ଚାଲିଛି କୃଷ୍ଣସାର ମୃଗ ଗଣନା: ଗଣନା କାର୍ଯ୍ୟକୁ ତଦାରଖ କରୁଛନ୍ତି ଡିଏଫ୍‌ଓ

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ବ୍ରହ୍ମପୁର ବନଖଣ୍ଡ, ଭଞ୍ଜନଗରସ୍ଥିତ ଘୁମୁସର ଦକ୍ଷିଣ ବନଖଣ୍ଡ ଓ ଘୁମୁସର ଉତ୍ତର ବନଖଣ୍ଡର ବିଭିନ୍ନ ରେଞ୍ଜରେ ଗୁରୁବାର କୃଷ୍ଣସାର ମୃଗ ଗଣନା ଚାଲିଛି । ଆଜି ସକାଳ ୬ ଟାରୁ…

ଚର୍ଚ୍ଚ ଅଫ ଇଂଲଣ୍ଡରେ ଭାଙ୍ଗିଲା ୧୪୦୦ ବର୍ଷର ପରମ୍ପରା, Dame Sarah Mullally ହେଲେ ପ୍ରଥମ Archbishop of Canterbury

ଲଣ୍ଡନ,୨୯।୧: ଦୀର୍ଘକାଳୀନ ଏବଂ ମର୍ଯ୍ୟାଦାପୂର୍ଣ୍ଣ ପରମ୍ପରାକୁ ପାଳନ କରି, ଡେମ ସାରା ମୁଲ୍ଲାଲିଙ୍କୁ ଜାନୁଆରୀ ୨୮, ୨୦୨୬ରେ ଲଣ୍ଡନର ଐତିହାସିକ ସେଣ୍ଟ ପଲ୍ସ କ୍ୟାଥେଡ୍ରାଲରେ ଚର୍ଚ୍ଚ ଅଫ ଇଂଲଣ୍ଡର ୧୦୬ତମ ଆର୍ଚବିଶପ ଅଫ କ୍ୟାଣ୍ଟରବରିର…

ଶୋଇଥିବାବେଳେ ଟେକିନେଇ ୭ ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ନାବାଳକ, ଚିତ୍କାର କରିବାରୁ…

ଭୋପାଳ,୨୯।୧: ମଧ୍ୟପ୍ରଦେଶର ବାରୱାନି ଜିଲାରେ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି। ଜଣେ ସମ୍ପର୍କୀୟ ୭ ବର୍ଷର ଝିଅକୁ ବଳାତ୍କାର କରି ହତ୍ୟା କରିଛନ୍ତି। ପୋଲିସ ଅଧିକାରୀ କହିଛନ୍ତି ଯେ, ଅଭିଯୁକ୍ତଙ୍କୁ ହେପାଜତକୁ ନିଆଯାଇଛି…

ଅଜିତ ପାଓ୍ବାରଙ୍କ ମୃତ୍ୟୁକୁ ନେଇ ତେଜିଲା ରାଜନୀତି: ତଦନ୍ତ ଦାବି

ମୁମ୍ବାଇ/ନୂଆଦିଲ୍ଲୀ,୨୯ା୧:ମହାରାଷ୍ଟ୍ରରେ ସର୍ବାଧିକ ୬ ଥର ଉପମୁଖ୍ୟମନ୍ତ୍ରୀ ହୋଇଥିଲେ ଏନ୍‌ସିପି ମୁଖ୍ୟ ଅଜିତ ପାଓ୍ବାର। ଯେଉଁ ଦଳ କ୍ଷମତାକୁ ଆସୁନା କାହିଁକି ଅଜିତଙ୍କ ସମର୍ଥନ ସବୁବେଳେ ଲୋଡ଼ା ପଡ଼ୁଥିଲା। ତାଙ୍କୁ ଜାତୀୟତାବାଦୀ କଂଗ୍ରେସ ପାର୍ଟି ପ୍ରତିଷ୍ଠାତା…

ପୁଣିଥରେ ଏକ ତରଫା ବାଜି ମାରିଲା ଭାଜପା

ଚଣ୍ଡିଗଡ଼,୨୯।୧: ଚଣ୍ଡିଗଡ଼ ମେୟର ନିର୍ବାଚନରେ ଭାଜପା ବିପୁଳ ବିଜୟ ହାସଲ କରିଛି। ଭାଜପା ୧୮ଟି ଭୋଟ ପାଇଥିଲା ଏବଂ ସୌରଭ ଯୋଶୀ ଚଣ୍ଡିଗଡ଼ର ନୂତନ ମେୟର ହୋଇଛନ୍ତି। କଂଗ୍ରେସ ପ୍ରାର୍ଥୀଙ୍କୁ ସାତଟି ଭୋଟ ମିଳିଥିବା…

ଯୁବତୀଙ୍କୁ ଗଣବଳାତ୍କାର, ଲିଫ୍ଟ ଦେବା କହି ଚଳନ୍ତା କାର୍‌ ଭିତରେ…

ନୂଆଦିଲ୍ଲୀ,୨୯।୧: ଉତ୍ତରାଖଣ୍ଡର ଉଧମ ସିଂ ନଗର ଜିଲା ମୁଖ୍ୟାଳୟ ରୁଦ୍ରପୁରରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଜଣେ ଯୁବତୀଙ୍କୁ ଚଳନ୍ତା କାରରେ ଲିଫ୍ଟ ଦେବା ଏବଂ ପରେ ଗଣବଳାତ୍କାର କରାଯିବା ଘଟଣା ସମଗ୍ର…

‘Reform, Perform, and Transform…’ ବଜେଟ ପୂର୍ବରୁ ଦେଶକୁ କି ବାର୍ତ୍ତା ଦେଲେ ମୋଦି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୨୯।୧: ଦେଶର ରାଜନୈତିକ ଏବଂ ଅର୍ଥନୈତିକ ଦିଗ ନିର୍ଣ୍ଣୟ କରୁଥିବା ସଂସଦର ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଏହି ଅଧିବେଶନରେ ଅନେକ ଗୁରୁତ୍ୱପୂର୍ଣ୍ଣ ବିଲ, ପ୍ରମୁଖ ଅର୍ଥନୈତିକ ନିଷ୍ପତ୍ତି ଏବଂ ସରକାର ଏବଂ ବିରୋଧୀ ଦଳ ମଧ୍ୟରେ ଉଷ୍ମ ବିତର୍କ ହେବ।…

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର, ମୁଖାଗ୍ନି ଦେଲେ…

ମୁମ୍ବାଇ,୨୯।୧: ମହାରାଷ୍ଟ୍ରର ପୁଣେ ଜିଲାର ବାରାମତିର ବିଦ୍ୟା ପ୍ରତିଷ୍ଠାନରେ ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଶେଷ କୃତ୍ୟ ସମ୍ପନ୍ନ ହୋଇଛି। ବୁଧବାର ବାରାମତି ବିମାନବନ୍ଦର ନିକଟରେ ରନୱେରୁ ମାତ୍ର ୨୦୦ ମିଟର ଦୂରରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ଅଜିତଙ୍କ ମୃତ୍ୟୁ…

ଏହି ୩ IASଙ୍କୁ ମିଳିବ ଏସିଏସ୍‌ ପାହ୍ୟା: ଖୁବ୍‌ଶୀଘ୍ର IAS ସ୍ତରରେ ହେବ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର,୨୯ା୧(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୩ ଜଣ ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ୍‌) ଅଧିକାରୀଙ୍କୁ ଖୁବ୍‌ଶୀଘ୍ର ଅତିରିକ୍ତ ମୁଖ୍ୟ ଶାସନ ସଚିବ(ଏସିଏସ୍‌) ପାହ୍ୟା ମିଳିବ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଗୋପବନ୍ଧୁ ଏକାଡେମୀର ଡାଇରେକ୍ଟର ଜେନେରାଲ ତଥା…

ଟିଭି ଦେଖୁଥିଲେ ମା’, ଆସିଲା ପୁଅ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର: ଆଉ ତା’ପରେ ପରିବାର ଲୋକେ ନେଲେ ଏମିତି ପଦକ୍ଷେପ

ପୁଣେ,୨୯।୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପୂର୍ବରୁ, ତାଙ୍କ ମାଆ ଆଶାତାଇ ଏକ ମରାଠୀ ନ୍ୟୁଜ ଚ୍ୟାନେଲରେ ଖବର ଦେଖୁଥିଲେ। ଯେତେବେଳେ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାର ଖବର ସ୍କ୍ରିନରେ ପ୍ରକାଶ ପାଇଲା, ସେ ପଚାରିଲେ, ଆରେ…

ପୁଣି ଏକ ବଡ଼ଧରଣର ବିମାନ ଦୁର୍ଘଟଣା: ଟେକ୍‌ଅଫ୍‌ବେଳେ ଜଳିଗଲା, ସବୁଯାତ୍ରୀ ମୃତ

ଭେନେଜୁଏଲା,୨୯।୧: କଲମ୍ବିଆ ଏବଂ ଭେନେଜୁଏଲା ସୀମା ନିକଟରେ ଥିବା ନର୍ଟ ଡି ସାଣ୍ଟାଣ୍ଡର ପ୍ରଦେଶରେ ସାଟେନା ଏୟାରଲାଇନ୍ସର ଏକ ବାଣିଜି୍ୟକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ସମସ୍ତ ୧୫ ଜଣଙ୍କର ମୃତ୍ୟୁ ହୋଇଛି। ବିମାନଟି କୁକୁଟାରୁ ଉଡ଼ାଣ ଭରିବା ପରେ ଓକାନା…

କୋଟିଆକୁ ନେଇ ତୁଟୁନି ବିବାଦ: ଓଡ଼ିଶାକୁ ଚ୍ୟାଲେଞ୍ଜ୍‌ ଦେଉଛି ଆନ୍ଧ୍ର

ପଟ୍ଟାଙ୍ଗି,୨୯ା୧(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆକୁ ନେଇ ପଡ଼ୋଶୀ ଆନ୍ଧ୍ରପ୍ରଦେଶ ସହ ସୀମା ବିବାଦ ଲାଗି ରହିଛି। ଏହି ପଞ୍ଚାୟତର ୧୨ ଗ୍ରାମକୁ ଆନ୍ଧ୍ରର ବୋଲି ଦାବି କରିଛି ସେହି ରାଜ୍ୟର ଜନସେନା ଦଳ। ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପବନ…

ଚତୁର୍ଥ ଟି୨୦ ଜିତିଲା ନ୍ୟୁଜିଲାଣ୍ଡ: ଶିବମ ଦୁବେଙ୍କ ଧୂଆଁଧାର ଅର୍ଦ୍ଧଶତକ ବେକାର

ବିଶାଖାପାଟଣା,୨୮ା୧: ବିଶାଖାପାଟଣାର ଏସିଏ-ଭିଡିସିଏ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚରେ ନ୍ୟୁଜିଲାଣ୍ଡ ଭାରତକୁ ୫୦ ରନରେ ପରାସ୍ତ କରି ସିରିଜର ପ୍ରଥମ ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ଟିମ୍ ସେଇଫର୍ଟଙ୍କ (୬୨) ଓ ଡେଭନ କନୱେଙ୍କ…

ବିଏମ୍‌ସିର ଚେତାବନୀ, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ…

ଭୁବନେଶ୍ୱର,୨୮ା୧: ଗୁଟ୍‌ଖାକୁ ନେଇ ପ୍ରଶାସନର ବଡ଼ ନିଷ୍ପତ୍ତି । ଜୋରଦାର ହେବ ଗୁଟ୍‌ଖା ଏନଫୋର୍ସମେଣ୍ଟ ଡ୍ରାଇଭ୍‌ । ଭେଣ୍ଡିଂ ଜୋନ୍, ଓମଫେଡ୍‌ ବୁଥରେ ଗୁଟ୍‌ଖା ବିକିଲେ ଆକ୍ସନ । ଯେଉଁମାନେ ବିକ୍ରି କରିବେ ସେମାନଙ୍କର ଲାଇସେନ୍ସ ବାତିଲ କରିବା ନେଇ ବିଏମସି…

ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗ ରହୁ, ସରକାରଙ୍କୁ OHRCଙ୍କ ସୁପାରିସ୍‌

ଭୁବନେଶ୍ୱର,୨୮ା୧: ସରକାରୀ ଚାକିରି ଆବେଦନରେ ତୃତୀୟ ଲିଙ୍ଗୀଙ୍କ ବିକଳ୍ପ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ସୁପାରିସ କଲେ OHRC(ଓଡ଼ିଶା ମାନବ ଅଧିକାର ଆୟୋଗ) । ତୃତୀୟ ଲିଙ୍ଗ ବା ଟ୍ରାନ୍ସଜେଣ୍ଡରଙ୍କୁ ସମାନ ସୁଯୋଗ ପାଇଁ OHRCଙ୍କ ସୁପାରିସ୍‌ । ଜଣେ ତୃତୀୟ ଲିଙ୍ଗୀଙ୍କ…

ଅନ୍‌ଲାଇନରେ ବୁକ୍ କରିହେବ ପୂର୍ତ୍ତ ବିଭାଗର ଡାକବଙ୍ଗଳା; ଲଞ୍ଚ୍ ହେଲା ପୋର୍ଟାଲ

ଭୁବନେଶ୍ୱର,୨୮ା୧: ପର୍ଯ୍ୟଟକ ଏବଂ ସରକାରୀ ଅଧିକାରୀଙ୍କ ସୁବିଧା ପାଇଁ ରାଜ୍ୟ ସରକାର ବିଭିନ୍ନ ପର୍ଯ୍ୟଟନ ସ୍ଥାନରେ ଡାକବଙ୍ଗଳା ନିର୍ମାଣ କରିଛନ୍ତି। ଏଣିକି ପୂର୍ତ୍ତ ବିଭାଗର ଡାକବଙ୍ଗଳା ବା ଇନ୍ସପେକସନ ବଙ୍ଗଳା (IB) ଗୁଡ଼ିକର ବୁକିଂ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ଡିଜିଟାଲ୍ କରାଯାଇଛି। ବୁଧବାର…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଜାନୁଆରୀ ୨୦୨୬)

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri