Posted inଫୁରସତ

ପୃଥିବୀର କ୍ଷୁଦ୍ରତମ ସ୍ତନ୍ୟପାୟୀ ପ୍ରାଣୀ: ଯାହାର ଓଜନ ୨ଗ୍ରାମ୍‌

ସମଗ୍ର ପୃଥିବୀରେ ପ୍ରାୟ ୬୪୦୦ ପ୍ରଜାତିର ସ୍ତନ୍ୟପାୟୀ ପ୍ରାଣୀ ଅଛନ୍ତି। ସେଥିମଧ୍ୟରୁ ବମ୍ବଲ୍‌ବି ବ୍ୟାଟ୍‌ ସବୁଠୁ କ୍ଷୁଦ୍ରତମ ବୋଲି ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡସ୍‌ରେ ସ୍ଥାନ ପାଇଛି। ଜାଣିବା
ଏହା ସମ୍ପର୍କରେ କିଛି ରୋଚକ ତଥ୍ୟ:

ଏକ କ୍ଷୁଦ୍ରତମ ବାଦୁଡ଼ି ପ୍ରଜାତି, ଯାହାକୁ ବମ୍ବଲ୍‌ବି ବ୍ୟାଟ୍‌ ବା କିଟିସ୍‌ ହଗ୍‌ ନୋଜ୍‌ଡ ବ୍ୟାଟ୍‌ ବୋଲି କୁହାଯାଏ।
ମସିହାରେ କିଟି ଥଙ୍ଗ୍‌ଲଙ୍ଗୟା ଏହି ବାଦୁଡ଼ି ପ୍ରଜାତିକୁ ଆବିଷ୍କାର କରିଥିଲେ।
ଓଜନ ମାତ୍ର ୨ଗ୍ରାମ୍‌। ଏହାର ଲମ୍ବା ୨୯ରୁ ୩୩ମିଲିମିଟର ହୋଇଥିବା ବେଳେ ଡେଣାର ଲମ୍ବ ୧୭୦ମିଲିମିଟର।
ବାଦୁଡ଼ି ମାତ୍ର ଦୁଇଟି ଦେଶରେ ଦେଖାଯାଆନ୍ତି। ଥାଇଲାଣ୍ଡର ଦକ୍ଷିଣ-ପଶ୍ଚିମ ଭାଗରେ ରହିଛି ଅନେକ ଚୂନ ପଥର ଗୁମ୍ଫା। ଉକ୍ତ ଗୁମ୍ଫା ଭିତରେ ଏହି କ୍ଷୁଦ୍ର ବାଦୁଡ଼ି ପ୍ରଜାତି ବାସକରନ୍ତି। ଏହା ବ୍ୟତୀତ ମ୍ୟାନ୍‌ମାର୍‌ରେ ମଧ୍ୟ ଏହି ବାଦୁଡ଼ି ଦେଖାଯାଆନ୍ତି।
୍ଶ ୨୦୦୮ ପର୍ଯ୍ୟନ୍ତ ହୋଇଥିବା ଏକ ଗବେଷଣା ରିପୋର୍ଟ ଅନୁଯାୟୀ ଥାଇଲାଣ୍ଡର ୪୪ଟି ଏବଂ ମ୍ୟାନ୍‌ମାରର ୫ଟି ଗୁମ୍ଫା ଭିତରେ ଏହି ବାଦୁଡ଼ି ଥିବା ଦେଖିବାକୁ ମିଳିଥିଲା।
ପିଠିରେ ଗାଢ଼ ଲାଲ୍‌-ମାଟିଆ କିମ୍ବା ଧୂସର ରଙ୍ଗର ଲୋମ ଥିବା ବେଳେ ପେଟ ପଟେ ଛୋଟ ଲୋମ ଥାଏ।
ଥରେ ଏପ୍ରିଲ୍‌ ମାସରେ ଏହି ବାଦୁଡି ଛୁଆ ଜନ୍ମ କରିଥା’ନ୍ତି। ଥରକରେ ଏମାନେ ମାତ୍ର ଗୋଟିଏ ଛୁଆ ଜନ୍ମ ଦିଏ।
୫ରୁ ୧୦ବର୍ଷ ପର୍ଯ୍ୟନ୍ତ ବଞ୍ଚତ୍ଥା’ନ୍ତି।
ସନ୍ଧ୍ୟାରେ ମାତ୍ର ୩୦ ମିନିଟ୍‌ ପର୍ଯ୍ୟନ୍ତ ଗୁମ୍ଫାରୁ ବାହାରକୁ ଯାଇଥା’ନ୍ତି। ନିଜ ଗୁମ୍ଫାଠାରୁ ମାତ୍ର ୧ କିଲୋମିଟର ଦୂରତା ମଧ୍ୟରେ ସେମାନେ ନିଜ ଖାଦ୍ୟ ଖୋଜି ଫେରିଆସନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri