Odisha Elections 2024

୧୮ରୁ କୁଆପଥର ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୨ା୩(ଅନିଲ ଦାସ):ରାଜ୍ୟରେ ଆସନ୍ତା ୨୧ ତାରିଖ ଯାଏ ତାତି ବଢ଼ିବ ନାହିଁ। ଦିନର ସର୍ବୋଚ୍ଚ ତାପମାତ୍ରା ୩୫ରୁ ୩୬ ଡିଗ୍ରୀ ସେଲ୍‌ୟସ ରହିବ। ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୩୭ରୁ ୩୮ ଡିଗ୍ରୀ ସେଲ୍‌ସିୟସ ରହିବା ସମ୍ଭାବନା ରହିଛି। ରାତ୍ରିରେ ପାଗ ଆରାମଦାୟକ ରହିବ। ସର୍ବନିମ୍ନ ତାପମାତ୍ରା ୧୬ରୁ ୨୨ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହିବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ଆସନ୍ତା ୧୬ ତାରିଖରୁ ସମୁଦ୍ର ପଟୁ ଦକ୍ଷିଣ ପୂର୍ବ ଦିଗରେ ବାୟୁ ପ୍ରବାହ ହେବା ସହ ଓଡ଼ିଶା ଉପରେ ଏକ ଟ୍ରପ୍‌ ଲାଇନ ରହିବ।
ଏହାର ପ୍ରଭାବରେ ୧୬ରୁ ୧୮ ତାରିଖ ଯାଏ ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବା ସମ୍ଭାବନା ରହିଛି । ୧୮ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳ ବୈଶାଖୀଜନିତ ଝଡ଼ବର୍ଷା ହେବ। ଏଥିସହ କେତେକ ସ୍ଥାନରେ କୁଆପଥର ବର୍ଷା ହେବା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବୀନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ଦିନ ହିଁ ହେବ ବିଜୁଳି ବିଲ୍‌ ଛାଡ଼

ସୋର,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ...

ପାଣ୍ଡିଆନ ନିୟନ୍ତ୍ରଣ କରିବା ପ୍ରସଙ୍ଗରେ ମୁହଁ ଖୋଲିଲେ ମୁଖ୍ୟମନ୍ତ୍ରୀ: କହିଲେ- ହାସ୍ୟାସ୍ପଦ, କଥାର ଓଜନ ନାହିଁ…

ଭୁବନେଶ୍ୱର,୩୦।୫: ଗୋଟିଏ ପଟେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଭାଜପା ପକ୍ଷରୁ ଲଗାତର ଭାବେ ପ୍ରସଙ୍ଗ କରାଯାଉଥିବା ବେଳେ ବିଜେଡି ସୁପ୍ରିମୋ ଏହାକୁ କାଉଣ୍ଟର...

ଦିନ ସାଢ଼େ ୨ରେ ଝାରସୁଗୁଡ଼ାରେ ୪୬ ଡିଗ୍ରୀ ପାର କଲା ତାତି

ଭୁବନେଶ୍ୱର,୩୦।୫: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ବିଶେଷ କରି ପଶ୍ଚିମ ଓଡ଼ିଶାରେ ଗଲା କିଛି ଦିନ ହେଲା ତାପମାତ୍ରା ୪୬ ଡିଗ୍ରୀ ପାର...

‘ଏଥର ନବୀନଙ୍କୁ ଭୋଟ ଦେଲେ ପାଣ୍ଡିଆନ୍‌ଙ୍କ ପାଖକୁ ଯିବ’

ଭୁବନେଶ୍ୱର,୩୦।୫: ପାଣ୍ଡିଆନ୍‌ ତାଙ୍କ ଉତ୍ତରାଧିକାରୀ ନୁହଁନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିବା ପରେ ଭାଜପା ନେତା ବୈଜୟନ୍ତ ପଣ୍ଡା କାଉଣ୍ଟର କରିଛନ୍ତି। ବୈଜୟନ୍ତ କହିଛନ୍ତି,...

ବାଣ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୫: ପୁରୀ ବାଣ ଦୁର୍ଘଟଣାରେ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ...

ଚତୁର୍ଥ ପର୍ଯ୍ୟାୟରେ ମତଦାନ ସାବ୍ୟସ୍ତ କରିବେ ୯୯.୬୧ ଲକ୍ଷ ଭୋଟର୍‌,ବୁଥ୍‌କୁ ମୋବାଇଲ ମନା

ଭୁବନେଶ୍ବର,୩୦।୫: ଆସନ୍ତା ଜୁନ୍‌ ୧ ତାରିଖରେ ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ୬ଟି ସଂସଦୀୟ କ୍ଷେତ୍ର ସହ ଏହା ଅଧିନସ୍ଥ ୪୨ ବିଧାନସଭା...

ବିଦ୍ୟୁତ୍‌ ଠିକାଦାରଙ୍କ ଘରେ ଆଇଟି ରେଡ୍‌

ଯାଜପୁର,୩୦ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଜିଲା ହାଟପାଟଣା ଅଞ୍ଚଳରେ ଆଇଟି ରେଡ୍‌ କରାଯାଇଛି। ବିଦ୍ୟୁତ୍‌ ଠିକାଦାର ଧରଣୀ ସାହୁଙ୍କ ବାସଭବନରେ ଏହି ଚଢ଼ାଉ କରାଯାଇଥିବା ଜଣାପଡ଼ିଛି। ୪ଜଣିଆ...

ବିଧାନସଭାରେ ବହୁତ ଭଲ କରିବୁ: ନବୀନ

ଭୁବନେଶ୍ୱର,୩୦ା୫: ଚଳିତ ସାଧାରଣ ନିର୍ବାଚନରେ ଭାଜପା ଓଡ଼ିଶାରେ ସରକାର ଗଢ଼ିବ ବୋଲି କହୁଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ସାକ୍ଷାତକାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri