ଅଗ୍ନି-୫ର ସଫଳ ପରୀକ୍ଷଣ, ଡିଆର୍‌ଡିଓ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ବାଲେଶ୍ବର,୧୧।୩(ମାନସ ବିଶ୍ୱାଳ): ଡିଆର୍‌ଡିଓର ‘ମିଶନ ଦିବ୍ୟାସ୍ତ୍ର’ର ସଫଳ ପରୀକ୍ଷଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ଡିଆର୍‌ଡିଓ ବୈଜ୍ଞାନିକମାନଙ୍କ ‘ମିଶନ ଦିବ୍ୟାସ୍ତ୍ର’ ପାଇଁ ସେ ଗର୍ବିତ । ଏହି ମିଶନ ଅଧୀନରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଅଗ୍ନି-୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ କରାଯାଇଛି, ଯାହାକି ମଲ୍‌ଟିପଲ୍‌ ଇଣ୍ଡିପେଣ୍ଡେଣ୍ଟଲି ଟାର୍ଗେଟେବୁଲ ରି-ଏଣ୍ଟ୍ରି ଭେଇକିଲ୍‌ ଉନ୍ନତ ଜ୍ଞାନକୌଶଳ ସହ ସ୍ବଦେଶୀ ଭାବେ ବିକଶିତ କରାଯାଇଛି ।

ଓଡ଼ିଶାର ବାଲେଶ୍ବର ଜିଲାରେ ଅବସ୍ଥିତ ଅବଦୁଲ କଲାମ ଦ୍ୱୀପରେ ଅଗ୍ନି-୫ର ସଫଳ ପରୀକ୍ଷଣ କରାଯାଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରୁଥିବା ଅନ୍ତର୍ଦେଶୀୟ ବାଲାଷ୍ଟିକ ମିଜାଇଲର ୨୫ତମ ଭର୍ସନର ପରୀକ୍ଷା କରାଯାଇଛି। ଏହାର ଲକ୍ଷ୍ୟଭେଦ କ୍ଷମତା ୫ ହଜାର କିମି ରହିଛି। ଏହା ସହିତ ୧୫ଟନ୍‌ ଓଜନର ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri