ୍ୟାକ୍‌ରଙ୍କୁ ଆପଣଙ୍କ ପର୍ସନାଲ୍‌ ଡାଟା ଚୋରି କରିବାରେ ସହଜ ହୋଇଥାଏ।
କୌଣସି ଆପ୍ଲିକେଶନ୍‌ ଡାଉନ୍‌ଲୋଡ୍‌ କରିବା ପୂର୍ବରୁ ସେଥିରେ କେଉଁସବୁ ଡାଟା ଏବଂ ଡିଟେଲ୍ସ ଆବଶ୍ୟକ ହେଉଛି ତାହାକୁ ଭଲ ଭାବେ ପଢ଼ିବା ପରେ ଇନ୍‌ଷ୍ଟଲ କରନ୍ତୁ। ନଚେତ୍‌ ଏହାଯୋଗୁ ଆପଣଙ୍କ ବ୍ୟାଙ୍କ୍‌ ଡିଟେଲ୍ସ ହ୍ୟାକର୍‌ଙ୍କ ପାଖକୁ ଚାଲିଯାଇପାରେ।
ବ୍ୟାଙ୍କିଙ୍ଗ ବ୍ୟବହାର କରୁଥିଲେ ପ୍ରୋଟେକ୍ସନ୍‌ ସଫ୍ଟୱେର୍‌ ବ୍ୟବହାର କରିବାକୁ ଆଦୌ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ମହିଳାଙ୍କ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଲେ ଅନିରୁଦ୍ଧାଚାର୍ଯ୍ୟ, ମାମଲା ରୁଜୁ

ନୂଆଦିଲ୍ଲୀ,୧୦।୧୨: ଆଧ୍ୟାତ୍ମିକ ଗୁରୁ ଅନିରୁଦ୍ଧାଚାର୍ଯ୍ୟ ମହିଳାମାନଙ୍କ ବିଷୟରେ ଦେଇଥିବା କିଛି ଆପତ୍ତିଜନକ ମନ୍ତବ୍ୟକୁ ନେଇ ବିବାଦ ଘେରକୁ ଆସିଛନ୍ତି। ଏହି ମାମଲାରେ ମୁଖ୍ୟ ନ୍ୟାୟିକ ମାଜିଷ୍ଟ୍ରେଟ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri